-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||     

HOME   ଜିଲ୍ଲା

ବୌଦ୍ଧ ଜିଲ୍ଲାରେ ଶିକ୍ଷାର ଅଭ୍ୟୁଦୟ

15-Sep-2025



ବୌଦ୍ଧ(ପ୍ରେରଣା ଖବର): ବଣଜଙ୍ଗଲ ଘେରା ପରିବେଷ୍ଟନି ମଧ୍ୟରେ ବୌଦ୍ଧ ଜିଲ୍ଲା ଅବସ୍ଥିତ।ଏହି ଜିଲ୍ଲା ଶିକ୍ଷା ତଥା ସ୍ବାସ୍ଥ୍ୟ କ୍ଷେତ୍ରରେ ପଛୁଆ ଭାବେ ପରିଗଣିତ। ହେଲେ ଏହି ଜିଲ୍ଲା ଏକ ସାଂସ୍କୃତିକ ଜିଲ୍ଲା ଭାବେ ବେଶ ଜଣାଶୁଣା। ୧୯୯୪ରେ ଜିଲ୍ଲା ମାନ୍ୟତା ପାଇଥିବା ବୌଦ୍ଧ ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଅଞ୍ଚଳବାସୀ ସଦା ତତ୍ପର। ବୌଦ୍ଧ ଜିଲ୍ଲାକୁ ଏକ ନମ୍ବର ଜିଲ୍ଲା ଭାବେ ଗଢି ତୋଳିବା ପାଇଁ ବିଭିନ୍ନ ସମୟରେ ବିଭିନ୍ନ ରାଜନୈତିକ ଦଳ ପ୍ରାଣପଣେ ଚେଷ୍ଟା କରିଥିବା ନଜିର ଅଛି ।ହେଲେ ଜିଲ୍ଲା ହେବାର ଏତେ ବର୍ଷ ବିତି ଯାଇଥିଲେ ସୁଦ୍ଧା ମାତ୍ର ଗୋଟିଏ ସରକାରୀ ମହାବିଦ୍ୟାଳୟରେ ସମସ୍ତଙ୍କୁ ନିର୍ଭର କରିବାକୁ ପଡୁଛି।
ଛାତ୍ରଛାତ୍ରୀଙ୍କ ଶିକ୍ଷାଗତ ବିକାଶ ପାଇଁ ଗତ ଜାନୁଆରୀ ମାସରେ ଅଭ୍ୟୁଦୟ ନାମକ ଏକ ବେସରକାରୀ କଲେଜ ତାର ଶିକ୍ଷାନୁଷ୍ଠାନ ଖୋଲି ଛାତ୍ରଛାତ୍ରୀ ମାନଙ୍କୁ କମ୍ ଖର୍ଚ୍ଚରେ ବିଦ୍ୟାଦାନ କରିବା ଆରମ୍ଭ କରିଦେଇଛି। ଯଦ୍ୱାରା ଛାତ୍ରଛାତ୍ରୀ ମାନେ ସିଟ୍ ନ ପାଇ ଉଚ୍ଚ ଶିକ୍ଷାରୁ ବଞ୍ଚିତ ହେବେ ନାହିଁ।ଏହି କଲେଜ ଅନେକ ଦକ୍ଷ ଅଧ୍ୟାପକ ଅଧ୍ୟାପିକାଙ୍କୁ ନେଇ ଛାତ୍ର ଛାତ୍ରୀଙ୍କ ଶିକ୍ଷାର ବିକାଶ ପାଇଁ ଚେଷ୍ଟିତ।ବିଭିନ୍ନ ସମୟରେ ଛାତ୍ରଛାତ୍ରୀ ମାନେ ନିଜର ପାଠ୍ୟ ବିଷୟକୁ ନେଇ ଅଧ୍ୟାପକ ଅଧ୍ୟାପିକା ମାନଙ୍କ ସହ ଆଲୋଚନା କରି ନିଜର ଦକ୍ଷତା ପ୍ରତିପାଦନ କରିପାରିଛନ୍ତି।ଏଣୁ ଖୁବ୍ କମ୍ ସମୟ ମଧ୍ୟରେ ଏହି କଲେଜ ଛାତ୍ରଛାତ୍ରୀ ତଥା ଅବିଭାବକଙ୍କ ବିଶ୍ୱାସ ଜିଣି ପାରିଛି।ବିଭିନ୍ନ ସମୟରେ ଛାତ୍ରଛାତ୍ରୀଙ୍କ ଶିକ୍ଷାର ବିକାଶ ପାଇଁ ସେମିନାର ଇତ୍ୟାଦି ଅନେକ ସ୍ଵତନ୍ତ୍ର କାର୍ଯ୍ୟକ୍ରମ କରି ଦକ୍ଷତା ବୃଦ୍ଧି କରିବାରେ ସହାୟକ ହୋଇଛି।ବୌଦ୍ଧ ଅଞ୍ଚଳର ଅଧିବାସୀ ଏହି କଲେଜ ଖୋଲିଲା ପରେ ଶିକ୍ଷାର ଏକ ନୂତନ ଅଭ୍ୟୁଦୟ ହୋଇଛି ବୋଲି ଚର୍ଚ୍ଚା ଜୋର ଧରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026

You Might Also Like