-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ବିଫୁଳ ପରିମାଣର ହାତ ରନ୍ଧା ଦେଶିମଦ ଜବତ ସହ ଦୁଇଜଣ ଗିରଫ

15-Sep-2025



ସିନାପାଲି(ପରମେଶ୍ୱର ମେହେର) ଗତକାଲି  ସିନାପାଲି ଅବକାରୀ ଥାନା ଅଧୀନସ୍ଥ ରାଣ୍ଡିମୁଣ୍ଡା ପଞ୍ଚାୟତ ନାଏକପଡା ଓ ମାଝି ପଡାରେ ସିନାପାଲି ଅବକାରୀ ଥାନା ଅଧିକାରୀ ସିଦ୍ଧାନ୍ତ ପାତ୍ର ଙ୍କ ନେତୃତ୍ବରେ ସ୍ୱତନ୍ତ୍ର ସିନାପାଲି ପୋଲିସ ଓ ନୂଆପଡା ଜିଲ୍ଲା ଅବକାରୀଙ୍କ ମିଳିତ ଆନୁକୂଲ୍ୟରେ ଚଢାଉ କରି ହାତ ରନ୍ଧା ଦେଶି ମଦ ଜବତ କରିବା ସହ ଏହି ବେଆଇନ ମଦ କାରବାର ରେ ସମ୍ପୃକ୍ତ ଦୁଇଜଣ ଅଭିଯୁକ୍ତ ଙ୍କୁ ଗିରଫ କରାଯାଇଥିବା ଜଣାପଡିଛି । ଗିରଫ ଅଭିଯୁକ୍ତ ହେଲେ ନାଏକପଡାର ପବନ ମାଝି ଓ ମାଝିପଡାର ଶିବରାମ ମାଝି । ସୂଚନା ଅନୁସାରେ ନାଏକପଡା ଓ ମାଝିପଡା ଠାରେ ବେଆଇନ ଭାବେ ହାତରନ୍ଧା ଦେଶି ମଦ ରନ୍ଧା ଚାଲିଥିବା ଅବକାରୀ ବିଭାଗ ଯାଣିବାକୁ ପାଇଥିଲା । ସେଠୁ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରି ଅତିରିକ୍ତ ତହସିଲଦାର ସୁପରଭିଜନ ଅଫ୍ ଏକ୍ସକ୍ୟୁଟିଭ୍ ମାଜିଷ୍ଟ୍ରେଟ୍ ମନୋରଞ୍ଜନ କେରକେଟାଙ୍କ ଉପସ୍ଥିତି ରେ ଚଢାଉ କରାଗଲା। ଉଭୟ ଅଭିଯୁକ୍ତ ଙ୍କ ଠାରୁ ମୋଟ ୨୫ ଲିଟର ଦେଶି ମଦ ଜବତ କରିବା ସହ ଏହି ମଦ ତିଆରି ରେ ବ୍ୟବହୃତ ବ୍ୟବହୃତ ବିଭିନ୍ନ ସାମଗ୍ରୀ କୁ ଅବକାରୀ ବିଭାଗ ଜବତ କରିଥିଲା । ଅଭିଯୁକ୍ତ ମାନଙ୍କ ନାମରେ ଦୁଇ ଗୋଟି କେସ୍ ଅବକାରୀ ଥାନାରେ ରୁଜୁକରି କୋର୍ଟ ଚାଲାଣ କରାଗଲା । ସେହି ପରି ରାଣ୍ଡି ମୁଣ୍ଡା ଫରେଷ୍ଟ ଏରିଆରୁ ୪୦ ଲିଟର ଓ ଖଇରପଦର ଫରେଷ୍ଟ ଏରିଆରୁ ୯୦ ଲିଟର ହାତ ରନ୍ଧା ଜବତ କରିଛନ୍ତି। ଅବକାରୀ ବିଭାଗ ର ଏହି ସ୍ୱତନ୍ତ୍ର ଟିମ୍ ରେ ଗଠିତ ଥୂବା ବିଭାଗୀୟ ଅଧିକାରୀ ଓ କର୍ମଚାରୀ ସାମିଲ ଥିଲେ । ପ୍ରକାଶ ଯେ ରନ୍ଧାମଦ କାରବ କାରବାର କରୁଥିବା ଅସାମାଜିକ ବ୍ୟକ୍ତି ମାନେ ହାତରନ୍ଧା ମଦ ତିଆରି କରି ଅଞ୍ଚଳ ର ବିଭିନ୍ନ ଖେତଖଲା ଓ ଜଙ୍ଗଲୀ ଜାଗାରେ ବୋତଲ ସହାୟତାରେ ଲୁଚାଇ ରଖୁଥିବା ବେଳେ ଲୁଚାଛୁପାରେ ମଦ କାରବାର ଚଲାଇଛନ୍ତି | ଏହି ମଦ କାରବାର କୁ ବିଭାଗୀୟ ଅଧୂକାରୀ ଦୃଷ୍ଟି ଦେଇ ସମ୍ପୂର୍ଣ ଭାବରେ ନିଷାମୁକ୍ତ ଅଞ୍ଚଳ କରିବାକୁ ବୁଦ୍ଧିଜୀବୀ ମହଲରେ ଅସନ୍ତୁଷ୍ଟ ପ୍ରକାଶ ପାଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like