-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||     

HOME   ଜିଲ୍ଲା

ମେଣ୍ଡାକୁ ବ୍ଲକ ଦାବୀ ଜୋର ଧରୁଛି କେନ୍ଦ୍ରମନ୍ତ୍ରୀ ଓ ପଂଚାୟତୀ ରାଜ ମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ ପ୍ରତିନିଧିମଣ୍ଡଳୀ l

14-Sep-2025



( ମନୋରଞ୍ଜନ ତ୍ରିପାଠୀ ) ଅବିଭକ୍ତ ବଲାଙ୍ଗୀର ଜିଲ୍ଲାର ସର୍ବପୁରାତନ ଓ ସର୍ବବୃହତ ମେଣ୍ଡା ଗ୍ରାମକୁ ଏକ ବ୍ଲକ କରିବା ଦାବି ନେଇ ମେଣ୍ଡା ଗ୍ରାମବାସୀ ଓ ଆଖପାଖରେ ଥିବା ପଞ୍ଚାୟତ ର ଏକ ପ୍ରତିନିଧି ମଣ୍ଡଳୀ ରବିବାର କେନ୍ଦ୍ର ଶିକ୍ଷମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ସମ୍ବଲପୁର ସ୍ଥିତ ବାସଭବନ ଓ ଓଡ଼ିଶାର ପଂଚାୟତି ରାଜ, ଗ୍ରାମ୍ୟ ଉନ୍ନୟନ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ରବି ନାଏକଙ୍କୁ ସମ୍ବଲପୁର ସର୍କିଟ ହାଉସ ରେ ଭେଟିବା ଶହ ଏକ ଦାବିପତ୍ର ପ୍ରଦାନ କରିଛନ୍ତି l   ମେଣ୍ଡା ଗ୍ରାମବାସୀ ଙ୍କ ଦାବୀ ଯେ ମେଣ୍ଡା କୁ ଏକ ବ୍ଲକ କଲେ ଆଖପାଖ ଥିବା ଅଞ୍ଚଳ ର ବହୁ ପଞ୍ଚାୟତ ଯଥା_ ମେଣ୍ଡା, ଦେଉଳପଦର,ରାଣୀସଡା , ପୁଅl, ପାଇକବାହାଲ,ଜରା ଜାରିଙ୍ଗ,ଶିବତୁଳା , ନାରାୟଣପୁର, ଛକୋରମାଳ  ଗ୍ରାମପଞ୍ଚାୟତ ର ଜନସାଧାରଣ ଉପକୃତ ହୋଇ ପାରିବେ  l ତା ସହ ମେଣ୍ଡା ଅଞ୍ଚଲ ସାମଗ୍ରିକ ଭାବରେ ମଧ୍ୟ ଉପକୃତ ହେବା ସହ ଉନ୍ନତି ହୋଇପାରିବ ବୋଲି ପ୍ରତିନିଧି ମଣ୍ଡଳୀ ସୂଚନା ଦେଇଛନ୍ତି ।ରାଜା ରାଜୁଡା ଅମଳରୁ ମେଣ୍ଡା ଏକ ଗଡଜାତ,ଉନ୍ନତ ସଂସ୍କୁତି ସମ୍ପନ୍ନ ତଥା ଐତିହାସିକ ସ୍ଥାନ ରୂପେ ପରିଚିତି ରହିଛି  l ମେଣ୍ଡାଗାଁଟି ବ୍ଲକ ହେବାପାଇଁ ସମସ୍ତପ୍ରକାର ଯୋଗ୍ୟତା ଥିବା ଶହ ମେଣ୍ଡା ଅଂଚଳର ଅନେକ ଗାଁ ଜିଲ୍ଲାର ଉପାନ୍ତ ଅଞ୍ଚଳରେ ଥିବାରୁ ଠିକ ହିସାବରେ ଉନ୍ନତି ହୋଇପାରିନଥିବା ଶହ ଉପେକ୍ଷିତ ହୋଇଛି ପଡ଼ିରହିଛି l ମେଣ୍ଡା ଯଦି ବ୍ଲକରେ ପରିଣତ ହୁଏ ତାହେଲେ ସାରା ଅଂଚଳର ଉନ୍ନତି ହୋଇପାରିବ ବୋଲି ପ୍ରତିନଧି ମଣ୍ଡଳୀ ମତ ପ୍ରକାଶ କରିଛନ୍ତି l ଅଜିର ଏହି ପ୍ରତିନିଧି ମଣ୍ଡଳୀ ରେ ଭିକାରି ମେହେର, ମୁକୁନ୍ଦ ସାହୁ,ସାମ୍ବାଦିକ ନରୋତ୍ତମ ମଲ୍ଲିକ,ବିଭୁତି ଝାଙ୍କର, ଗୋପାଳ କର୍ମୀ, ଭୁବନାନନ୍ଦ ବାଦୀ, ଅଶୋକ ବିଶି, ପଦ୍ମନାଭ ମଲ୍ଲିକ, ନନ୍ଦକିଶୋର ଦଣ୍ଡସେନା, ପ୍ରବୀର ମେହେର ପ୍ରମୁଖ ଉପସ୍ଥିତ ରହି ଦାବିପତ୍ର ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026

You Might Also Like