-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||     

HOME   ଜିଲ୍ଲା

ଅଙ୍ଗନୱlଡ଼ି କିଶୋରୀ ସଙ୍ଘ ତରଫରୁ ଝିଅ ପାଇଁ ଗଛ ଟିଏ ସୁନ୍ଦର କାର୍ଯ୍ୟକ୍ରମ ଅନୁଷ୍ଠିତ

15-Sep-2025



ଆଗଲପୁର, (ବିନୋଦ ଦୀପ) ଆଜି ବୁରୋଭାଡ଼ି ଗ୍ରାମରେ ଅଙ୍ଗନୱlଡ଼ି ଦିଦି ସୁଜାତା ପଧାନ ଙ୍କ ନେତୃତ୍ୱରେ ଅଙ୍ଗନୱlଡ଼ି କିଶୋରୀ ସଙ୍ଘ ତରଫରୁ ଝିଅ ପାଇଁ ଗଛଟିଏ ସୁନ୍ଦର କାର୍ଯ୍ୟକ୍ରମ ହେଇଥିଲା l ଅତିଥି ଭାବେ ବରିଷ୍ଠ ବିଜେପି ନେତା ତଥା ଆଦିବାସୀ କଲ୍ୟାଣ ସଂଘ କାର୍ଯ୍ୟକାରୀ ସଭାପତି ଆଗଲପୁର ବ୍ଲକ ଶ୍ରୀଯୁକ୍ତ ଭୁବନେଶ୍ୱର ଧରୁଆ ଯୋଗ ଦେଇଥିଲେ ଏବଂ ପଲ୍ଲୀ ଆଲୋକ ପାଠାଗାର ନଅଗାଁ  ଏବଂ କ୍ରିକେଟ କମିଟି ବୁରୋଭାଡ଼ି ଅଶ୍ୱିନି ରାଏ, ହେମନ୍ତ ବାଗ, ସହିତ ସମସ୍ତ କିଶୋରୀ ବାଳିକା ମାନେ ଭାଗ ନେଇଥିଲେ l ଏହି କାର୍ଯ୍ୟକ୍ରମ ରେ ପରିବେଶ ବାବଦରେ ଲୋକଙ୍କୁ ସଚେତନ କରାଗଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026

You Might Also Like