-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଜୟ ଜଗନ୍ନାଥ ସ୍ପୋର୍ଟସ କ୍ଲବ ର ବୈଠକ

15-Sep-2025



ବୀରମହାରାଜପୁର,(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଲୁତୁରପଙ୍କ ଜୟ ଜଗନ୍ନାଥ ସ୍ପୋର୍ଟସ କ୍ଲବର ଏକ ବୈଠକ ସ୍ଥାନୀୟ ହାଇସ୍କୁଲ ଖେଳ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି। ସ୍ପୋର୍ଟସ କ୍ଲବର ସଭାପତି ସୁଶିଲ କୁମାର ପ୍ରଧାନ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ବୈଠକରେ ସ୍ଥାନୀୟ ସରପଞ୍ଚ ସୂର୍ଯ୍ୟ କୁମାର ନନ୍ଦ ଯୋଗଦେଇ ଥିଲେ। ସ୍ପୋର୍ଟସ କ୍ଳବ୍ ର ସମ୍ପାଦକ ମାଧବ ମହାକୁର ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ପୂର୍ବତନ ସଭାପତି ସୁଧୀର ପ୍ରଧାନ,ପୂର୍ବତନ ସମ୍ପାଦକ ଶଶାଙ୍କ ପ୍ରଧାନ,ବରିଷ୍ଠ ସଭ୍ୟ ସନାତନ ମହାକୁର, ଉପସଭାପତି ଟୁଟୁ ମହାକୁର ପ୍ରମୁଖ ସ୍ପୋର୍ଟସ କ୍ଲବ ର ବିଭିନ୍ନ ପ୍ରସଙ୍ଗ ରେ ଆଲୋଚନା କରିଥିଲେ। ଆସନ୍ତା ବୁଧୁବାର ଦିନ ଏକ ପେଡ ମା ' କେ ନାମ କାର୍ଯ୍ୟକ୍ରମ ଆୟୋଜନ କରାଯିବା ସହିତ ଖେଳ ପଡିଆ ଚାରିପଟେ ବିଭିନ୍ନ ପ୍ରକାର ର ପ୍ରାୟ ପାଞ୍ଚ ଶହ ରୁ ଅଧିକ ବୃକ୍ଷ ରୋପଣ କରାଯିବାକୁ ସ୍ଥିରୀକୃତ ହୋଇଛି। ଏଇ ଦିନ କ୍ଲବର ସମସ୍ତ ସଦସ୍ୟ ଉପସ୍ଥିତ ରହିବାକୁ କୁହାଯାଇଛି। ଏହି ବୈଠକ ରେ ଆଗାମୀ ଡିସେମ୍ବର ୨୨ରୁ ୨୯ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ୨୯ ତମ ସର୍ବ ଭାରତୀୟ ଜୟ ଜଗନ୍ନାଥ ଲୁତୁରପଙ୍କ କ୍ରିକେଟ କପ ର ଆୟୋଜନ ବିଷୟରେ ଆଲୋଚନା ହୋଇଥିଲା। ଉକ୍ତ କ୍ରିକେଟ କପ ରେ କେଉଁ କେଉଁ ଟିମ୍ ଅଂଶ ଗ୍ରହଣ କରିବେ ଏବଂ ଏହାକୁ ଚଳିତ ବର୍ଷ କିଭଳି ଆୟୋଜନ ସୁଚାରୁ ଭାବେ କରାଯିବ ସେ ନେଇ ଆଲୋଚନା କରାଯାଇଥିଲା। ସରପଞ୍ଚ ସୂର୍ଯ୍ୟ କୁମାର ନନ୍ଦ କ୍ରିକେଟ କପ କୁ ଚଳିତ ବର୍ଷ ପୂର୍ବ ବର୍ଷ ଅପେକ୍ଷା ଆହୁରି ଉନ୍ନତି ଧରଣର କରାଯିବ ବୋଲି ମତବ୍ୟକ୍ତ କରିବା ସହିତ ତାଙ୍କର ସବୁ ପ୍ରକାର ସହଯୋଗ ରହିବ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ରାଧା ଗୋବିନ୍ଦ ବେହେରା,ପ୍ରମୋଦ ବେଦୋକ୍ତା,ସୁନିଲ ପ୍ରଧାନ,ରାକେଶ ପ୍ରଧାନ ପ୍ରମୁଖ ଯୋଗଦେଇ ନିଜ ନିଜ ମତାମତ ପ୍ରଦାନ କରିଥିଲେ। ଶେଷରେ ସ୍ପୋର୍ଟସ କ୍ଲବ ର ସହ ସମ୍ପାଦକ ଆଶିଷ ମେହେର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like