-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||     

HOME   ଜିଲ୍ଲା

ଅଗ୍ରସେନ ଜୟନ୍ତୀ ଅବସରରେ ବିଭିନ୍ନ ପ୍ରତିଯୋଗିତା

15-Sep-2025



ବଲାଙ୍ଗୀର(ମନୋଜ କୁମାର ଜୈନ) ବଲାଙ୍ଗୀର ଜିଲ୍ଲା ବଡଙ୍ଗୋମୁଣ୍ଡା ଗ୍ରାମରେ ଶ୍ରୀ ଅଗ୍ରସେନ ମହାରାଜାଙ୍କ ଜୟନ୍ତୀ ଆସନ୍ତା ୨୨ତାରିଖ ଅନୁଷ୍ଠିତ ହେବାକୁ ଥିବା ବେଳେ ତା ପୂର୍ବରୁ ସ୍ଥାନୀୟ ଅଗ୍ରସେନ ଭବନ ଠାରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି। ବିଭିନ୍ନ ବର୍ଗ ପାଇଁ ଏକ ମିନିଟ, ମ୍ୟୁଜିକ ଚେୟାର, ଗାୟତ୍ରୀ ମନ୍ତ୍ର, ସୁଡୋକୁ, କ୍ରିକେଟ ମ୍ୟାଚ ଆଦି  ଖେଳ ଅନୁଷ୍ଠିତ ହୋଇ ଯାଇଛି। ତୁଳସୀ ଦାସ ଜୈନ ୧ମିନିଟ ୨ ସେକେଣ୍ଡରେ ହନୁମାନ ଚାଳିଶା ପଠନ କରିଥିବା ବେଳେ ଉପସ୍ଥିତ ଲୋକେ ମନମୁଗ୍ଧ ହୋଇ ଯାଇଛି। ଏପରିକି ଅତି କମ ସମୟରେ ହନୁମାନ ଚାଳିଶା ପଠନ କରି ରେକର୍ଡ ରଖିଥିବା ବେଳେ ଲୋକେ ଆଶ୍ଚର୍ଯ୍ୟ ଚକିତ ହୋଇ ଯାଇଥିଲେ। ଏହି କାର୍ଯ୍ୟକ୍ରମରେ ଜୟ ପ୍ରକାଶ ଜୈନ, ଧର୍ମପାଲ ଜୈନ, ଚନ୍ଦ୍ର ପ୍ରକାଶ ଜୈନ, ତୁଳସୀ ଦାସ ଜୈନ ଅତିଥି ଭାବେ ଯୋଗଦେଇ ଥିବା ବେଳେ ସରୋଜ ଅଗ୍ରୱାଲ, ସ୍ବିଟି ଜୈନ, ସୁନିଲ ଜୈନ, ରୂପେଶ ଜୈନ, ଅରୁଣ ବଂଶଳ, କପିଳ ଅଗ୍ରୱାଲ ଖେଳ ପରିଚାଳନା କରିଥିଲେ। ମହାରାଜ ଶ୍ରୀ ଅଗ୍ରସେନଙ୍କ ଜୟନ୍ତୀରେ କୃତ ପ୍ରତିଯୋଗିତାମାନଙ୍କୁ ସମ୍ମାନିତ କରାଯିବ ବୋଳି ଅଗ୍ରୱାଲ ସଭାର ଅଧ୍ୟକ୍ଷ ଆନନ୍ଦ ଅଗ୍ରୱାଲ ପ୍ରକାଶ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026

You Might Also Like