-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ଜିଲ୍ଲା ଡ଼ମ୍ବ ସମାଜର ସାଧାରଣ ବୈଠକ ଓ ଜିଲ୍ଲା ସ୍ତରୀୟ କାର୍ଯ୍ୟକର୍ତା ଚୟନ |

15-Sep-2025



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଳକ କୋଈଲାରୀ ପଂଚାୟତ ଅନ୍ତର୍ଗତ ସରାଗୁଡା ଗ୍ରାମ ର ଆରଏମସି ଗୋଦାମ ପରିସରରେ ଆଜି ଡ଼ମ୍ବ ସମାଜର ଜିଲ୍ଲା ସ୍ତରୀୟ ସାଧାରଣ ବୈଠକ ଅନୁଷ୍ଠିତ ହୋଇଛି |ଅବିଭକ୍ତ କୋରାପୁଟ ଜିଲ୍ଲା ଡ଼ମ୍ବ ସମାଜର ସହ ସମ୍ପାଦକ ହରିହର ଦୁର୍ଗାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉକ୍ତ ବୈଠକରେ ମୁଖ୍ୟ ଅତିଥିଭାବେ ଅବିଭକ୍ତ କୋରାପୁଟ ଜିଲ୍ଲା ଡ଼ମ୍ବ ସମାଜର ଉପ ସଭାପତି ପ୍ରକାଶ ଚନ୍ଦ୍ର ନାଗ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ମାନଙ୍କ ମଧ୍ୟରେ ନବରଙ୍ଗପୁର ଜିଲ୍ଲା ମୂଳ ନିବାସୀ ଅନୁସୂଚିତ ଜାତି ସଙ୍ଘର ସଭାପତି ଅର୍ଜୁନ ସମରଥ, ଅକାଳୁ ଜାଳି, ଗଙ୍ଗାଧର ନେତାମ, ଲଳିତ ମୋହନ ନାୟକ, ଚନ୍ଦ୍ରଶେଖର ନିଆଲ, ନାଟଗୁରୁ ଡମ୍ବରୁଧର ନାୟକ, ନବରଙ୍ଗପୁର ଜିଲ୍ଲା ମୂଳ ନିବାସୀ ଅନୁସୂଚିତ ଜାତି ସଙ୍ଘର ସମ୍ପାଦକ ଡମ୍ବରୁଧର ସୁନା,ଅନୁସୂଚିତ ଜାତିସଙ୍ଘର ଝରିଗାଁ ବ୍ଳକ ସଭାପତି ତଥା ଆଜିର ବୈଠକର ଆବାହକ ପ୍ରତାପ ଦୁରିଆ, ହରି ସୁନା ତଥା ଜିଲ୍ଲାର 10ଗୋଟି ବ୍ଳକର ବୁଦ୍ଧିଜୀବୀ,ଜ୍ଞାନୀ ଗୁଣି, ଶିକ୍ଷିତ ବ୍ୟକ୍ତି ଓ ଜନସାଧାରଣ ମଞ୍ଚାସିନ ରହିଥିଲେ |ସମସ୍ତେ ପ୍ରଥମେ ଭାରତର ସମ୍ବିଧାନ ପ୍ରଣେତା ଡକ୍ତର ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ଫୋଟୋ ଚିତ୍ରରେ ଫୁଲହାର ଓ ଧୂପଦୀପ ଦେଇ ପୂଜାର୍ଚନା କରିବା ପରେ ସଭାକାର୍ଯ୍ୟ ଆରମ୍ଭ କରିଥିଲେ | ମଞ୍ଚାସିନ ଅତିଥିଗଣ ଡ଼ମ୍ବ ସମାଜ ଉପରେ ହେଉଥିବା  ଅବହେଳା ତଥା ଶିକ୍ଷା ଅଧିକାର ଓ ସଂରକ୍ଷଣ କ୍ଷେତ୍ରରେ ଡ଼ମ୍ବ ସମାଜକୁ ଅଣଦେଖା କରାଯାଉଥିବା ବିଷୟ  ଉପରେ ପ୍ରାଞ୍ଜଳ ଭାବେ ଆଲୋଚନା କରିଥିଲେ |ତତ ସହିତ ସମାଜକୁ ଉନ୍ନତି ପଥରେ ଆଗେଇ ନେବାକୁ ହେଲେ ଜିଲ୍ଲା ସ୍ତରୀୟ ଏକ ସଂଗଠନର ଆବଶ୍ୟକ ଥିବା  ଜଣେଇଥିଲେ |ପରେ ଉପସ୍ଥିତ ସମସ୍ତ ବୁଦ୍ଧିଜୀବୀ ସମାଜସେବୀ ତଥା ଜନସାଧାରଣ ମାନଙ୍କ ମତାମତ ନେଇ ଆଜିର ବୈଠକରେ ଡ଼ମ୍ବ ସମାଜର ଜିଲ୍ଲା ସଭାପତି, ଜିଲ୍ଲା ଉପ ସଭାପତି,ସମ୍ପାଦକ, କୋଷାଧକ୍ଷ ଆଦି କାର୍ଯ୍ୟକର୍ତା ଚୟନ କରାଯାଇଥିଲା |ଆଜିର ଏହି ଜିଲ୍ଲା ସ୍ତରୀୟ ବୈଠକରେ ଜନସାଧାରଣଙ୍କ ପ୍ରସ୍ତାବ ଓ ସମର୍ଥନ କ୍ରମେ ଜନକରାମ ସୁନାଙ୍କୁ ଜିଲ୍ଲା ସଭାପତି,ଦେବରାଜ ନାଗଙ୍କୁ ଉପ ସଭାପତି, କ୍ଷେମରାଜ ହରିଜନଙ୍କୁ ସମ୍ପାଦକ,ରାଜୁ ହରିଜନଙ୍କୁ ସହ ସମ୍ପାଦକ ଓ ହରିହର ଦୁର୍ଗାଙ୍କୁ କୋଷାଧକ୍ଷ ଭାବେ ଚୟନ କରାଯାଇଥିବା ବେଳେ ଉପଦେଷ୍ଟା ମଣ୍ଡଳୀର ସଦସ୍ୟ ଭାବେ ଲଳିତ ମୋହନ ନାୟକ, ଭଗବାନ ନାୟକ, ଭରତ ବାଘ, ଗଙ୍ଗାଧର କଚିମ, ପିତାମ୍ବର ନିଆଲ ଓ ଚନ୍ଦ୍ରଶେଖର ନିଆଲଙ୍କୁ ଚୟନ କରାଯାଇଥିଲା |ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଜଣାଇ ସଭାସାଙ୍ଗ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like