-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଦେଶ ବିଦେଶ

ଓଡ଼ିଶା ଓ କଳାହାଣ୍ଡିକୁ ନୂଆ ପରିଚୟ ଦେଇଛି ‘ବଜାସାଲ’ ଲୋକନୃତ୍ୟ – ଧର୍ମେନ୍ଦ୍ର ପ୍ରଧାନ

28-Jan-2021



ନୂଆଦିଲ୍ଲୀ/ଭୁବନେଶ୍ୱର, (ସଂଜୀବ ଦାସ) :ଜାନୁଆରୀ ୨୮ :  ଗଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀର ରାଜପଥରେ ଓଡ଼ିଶା କଳାହାଣ୍ଡି ଜିଲ୍ଲାର ଗୌରବମୟ ଲୋକନୃତ୍ୟ ‘ବଜାସାଲ’ ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇଥିବା ସାଂସ୍କୃତିକ ଅନୁଷ୍ଠାନ ‘ପ୍ରତିଭା’ର କଳାକାରଙ୍କୁ ବୁଧବାର ନୂଆଦିଲ୍ଲୀରେ ଭେଟି ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଓଡ଼ିଶାର ସ୍ୱର୍ଣ୍ଣିମ ଐତିହ୍ୟ, ପରମ୍ପରା ଓ ସଂସ୍କୃତି ଭରା ଲୋକନୃତ୍ୟ ରାଜପଥରେ ପ୍ରଦର୍ଶନ କରି ଏହି ପ୍ରତିଭାବାନ କଳାକାରମାନେ ବିଶ୍ୱ ଦରବାରରେ ଓଡ଼ିଶାକୁ ଗୌରବାନ୍ୱିତ କରିଥିବା ଶ୍ରୀ ପ୍ରଧାନ ଏହି ଅବସରରେ କହିଛନ୍ତି ।  

ଶ୍ରୀ ପ୍ରଧାନ କହିଛନ୍ତି ଯେ କଳାହାଣ୍ଡି ସଂସ୍କୃତି ସମ୍ପନ୍ନ ଜିଲ୍ଲା । କଳାହାଣ୍ଡିରେ ଅନେକ ପ୍ରତିଭା, କ୍ଷମତାସମ୍ପନ୍ନ ଲୋକମାନେ ଅଛନ୍ତି । ‘ବଜାସାଲ’ ଆମ ରାଜ୍ୟ ଓଡ଼ିଶା ଓ କଳାହାଣ୍ଡି ପାଇଁ ଏକ ନୂଆ ପରିଚୟ ସୃଷ୍ଟି କରିଛି । ଆଗକୁ ସଂସ୍କୃତିସମ୍ପନ୍ନ କଳାହାଣ୍ଡି ଜିଲ୍ଲାର ଏହି କଳାକାରମାନେ ବିଦେଶରେ ନାଁ କରନ୍ତୁ । ବଜାସାଲ ନୃତ୍ୟ ପାରମ୍ପରିକ ପୋଷାକର କୌଣସି ତୁଳନା ନାହିଁ । ଏହି ନୃତ୍ୟରେ ଅନେକ ବାର୍ତା ରହିଛି ବୋଲି ସେ କହିଛନ୍ତି ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like