-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ସିଦ୍ଧାର୍ଥ ଡିଗ୍ରୀ କଲେଜରେ ବିଶ୍ବ ପ୍ରାଥମିକ ଉପଚାର ଦିବସ ପାଳିତ 

15-Sep-2025



ବିନିକା(ହିମାଂଶୁ ଶେଖର ପୁଟେଲ): ବିନିକା ସ୍ଥିତ ସିଦ୍ଧାର୍ଥ ଡିଗ୍ରୀ ମହାବିଦ୍ୟାଳୟ ୟୁବ ରେଡକ୍ରସ ଆନୁକୂଲ୍ୟରେ ବିଶ୍ବ ପ୍ରାଥମିକ ଉପଚାର ଦିବସ ପାଳିତ ହୋଇଯାଇଛି।ମହାବିଦ୍ୟାଳୟ ଅଧ୍ୟକ୍ଷ ଡଃ ଧୀରେନ୍ଦ୍ର କୁମାର ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ବାଣୀ ପ୍ରସାଦ ବିଶ୍ଵାଳ,ସ୍ୱାସ୍ଥ୍ୟ ପ୍ରଶିକ୍ଷକ ବୈରାଗୀ ପଧାନ ଅତିଥି ଭାବେ ଯୋଗ ଦେଇ ଶାରୀରିକ ଦକ୍ଷତା ଉପରେ ସୂଚନା ଦେଇଥିଲେ । ସୁବର୍ଣ୍ଣପୁର ଜିଲ୍ଲା ଯୁବ ରେଡକ୍ରସ୍ ସଂଯୋଜକ ତଥା ଅର୍ଥନୀତି  ଅଧ୍ୟାପକ ବିଶ୍ଵନାଥ ମିଶ୍ର ଯୋଗଦେଇ ଯୁବ ରେଡ୍‌କ୍ରସ୍ ସ୍ବେଚ୍ଛାସେବୀ ଓ ଛାତ୍ରଛାତ୍ରୀ ମାନଙ୍କୁ ଦୁର୍ଘଟଣାସ୍ଥଳରେ ଆହତମାନଙ୍କୁ ଆବଶ୍ୟକ ପ୍ରାଥମିକ ଉପଚାର ଦେବା ସହ କିପରି ନିରାପଦରେ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯିବ ସେ ଉପରେ ଆଲୋକପାତ କରିଥିଲେ l ଶେଷରେ ଅଧ୍ୟାପକ ଭାଗବାନ ସାହୁ ଧନ୍ୟବାଦ ଅର୍ପଣ କରି ଥିଲେ। ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ,ଅଧ୍ୟାପିକା, କର୍ମଚାରୀ ଓ ସମସ୍ତ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like