-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବିନିକା ଅଞ୍ଚଳରେ ମଦ କାରବାର ବୃଦ୍ଧି,ବିଷାକ୍ତ ମଦପିଇ ରଘୁର ମୃତ୍ୟୁ

14-Sep-2025



ବିନିକା(ହିମାଂଶୁ ଶେଖର ପୁଟେଲ)ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ମହଦେବପାଳି ଫାଣ୍ଡି ତୁଲୁଣ୍ଡୁପାଲି ଗ୍ରାମରେ ଜଣେ ବ୍ୟକ୍ତି ବିଷାକ୍ତ ମଦ ପିଇ ମୃତ୍ୟୁ ହୋଇଥିବା ବିନିକା ଥାନାରେ ଅଭିଯୋଗ କରିଛନ୍ତି ପରିବାର ଲୋକେ ।l ମୃତ ବ୍ୟକ୍ତି ଜଣକ ହେଉଛନ୍ତି ବିନିକା ବ୍ଲକ ଅନ୍ତର୍ଗତ ତୁଲୁଣ୍ଡୁପାଲି ଗ୍ରାମର ରଘୁ ଭୋଇ(୪୩) ବୋଳି ଜଣାପଡିଛି  l  ଆଜି ପୁଅଜିଉନ୍ତିଆ ପାଇଁ ରଘୁ ଦୁବଘାସ ତୋଳିବାକୁ ଯାଇଥିଲେ ହେଲେ ବହୁ ସମୟ ଧରି ସେ ନ ଆସିବାରୁ ତାଙ୍କ ପରିବାର ଲୋକେ ଖୋଜି ଯାଇ ତାଙ୍କୁ ପୋଖରୀ ହୁଡାରେ ପଡ଼ିଥିବା ଦେଖିଥିଲେ। ତୁରନ୍ତ ତାଙ୍କୁ ବିନିକା ଡାକ୍ତରଖାନା କୁ ଆଣି ଚିକିତ୍ସା କରିଥିଲେ ।ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରିବାର ଲୋକେ ଏହା ବିଷାକ୍ତ ମଦମୃତ୍ୟ ବୋଲି ଅଭିଯୋଗ କରିଛନ୍ତି। ଆଜି ସନ୍ଧ୍ୟା ହୋଇ ଯିବାରୁ ଆସନ୍ତାକାଲି ମୃତ ଦେହର ଶବ ବ୍ୟବଚ୍ଛେଦ କରାଯିବ l ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ କେଉଁ କାରଣରୁ ମୃତ୍ୟୁ ହୋଇଥିବା ତାହା ଜଣାପଡ଼ିବ ବୋଲି ପୋଲିସ ପାଖରୁ ସୁଚନା ମିଳିଛି l ଗ୍ରାମରେ ବେଆଇନ ଭାବରେ ମଦ ବିକ୍ରୀ ହେଉଥିବାରୁ ଆଜି ଜଣେ ବ୍ୟକ୍ତିର ଜିବନ ଯାଇଛି ବୋଲି ସାଧାରଣରେ ଚର୍ଚ୍ଚା ଜୋର ଧରିଛି। ଅନ୍ୟ ପକ୍ଷରେ ଏହି ଶୀର୍ଷ କାତର ଘଟଣା ସମ୍ପର୍କରେ ଜାଣିବା ନେଇ ଅବକାରୀ ବିଭାଗ ଇନ୍ସପେକ୍ଟର ରାମଚନ୍ଦ୍ର ପଟ୍ଟନାୟକଙ୍କ ମୋବାଇଲ ଫୋନ କୁ ଯୋଗାଯୋଗ କରାଯାଇଥିଲେ ହେଁ ରିଙ୍ଗ ହୋଇଥିଲା ହେଲେ ସେ ଫୋନ ଉଠାଇ ନଥିଲେ।ବର୍ତ୍ତମାନ ସାରା ବିନିକା ଅଞ୍ଚଳରେ ମଦ ବ୍ୟାପକ କାରବାର ବୃଦ୍ଧି ପାଇଛି। ଝିନ୍ତିକା ମାରି ବନି ପୋଷିବା ରୀତିରେ ଅବକାରୀ ବିଭାଗ ପେଟ ପୋଷୁଥିବା କେତେକ ମଦ ଖୁଚୁରା ବ୍ୟବସାୟୀଙ୍କୁ ଗିରଫ କରି ବାଃ ବାଃ ନେଉଛି ।ପ୍ରକୃତ ମଦ ବ୍ୟବସାୟୀ ଙ୍କୁ ଘଣ୍ଟ ଘୋଡାଇ ତାଙ୍କ ମୋଟା ଅଙ୍କର ପାଉଣା ନେଇ ଛାଡ଼ି ଦେଉଥିବା ଅଭିଯୋଗ ହେଉଛି ।ଗାଁ ଗାଁ ରେ ମଦ କାରବାର ବଡ଼ି ଚାଲିଛି।ଲୋକ ଦେଖାନିଆ ଭାବେ ଅବକାରୀ ବିଭାଗ ରେଡ କରୁଛି । ମଦ ବନ୍ଦ ନେଇ ବିଭିନ୍ନ ସମୟରେ ସ୍ଵୟଂ ସହାୟକ ଗୋଷ୍ଠୀ ସଦସ୍ୟା ହେଉ ଅବା ଗ୍ରାମବାସୀ ଙ୍କ ତରଫରୁ ପ୍ରଶାସନିକ ସ୍ତରରେ ଦାବୀ ହେଉଛି।ଏନେଇ ପ୍ରଶାସନିକ ସ୍ତର ଲୋକଙ୍କ ଅସନ୍ତୋଷ କୁ ଶାନ୍ତ କରିବା ନେଇ କିଛି ଦିନ ଅଭିଯୋଗ ହୋଇଥିବା ଇଲାକାରେ ମଦ କାରବାର ବନ୍ଦ ରଖୁଛି ସତ ହେଲେ ପୁଣି ଯେଶା କୁ ତେସା ରୀତିରେ ମଦ ବିକ୍ରି ଖୁଲମଖୁଲା ଚାଲୁଛି ।ଏକ ବିରାଟ ଆନ୍ଦୋଳନ ପୂର୍ବରୁ  ବେଆଇନ ମଦ ବିକ୍ରି ବନ୍ଦ କରିବା ଦିଗରେ ପ୍ରଶାସନ କଡା ପଦକ୍ଷେପ ନେବାକୁ ଅଞ୍ଚଳର ଜନସାଧାରଣରେ ଦାବି ହେଉଛି ।ମୃତ୍ୟୁ ବରଣ କରିଥିବା ରଘୁର ପତ୍ନୀ ସହ ଦୁଇଟି ପୁଅ ଝିଅ ଅଛନ୍ତି। ସେ ଅତ୍ୟନ୍ତ ଗରିବ ହୋଇଥିବାରୁ ତାଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବୀ ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like