-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

"ହିନ୍ଦୀ ଭାଷା ଆମ ଦେଶର ସଂସ୍କୃତି ଓ ସଂସ୍କାରର ପ୍ରତିବିମ୍ବ "

14-Sep-2025



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ସରକାରୀ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ହିନ୍ଦୀ ଦିବସ ପାଳିତ ହୋଇ ଯାଇଛି। ହିନ୍ଦୀ ଶିକ୍ଷକ ସଂଘର ସଭାପତି ସୁଶାନ୍ତ ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶି ମୁଖ୍ୟ ଅତିଥି ଭାବେ ଯୋଗଦେଇ ହିନ୍ଦୀ ଦିବସର ମହତ୍ତ୍ଵ ବିଷୟରେ ନିଜ ବକ୍ତବ୍ୟ ରଖିବା ସହ ହିନ୍ଦୀ ଆମ ସଂସ୍କୃତିର ଜୀବନଧାରା ବୋଲି କହିଥିଲେ। ମୁଖ୍ୟ ବକ୍ତା ଭାବେ ବଲାଙ୍ଗୀର ବ୍ଲକ ଶିକ୍ଷା ଅଧିକାରୀ ଦିଲୀପ ଯୋଶୀ

ନିଜ ବକ୍ତବ୍ୟରେ ଭାଷା ହେଉଛି ଏକ ସମାଜର ଆତ୍ମା। ଭାଷା ବିନା ମାନବ ଜୀବନର କୌଣସି ଅର୍ଥ ନାହିଁ। ପ୍ରତ୍ୟେକ ସମୁଦାୟ ନିଜର ଭାଷାକୁ ନିଜର ଗର୍ବ, ପରିଚୟ ଏବଂ ସାଂସ୍କୃତିକ ଉତ୍ତରାଧିକାରୀ ଭାବରେ ଦେଖିଥାଏ ବୋଲି କହିବା ସହ ହିନ୍ଦୀ ଭାଷା ଆମ ଦେଶର ସଂସ୍କୃତି ଓ ସଂସ୍କାରର ପ୍ରତିବିମ୍ବ ଅଟେ ବୋଲି କହିଥିଲେ।ଏହି ସଭାରେ ନିମନ୍ତ୍ରିତ ଅତିଥି ଭାବେ ସାମାଜିକ କର୍ମୀ ଗୋପାଳଜୀ ପାଣିଗ୍ରାହୀ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସେବାଶ୍ରୀ ଭୋଇ,ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ପ୍ରଦୀପ୍ତ ପାତ୍ର, ଜିଲ୍ଲା ବିଜ୍ଞାନ ତତ୍ଵାବଧାରକ ନବଘନ ସାହୁ, ପ୍ରଧାନ ଶିକ୍ଷକ ନୀଳମଣି ପଟେଲ, ନରେନ୍ଦ୍ର ମିଶ୍ର, ଶିକ୍ଷାବିତ ମନୋରଞ୍ଜନ ସାହୁ ପ୍ରମୁଖ ଯୋଗଦେଇ ହିନ୍ଦୀ ଓ ହିନ୍ଦୀ ଦିବସର ମହତ୍ତ୍ୱ ବିଷୟରେ ନିଜ ବକ୍ତବ୍ୟ ରଖିଥିଲେ।ସମ୍ପାଦକୀୟ ବିବରଣୀ ଜଗଦୀଶ ନାଗ ପଠନ କରିଥିବା ବେଳେ କାର୍ଯ୍ୟକ୍ରମ ର ସଂଯୋଜନା ଅଶ୍ୱିନୀ ଷଡ଼ଙ୍ଗୀ ଓ ଧନ୍ୟବାଦ ଦେଇଥିଲେ ବରିଷ୍ଠ ହିନ୍ଦୀ ଶିକ୍ଷକ କୃଷ୍ଣ ଚନ୍ଦ୍ର ବାଗ।ଏହି ହିନ୍ଦୀ ଦିବସ ପାଳନ ଅବସରରେ ଗତ ମାଟ୍ରିକ ପରୀକ୍ଷାରେ ତୃତୀୟ ଭାଷା ହିନ୍ଦୀ ବିଷୟରେ ୯୫ ପ୍ରତିଶତ ରୁ ଉର୍ଦ୍ଧ୍ୱ ମାର୍କ ରଖିଥିବା ଜିଲ୍ଲା ର ଶତାଧିକ ଛାତ୍ରଛାତ୍ରୀ ଙ୍କୁ

ମାନପତ୍ର,ଉପଢୌକନ,ପୁଷ୍ପଗୁଚ୍ଛ ସହ କିଛି ଶିକ୍ଷଣୀୟ ପୁସ୍ତକ ପ୍ରଦାନ କରାଯାଇଥିଲା। ଚଳିତ ବର୍ଷ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଥିବା ହିନ୍ଦୀ ଶିକ୍ଷକ ଭକ୍ତ ନାଏକ ଓ ଅମିତ ବାଗ ଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା।ସଭା ପରେ ସ୍ଥାନୀୟ ବିଦ୍ୟାଳୟର ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।ଏହି କାର୍ଯ୍ୟକ୍ରମରେ ହିନ୍ଦୀ ଶିକ୍ଷକ ସଂଘର କର୍ମକର୍ତ୍ତା, ୧୪ଗୋଟି ବ୍ଲକର ଦାୟିତ୍ୱରେ ଥିବା ହିନ୍ଦୀ ଶିକ୍ଷକ ଶିକ୍ଷୟତ୍ରୀ, ସ୍ଥାନୀୟ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ତଥା ଶିକ୍ଷା କର୍ମଚାରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like