-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||     

HOME   ଜିଲ୍ଲା

କୋରକୁଣ୍ଡା ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

15-Sep-2025



ମାଲକାନଗିରି: ଆଜି କୋରକୁଣ୍ଡା ବ୍ଲକ୍  କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ  ଓ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। 
    ଆଜି ମୋଟ ୪୨ଗୋଟି ଅଭିଯୋଗର ଶୁଣାଣି ହୋଇଥିଲା l  ସେଥି ମଧ୍ୟରୁ ୧୩ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୨୯ ଗୋଟି ସାମୂହିକ ଅଭିଯୋଗ ରହିଥିଲା। ସେହିପରି ୪ ଗୋଟି ରାସନ୍ କାର୍ଡ, ଗୋଟିଏ ବିଜୁଳି ସଂଯୋଗିକରଣ, 
୫ ଗୋଟି ଜମିଜମା ସମ୍ବନ୍ଧୀୟ,  ଗୋଟିଏ ଚାକିରୀ ସମ୍ବନ୍ଧୀୟ, ଗୋଟିଏ ପାନୀୟ ଜଳ, ଗୋଟିଏ ସାମାଜିକ ସୁରକ୍ଷା ପେନସନ ଏବଂ ୨୭ ଗୋଟି ରାସ୍ତା ଓ କୋଠାବାଡ଼ି ଓ ଉନ୍ନୟନ କାର୍ଯ୍ୟ ସମ୍ବନ୍ଧୀୟ ଅଭିଯୋଗର ଶୁଣାଣି ହୋଇଥିଲା। 
ଏହି ଶୁଣାଣିରେ ରାସନ୍ କାର୍ଡ,  ଶ୍ରମ କାର୍ଡ, ଆଧାର କାର୍ଡ ଅପଡେଟ, ସ୍ଵାସ୍ଥ୍ୟ କାର୍ଡ, ସାମାଜିକ ସୁରକ୍ଷା ପେନସନ ଓ ଜଙ୍ଗଲ ଜମି  ସମ୍ବନ୍ଧୀୟ ସମସ୍ୟାର ତୁରନ୍ତ ସମାଧାନ ପାଇଁ କ୍ୟାମ୍ପ କରାଯାଇ ଅନଲାଇନ୍ ସେବା ଯୋଗାଇ ଦିଆଯାଇଥିଲା। ଆଜିର ଶିବିରରେ ୬୮ ଜଣ ଶ୍ରମିକଙ୍କୁ ଶ୍ରମ କାର୍ଡ ପ୍ରଦାନ କରାଯାଇଥିବା ବେଳେ ୨୬ ଜଣ ଶ୍ରମିକଙ୍କର ନୂତନ ଭାବେ ନାମ ପଞ୍ଜୀକରଣ କରାଯାଇଛି। ସେହିପରି ୫୭ ଜଣ ଶ୍ରମିକ ଙ୍କର କାର୍ଡ ନବୀକରଣ କରାଯାଇଛି। ସାମାଜିକ ସୁରକ୍ଷା ପେନସନ ଯୋଜନାରେ ୫ ଜଣ  ଓ ୪ ଜଣ ହିତାଧିକାରୀଙ୍କର ରାସନ୍ କାର୍ଡ ନିମନ୍ତେ ନାମ ପଞ୍ଜୀକରଣ କରାଯାଇଛି । ସେହିପରି ୨୩ ଜଣ ରାସନ୍ କାର୍ଡ ହିତାଧିକାରୀଙ୍କ ଇ କେୱାଇସି ଅପଡେଟ କରାଯାଇଛି । ୧୫ ଜଣଙ୍କର ଆଧାର କାର୍ଡ ଅପଡେଟ କରାଯାଇଥିବା ବେଳେ ୫୭ ଜଣ ଙ୍କର ସ୍ଵାସ୍ଥ୍ୟ ପରୀକ୍ଷା କରାଯାଇଛି। ଜିଲ୍ଲାପାଳଙ୍କ ଏହି ଅଭିନବ ପ୍ରୟାସ ଯୋଗୁଁ ଅନେକ ଗ୍ରାମାଞ୍ଚଳ ହିତାଧିକାରୀ ତୁରନ୍ତ ଅନଲାଇନ୍ ସେବା ପାଇ ଉପକୃତ ହୋଇ ପାରୁଛନ୍ତି।ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ କୋରକୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଗସ୍ତ କରି ମଧ୍ୟାହ୍ନ ଭୋଜନର ମାନ ପରଖିଛନ୍ତି। ଏହା ସହ ବିଦ୍ୟାଳୟରେ ପାଠ ପଢା କିପରି ଚାଲିଛି ପଚାରିବା ସହ ବିଦ୍ୟାଳୟ ଭିତ୍ତିଭୂମି ବୁଲି ଦେଖିଥିଲେ ଜିଲ୍ଲାପାଳ। ତତ୍ ସହିତ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଅନ୍ୟାନ୍ୟ ବିଦ୍ୟାଳୟ ପରିଦର୍ଶନ କରି ମଧ୍ୟାହ୍ନ ଭୋଜନର ମାନ ପରଖିଛନ୍ତି । 
ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ବନଖଣ୍ଡ ଅଧିକାରୀ ସାଇ କିରଣ ଉପସ୍ଥିତ ଥିଲେ l ଅନ୍ୟ ମାନଙ୍କ ମଧ୍ୟରେ କୋରକୁଣ୍ଡା ବିଡିଓ, ସହାୟକ ଜିଲ୍ଲାପାଳ ନିର୍ବାଚନ ଅଶୋକ ଚକ୍ରବର୍ତ୍ତୀଙ୍କ ସମେତ ଜିଲ୍ଲାର ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   01-May-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   01-May-2026
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026
  ଜିଲ୍ଲା  
ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    01-May-2026
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026

You Might Also Like