-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଚଟୁଅନକା ପଂଚାୟତରେ ଆବାସ ଦୁର୍ନୀତି; ହିତାଧିକାରୀଙ୍କ ଟଙ୍କା ହଡ଼ପ କରିଛନ୍ତି ପକ୍ସି ନାଏବ ସରପଞ୍ଚ

14-Sep-2025



କଂଟାବାଞ୍ଜି(ମୋହନ ସୁନା): ବଲାଙ୍ଗୀ ଜିଲ୍ଲା ତୁରେକେଲା ବ୍ଲକରେ ଅନେକ ପଂଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଘର ଯୋଜନା ବାଟମାରଣା ହୋଇଛି । ଘର ନାହିଁ ହେଲେ ଘର ବାବଦକୁ ଟଙ୍କା ଉଠାଇ ଜିଓ ଟ୍ୟାଗିଙ୍ଗ୍ କରୁଥିବା କର୍ମଚାରୀ ଓ କିଛି ବ୍ଲକ ପ୍ରଶାସନ ମିଶି ଟଙ୍କା ହଡପ୍ କରୁଥିବା ତଥ୍ୟା ସାମ୍ନାକୁ ଆସିଛି । ବ୍ଲକ ଅନ୍ତର୍ଗତ ଚଟୁଅନକା ପଂଚାୟତରେ ଏଭଲି ଘଟଣା ଗତବର୍ଷ ୨୦୨୪ ମସିହାରେ ଆବାସ ଘର ପାଇଁ ଦୁର୍ନୀତି ହୋଇଥିଲା । ଏଥିରେ ଜନଶୁଣାଣି ଶିବିରରେ ତାରିଣୀ ୟୁଥ କ୍ଲବ ଚଟୁଅନକାର ସଦସ୍ୟ ମାନେ ଅଭିଯୋଗ ମଧ୍ୟ ଆଣିଥିଲେ । ଆବାସ ଘର ଦୁର୍ନିତିରେ ଲିପ୍ତ ଥିବା ଜିଓଟ୍ୟାଗ ହେମନ୍ତ ଦାସକୁ ବ୍ଲକ ପ୍ରଶାସନ ବହିଷ୍କୃତ ମଧ୍ୟ କରିଥିଲା । ତେବେ ଏଥିରେ ସଂପୃକ୍ତ ଥିବା ନାଏବ ସରପଂଚଙ୍କ ସ୍ୱାମୀ ଦେବରାଜ ରଣାଙ୍କୁ ଏବେ ମଧ୍ୟ କୌଣସି କାର୍ଯ୍ୟନୁଷ୍ଠାନ ନିଆଯାଇ ନାହିଁ । ସୁଚନା ଥାଉ କି ଗାଁରେ ତିଆରି ହୋଇଥିବା ପ୍ରଧାନମନ୍ତ୍ରୀ ଆବାସ ଘର ତିଆରି କରିବା ଏବଂ ବିଭିନ୍ନ ସମୟରେ ଟଙ୍କା ପାଇବା ନାଁ ରେ ହିତାଧିକାରୀଙ୍କ ଠାରୁ ନାଏବ ସରପଂଚଙ୍କ ସ୍ୱାମୀ ଦେବରାଜ ହିତାଧିକାରୀଙ୍କ ଠାରୁ ମୋଟାଙ୍କ ଟଙ୍କା ହଡପ୍ କରିଛନ୍ତି । ଏଥିର ଏକ କଲ୍ ରେକର୍ଡି ମଧ୍ୟ ଭାଇରାଲ୍ ହେଉଥିବା ଜଣାପଡିଛି । ଲକ୍ଷ ଲକ୍ଷ ଟଙ୍କା ନିରିହ ହିତାଧିକାରୀଙ୍କ ଠାରୁ ଗିଲି ଦେଇଥିବା ବଡ ଚର୍ଚ୍ଚା । ଏହାକୁ ନେଇ ବ୍ଲକ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟନୁଷ୍ଟାନ ନିଆଯାଇ ନଥିବା ଏବେ ସରପଂଚ ଜ୍ଞାନରଂଜନ ତାଣ୍ଡି କହୁଛନ୍ତି । ଶ୍ରୀ ତାଣ୍ଡିଙ୍କ ନିଜ ପଂଚାୟତରେ ଏଭଳି ଆବାସ ଦୁର୍ନୀତିକୁ ସହଜ ରେ ଛାଡି ଦିଆଯିବ ନାହିଁ ବୋଲି କହିବା ସହ ଏବେ ଗାଁର ଏଭଲି ୩୨ ଜଣ ହିତାଧିକାରୀଙ୍କ ଠାରୁ ଏମାନେ ଅର୍ଥ ଲୁଟ କରି ଥିବା ଘଟଣା କୁ ପ୍ରକାଶ କରି ଏଥିରେ ସଂପୃକ୍ତ ଥିବା ସମସ୍ତଙ୍କୁ ପ୍ରଶାସନ ପକ୍ଷରୁ କାର୍ଯ୍ୟନୁଷ୍ଠାନ ନିଆଯାଉ ବୋଲି କହିଛନ୍ତି । ଏହାକୁ ନେଇ ବ୍ଲକର ବିଡିଓ ପୁର୍ଣ୍ଣାନନ୍ଦ ପୁଟେଲଙ୍କ ଫୋନ ଉଠାଇ ନଥିବାରୁ କୌଣସି ପ୍ରତିକ୍ରିୟା ମିଳିନାହିଁ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like