-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||     

HOME   ରାଜ୍ୟ

ଅପରାହ୍ନ ଖବରକାଗଜ ତରଫରୁ  ସୁଲେଖିକା ସଙ୍ଗୀତା ମିଶ୍ର ସମ୍ବର୍ଦ୍ଧିତ

15-Sep-2025



କୋରାପୁଟ (ପ୍ରେରଣା ଖବର):କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ସାହିତ୍ୟ ପରିଷଦର କବୟିତ୍ରୀ ଏବଂ ସମାଜସେବିକା ତଥା ବରଗଡ଼ ଜିଲ୍ଲାର ଝିଅ ସଙ୍ଗୀତା ମିଶ୍ରଙ୍କୁ  ଦୈନିକ ଖବରକାଗଜ  'ଅପରାହ୍ନ' ତରଫରୁ   ଆୟୋଜିତ ରାଜ୍ୟସ୍ତରୀୟ କବି କବୟିତ୍ରୀ ସମ୍ମିଳନୀରେ ସମ୍ବର୍ଦ୍ଧିତ କରାଯାଇଥିଲା। ଗତ ୧୪ ତାରିଖ ଦିନ କୋରାପୁଟ ଠାରେ ଅନୁଷ୍ଠିତ ଏହି ସାରସ୍ୱତ ଉତ୍ସବରେ ୱାର୍ଲ୍ଡ ୱାଇଡ ସୋସାଇଟି ର ଚେୟାରମ୍ଯାନ ତଥା ନୂଆଦିଲ୍ଲୀରେ ସାମ୍ବାଦିକତା କରୁଥିବା କିଶୋର ଦ୍ବିବେଦୀ ମୁଖ୍ୟ ଅତିଥି ଏବଂ କୋରାପୁଟ ଜିଲ୍ଲା ସଂଯୋଜିକା ଡଃ.ସବିତା ଶତପଥୀ, ସମ୍ପାଦକ  ବଂଶୀଧର ଜେନା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶ୍ରୀମତୀ ମିଶ୍ରଙ୍କୁ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ l  ସୂଚନାଯୋଗ୍ୟ ଯେ ସଙ୍ଗୀତା ମିଶ୍ର ମହିଳା ମାନଙ୍କ ଅଧିକାର ପାଇଁ ସବୁବେଳେ ସ୍ଵର ଉତ୍ତୋଳନ କରିଆସିଛନ୍ତି l ବିଭିନ୍ନ ସlରସ୍ୱତ ଓ ସାଂସ୍କୃତିକ ଅନୁଷ୍ଠାନ ସହିତ ଜଡ଼ିତ ଥିବା ସଙ୍ଗୀତା ଉଭୟ କୋଶଲି ଓ ଓଡ଼ିଆ ଭାଷାରେ କବିତା ଓ ପ୍ରବନ୍ଧ ଲିଖନ କରନ୍ତି l ବରଗଡ଼ ଜିଲ୍ଲାର ଝିଅ ତଥା ବଲାଙ୍ଗୀର ଜିଲ୍ଲା ବେନ୍ଦ୍ରା ଗ୍ରାମର ଉପମନ୍ୟୁ ମିଶ୍ର ଙ୍କ କନିଷ୍ଠ ବୋହୂ ସଙ୍ଗୀତା ମିଶ୍ର ଙ୍କ ସାହିତ୍ୟ ସାଧନା ଆହୁରି ରୁଦ୍ଧିମନ୍ତ ହେଉ, ଭାଗବାନଙ୍କ ଠାରେ କାମନା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026

You Might Also Like