-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||     

HOME   ଜିଲ୍ଲା

ସିନାପାଲି ବ୍ଲକ୍ ରେ ଜିଲ୍ଲାପାଳ ଓ ଏସ୍ ପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

15-Sep-2025



ନୂଆପଡ଼ା(ପରମେଶ୍ଵର ମେହେର): ଆଜି ସିନାପାଲି ବ୍ଲକ ସଭାଗୃହ ଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମ୍ରିତପାଲ ସିଂଙ୍କ  ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ  ହୋଇଯାଇଛି। 
ଏଥିରେ ବନଖଣ୍ଡ ଅଧିକାରୀ ଅଜିଜ ଖାନ୍, ଜିଲ୍ଲା ମୁଖ୍ଯ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲ୍ଲାପାଳ ସୁର୍ମି ସୋରେନ୍, ଜିଲ୍ଲା ମୂଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ଧନେଶ୍ୱର ସେଠୀ ,ବ୍ଲକ୍ ଅଧ୍ୟକ୍ଷା ମାଧୁରୀ ମାଝୀ, ଉପାଧ୍ୟକ୍ଷା ମୀନା ଘିବେଲା,ବିଡ଼ିଓ କାର୍ମୀ ଓରାମ , ତହସିଲଦାର ଉପାଞ୍ଜଳୀ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ । ଡେପୁଟୀ କଲେକ୍ଟର ଶେଖ୍ ନସୀମ, ହେମନ୍ତ ପୁଟା ଶିବିର ପରିଚାଳନାରେ ସହଯୋଗ କରିଥିଲେ। ଶିବିରରେ ନୂଆପଡାର ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ ଲାଇନ୍ ବିଭାଗ ଅଧିକାରୀ ଉପସ୍ଥିତ ରହି  ଅଭିଯୋଗ ସମାଧାନରେ ସାମିଲ ହୋଇଥିଲେ । ଉକ୍ତ ଶିବିରରେ ସିନାପାଲି ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଞ୍ଚାୟତ ତଥା ଗ୍ରାମ ଗୁଡିକରୁ ୫୯ ଟି ବ୍ୟକ୍ତିଗତ ଓ ୧୪ ଟି ସାମୂହିକ ମୋଟ ୭୩ ଗୋଟି ବିଭିନ୍ନ ସମସ୍ୟା ଆଧାରିତ ଅଭିଯୋଗ  ଶୁଣାଣି ହୋଇଥିଲା। ଜନ ଶୁଣାଣି ଶିବିର ଉପଲକ୍ଷେ ଗୋଡ଼ାଲପଞ୍ଚାୟତରେ  ଆୟୋଜିତ ହୋଇଥିବା ରକ୍ତଦାନ ଶିବିରର ରକ୍ତଦାତା ମହିଳା ଓ ଶିଶୁ ବିକାଶ ବିଭାଗ କର୍ମଚାରୀ ଓମ୍ ପ୍ରକାଶ ମେହେର ଓ ଦିବ୍ୟ ରଞ୍ଜନ ଦଣ୍ଡସେନାଙ୍କୁ ଜିଲ୍ଲାପାଳ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ l ଆଜି ଶିବିରରେ ସମସ୍ତ  ଜିଲ୍ଳା ସ୍ତରୀୟ ଅଧିକାରୀ, ବ୍ଲକ୍ ସ୍ତରୀୟ ଅଧିକାରୀ ଏବଂ ଗଣ ମାଧ୍ୟମ ପ୍ରତିନିଧି  ଯୋଗ ଦେଇଥିଲେ l ପରେ ଚଟିଆଗୁଡା ଗ୍ରାମ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ନିରାକରଣ ନିମିତ୍ତ ଏକ ସଚେତନତା ସଭା ଆୟୋଜିତ ହୋଇଥିଲା l ଏହି ଗ୍ରାମପଞ୍ଚାୟତରେ  ଜନସାଧାରଣଙ୍କ ପାଇଁ ଏକ ସ୍ବାସ୍ଥ୍ୟ ଶିବିର ଆୟୋଜିତ ହୋଇଥିଲା।  ଜିଲ୍ଲା ପ୍ରାଣୀ ସମ୍ପଦ ବିଭାଗ ତରଫରୁ ମଧ୍ୟ ୨୮ଟି ବଡ଼ ଏବଂ ୭୬ ଟି ଛୋଟ ମୋଟ ୧୦୪ ଟି ଗୃହପାଳିତ ପଶୁପକ୍ଷୀଙ୍କ ଚିକିତ୍ସା  କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026

You Might Also Like