-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||     

HOME   ଜିଲ୍ଲା

ବିଧାୟକଙ୍କ ବୈଦୁପାଲି ଗସ୍ତ ଓ ମନ୍ଦିର ପରିଦର୍ଶନ

14-Sep-2025



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର): ସୋନପୁର ଲୋକପ୍ରିୟ ବିଧାୟକ ନିରଞ୍ଜନ ପୁଜାରୀ ଆଜି ବୈଦୁପାଲି ପଂଚାୟତର ବୈଦୁପାଲି ଗ୍ରାମକୁ ଗସ୍ତ କରିଥିଲେ । ଗ୍ରାମରେ ପହଂଚିବା ପରେ ସରପଂଚ ମୀନତି ସାଙ୍କ ତତ୍ତ୍ୱାବଧାନରେ ଗ୍ରାମ ପରିଭ୍ରମଣ କରାଯାଇଥିଲା । ଗ୍ରାମର ପ୍ରତ୍ୟେକ ଘର ସ ସମ୍ମୁଖରେ ପୂର୍ଣ କଳସ ସ୍ଥାପନ ପୂର୍ବକ ବିଧାୟକଙ୍କୁ ସ୍ବାଗତ କରାଯାଇଥିଲା । ପରିଭ୍ରମଣ ପରେ ବିଧାୟକ ଶ୍ରୀପୁଜାରୀ ନୂତନ ନିର୍ମିତ ଜଗନ୍ନାଥ ମନ୍ଦିର ପରିଦର୍ଶନ କରି ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ । ମନ୍ଦିର ସମ୍ମୁଖରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥୁଲ । ଗ୍ରାମର ସର୍ବାଙ୍ଗୀନ ଉନ୍ନତି ଦିଗରେ ସେ ସବୁବେଳେ ବୈଦୁପାଲି ଗ୍ରାମବାସୀଙ୍କ ସହିତ ରହିଥିବା ପ୍ରକାଶ କରିଥିଲେ । ଫେବୃୟାରୀ ମାସରେ ମନ୍ଦିର ପ୍ରତିଷ୍ଠା ସମୟରେ ସେ ସରକାରୀ ଗସ୍ତରେ ଦିଲ୍ଲୀରେ ଥିବାରୁ ଯୋଗ ଦେଇ ପାରିନଥିବାରୁ ଦୁଃଖ ପ୍ରକାଶ କରିଥିଲେ । ଆଗାମୀ ଦିନରେ ଗ୍ରାମର ବିଭିନ୍ନ କାର୍ଯ୍ୟକ୍ରମରେ ସେ ଆଗଭଳି ଉପସ୍ଥିତ ରହି ସହ ଯୋଗ କରିବେ ବୋଲି ପ୍ରତିଶୃତି ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ସୁବର୍ଣ୍ଣପୁର ଜିଲ୍ଲା ପୁର୍ବତନ ଜିଲ୍ଲାପରିଷଦ ଅଧକ୍ଷ ହିମାଂଶୁ ଶେଖର ବିଶ୍ଵାଳ, ସମିତି ସଭ୍ୟା ପ୍ରତିନିଧୁ ବଦ୍ରୀନାରାୟଣ ପାଣ୍ଡିଆ, ପ୍ରଶନ୍ନ  ନାୟକ, ସୁରେନ୍ଦ୍ର ଖମାରୀ, ଡୁଙ୍ଗୁରିପାଲି ବ୍ଲକ ସାମ୍ବାଦିକ ସଂଘ ସଭାପତି ଅରବିନ୍ଦ ମିଶ୍ର, ମଞ୍ଚା ସୀନ ଥିଲେ । ଜୟରାମ ବାରିକ କାଯ୍ୟକମ ସଂଯୋ ଜନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   02-May-2026
  ରାଜ୍ୟ  
ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   02-May-2026
  ଜିଲ୍ଲା  
ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   02-May-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ   02-May-2026
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026
  ଜିଲ୍ଲା  
ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି   01-May-2026

You Might Also Like