-+91-9937148622 |

prerana_bgr@rediffmail.com |

  Tuesday 10th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁଖ୍ୟମନ୍ତ୍ରୀଙ୍କୁ ରେଳମନ୍ତ୍ରୀଙ୍କ ଚିଠି♦️ ପୋତ୍ତନୁର (କୋଏମ୍ବାଟୁର୍) ଠାରୁ ଧାନବାଦ୍‌କୁ ନୂଆ ଅମୃତ ଭାରତ ଟ୍ରେନ୍ ମଞ୍ଜୁର, ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଏହି ଟ୍ରେନ୍    (10-Mar-2026)       ||      ଦକ୍ଷିଣ ଏସିୟା ଗୋଲ ଶଟ ବଳ ଆନ୍ତର୍ଜାତୀୟ ଚାମ୍ପିୟନସିପ ଖେଳିବା ପାଇଁ ଭାରତ ଦଳ ପାଇଁ ମନୋନୀତ   (10-Mar-2026)       ||      ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   (10-Mar-2026)       ||      ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   (10-Mar-2026)       ||      ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗୀତା   (10-Mar-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (09-Mar-2026)       ||      NH-316 ମାଟିଆପଡା ROB କାର୍ଯ୍ୟ ତଦାରଖ କଲେ ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ♦️ ରଥଯାତ୍ରା ପୂର୍ବରୁ କାର୍ଯ୍ୟ ଶେଷ ଉପରେ ଗୁରୁତ୍ୱ    (09-Mar-2026)       ||      ବରପାଲି ସରସ୍ବତୀ ମହିଳା ସଂଘ ପକ୍ଷରୁ ବିଶ୍ଵ ମହିଳା ଦିବସ ପାଳିତ   (09-Mar-2026)       ||      *ଅସ୍ତିତ୍ବ ଖୋଜୁଛି ଡାବୁଗାଁର ଅଙ୍ଗୀ ନଦୀ*   (09-Mar-2026)       ||      ଜାମପାଲି ଗ୍ରାମରେ ଶୋକାକୁଲ ପରିବେଶ,ବୋଲେରୋ ଧକ୍କାରେ ଉଜୁଡ଼ିଗଲା ଗୋଟିଏ ପରିବାରର ୪ସଦସ୍ୟଙ୍କ ଜୀବନ   (09-Mar-2026)       ||      *ତରଭା ବ୍ଲକ୍‌ରେ ଜିଲ୍ଲାପାଳ ଓ ଆରକ୍ଷି ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣିି*-   (09-Mar-2026)       ||      *ସୁବର୍ଣ୍ଣ ଭାରତୀ ପରିବାର ଓ ଭାରତ ବିକାଶ ପରିଷଦ ପକ୍ଷରୁ ବିଶ୍ଵ ମହିଳା ଦିବସ ପାଳିତ*- *ଉନ୍ମୋଚନ ହେଲା ସମ୍ମାନ ସମାରୋହ ସ୍ମରଣିକା ଦିବ୍ୟତା* -   (09-Mar-2026)       ||      ତେଜସ୍ୱିନୀ ସାହିତ୍ୟ ଅନୁଷ୍ଠାନ ବଲାଙ୍ଗିରର ଚତୁର୍ଥ ବାର୍ଷିକୋତ୍ସବ    (09-Mar-2026)       ||      ନାଗରିକ ବିକାଶ ସଂଗଠନ କଳାହାଣ୍ଡି ଜିଲ୍ଲା ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ।   (09-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ଶକ୍ତି ପଦଯାତ୍ରା’ ଅନୁଷ୍ଠିତ*- *ସମାଜ ଓ ଦେଶ ର ବିକାଶ ରେ ନାରୀ ମାନଙ୍କ ଭୂମିକା ଉଲ୍ଲେଖନୀୟ*- *ଜିଲ୍ଲାପାଳ*-   (09-Mar-2026)       ||      ଜେଏସଏମ କଲେଜରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ    (09-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସରେ ଲେଣ୍ଡା ଗ୍ରାମର ସୁଲୋଚନା ମିଶ୍ର ସମ୍ବର୍ଦ୍ଧିତ   (08-Mar-2026)       ||      ଅବସରପ୍ରାପ୍ତ ଶିକ୍ଷକ ଯଜ୍ଞେଶ୍ବର ପାଣିଗ୍ରାହୀଙ୍କ ପରଲୋକ    (08-Mar-2026)       ||      ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ ଯଥାଶୀଘ୍ର କାର୍ଯ୍ୟକାରୀ କରାଯିବା ଉଚିତ    (08-Mar-2026)       ||      ଆନ୍ତର୍ଜାତିକ ମହିଳା ଦିବସ ପାଳିତ    (08-Mar-2026)       ||     

HOME   ଜିଲ୍ଲା

ଲୋଇସିଂହା କଲେଜ ରେ ବିଶ୍ୱ ପ୍ରାଥମିକ ଚିକିତ୍ସା କାର୍ଯ୍ୟକ୍ରମ ଅନୁଷ୍ଠିତ

14-Sep-2025



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ମହାବିଦ୍ୟାଳୟ ରେ ବିଶ୍ୱ ପ୍ରାଥମିକ ଚିକିତ୍ସା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀ ବିଭୁଦେନ୍ଦ ମହାନ୍ତି ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ୟୁଥ ରେଡ଼କ୍ରସ ଅଧିକାରୀ ଅଧ୍ୟାପକ କ୍ଷୀରୋଦ ପାତ୍ର ପ୍ରାଥମିକ ଚିକିତ୍ସା ଉପରେ ବକ୍ତବ୍ୟ ରଖିଥିଲେ l ସେହିପରି ବଲାଙ୍ଗୀର ଜିଲ୍ଲା ଏଡ଼ସ ନିୟନ୍ତ୍ରଣ ଶାଖା ଓ କଲେଜ ଏନଏସଏସ ପକ୍ଷରୁ ଏଡ଼ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଶ୍ରୀ ହେମନ୍ତ କୁମାର ଦାସ ଏବଂ ଅଧ୍ୟାପକ ଜଗମୋହନ ଦର୍ଜୀ ଏଡ଼ସ ସଚେତନତା ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ l ଏହି କାର୍ଯ୍ୟକ୍ରମ ରେ ପ୍ରାଧ୍ୟାପକ ସନ୍ତୋଷ କୁମାର ଦାସ, ଜଗନ୍ନାଥ ମହାପାତ୍ର, ଅଧ୍ୟାପିକା ସୁନନ୍ଦା ମହାପାତ୍ର ଙ୍କ ସମେତ ବହୁ ମାତ୍ରାରେ ଛାତ୍ରଛାତ୍ରୀ ଉକ୍ତ କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କୁ ରେଳମନ୍ତ୍ରୀଙ୍କ ଚିଠି♦️ ପୋତ୍ତନୁର (କୋଏମ୍ବାଟୁର୍) ଠାରୁ ଧାନବାଦ୍‌କୁ ନୂଆ ଅମୃତ ଭାରତ ଟ୍ରେନ୍ ମଞ୍ଜୁର, ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଏହି ଟ୍ରେନ୍   10-Mar-2026
  ଜିଲ୍ଲା  
ଦକ୍ଷିଣ ଏସିୟା ଗୋଲ ଶଟ ବଳ ଆନ୍ତର୍ଜାତୀୟ ଚାମ୍ପିୟନସିପ ଖେଳିବା ପାଇଁ ଭାରତ ଦଳ ପାଇଁ ମନୋନୀତ   10-Mar-2026
  ରାଜ୍ୟ  
ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   10-Mar-2026
  ରାଜ୍ୟ  
ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   10-Mar-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗୀତା   10-Mar-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   09-Mar-2026
  ଜିଲ୍ଲା  
NH-316 ମାଟିଆପଡା ROB କାର୍ଯ୍ୟ ତଦାରଖ କଲେ ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ♦️ ରଥଯାତ୍ରା ପୂର୍ବରୁ କାର୍ଯ୍ୟ ଶେଷ ଉପରେ ଗୁରୁତ୍ୱ   09-Mar-2026
  ଜିଲ୍ଲା  
ବରପାଲି ସରସ୍ବତୀ ମହିଳା ସଂଘ ପକ୍ଷରୁ ବିଶ୍ଵ ମହିଳା ଦିବସ ପାଳିତ   09-Mar-2026
  ଜିଲ୍ଲା  
*ଅସ୍ତିତ୍ବ ଖୋଜୁଛି ଡାବୁଗାଁର ଅଙ୍ଗୀ ନଦୀ*   09-Mar-2026
  ଜିଲ୍ଲା  
ଜାମପାଲି ଗ୍ରାମରେ ଶୋକାକୁଲ ପରିବେଶ,ବୋଲେରୋ ଧକ୍କାରେ ଉଜୁଡ଼ିଗଲା ଗୋଟିଏ ପରିବାରର ୪ସଦସ୍ୟଙ୍କ ଜୀବନ   09-Mar-2026
  ଜିଲ୍ଲା  
*ତରଭା ବ୍ଲକ୍‌ରେ ଜିଲ୍ଲାପାଳ ଓ ଆରକ୍ଷି ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣିି*-   09-Mar-2026
  ଜିଲ୍ଲା  
*ସୁବର୍ଣ୍ଣ ଭାରତୀ ପରିବାର ଓ ଭାରତ ବିକାଶ ପରିଷଦ ପକ୍ଷରୁ ବିଶ୍ଵ ମହିଳା ଦିବସ ପାଳିତ*- *ଉନ୍ମୋଚନ ହେଲା ସମ୍ମାନ ସମାରୋହ ସ୍ମରଣିକା ଦିବ୍ୟତା* -   09-Mar-2026

You Might Also Like