-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

ନୂଆପଡ଼ା ବିଧାନସଭା ଉପ ନିର୍ବାଚନ ନେଇ ଚିଠା ଭୋଟ ତାଲିକ ପ୍ରକାଶିତ ହୋଇଅଛି

15-Sep-2025



(ଡୋଲେଶ୍ଵର ବାଗ)
 ନୂଆପଡ଼ା ବିଧାନସଭା ଉପ ନିର୍ବାଚନ ପାଇଁ ପ୍ରଶାସନ ପକ୍ଷ ରୁ ପ୍ରକ୍ରିୟା ଆରମ୍ଭ ହୋଇଅଛି। ଆଜି ନୂଆପଡ଼ା ଜିଲ୍ଲାପାଳ ସମ୍ମିଳନୀ  କକ୍ଷ ଠାରେ ଚିଠା ଭୋଟ ତାଲିକା  ପ୍ରକାଶ ହୋଇଅଛି। ବୈଠକ ରେ ଜିଲ୍ଲାପାଳ ତଥା ଜିଲ୍ଲା ମୁଖ୍ୟ ନିର୍ବାଚନ ଅଧିକାରୀ ମଧୁସୂଦନ ଦାସ ଅଧ୍ୟକ୍ଷତା କରିଥିଲେ।  ଏହି ଭୋଟ ତାଲିକା ରେ ଥିବା ଦାବୀ ଏବଂ ଆପତ୍ତି  ପାଇଁ ଆଜି ଠାରୁ ଆସନ୍ତା  ସେପ୍ଟେମ୍ବର ୨୯ ତାରିଖ ପର୍ଯ୍ୟନ୍ତ ସମୟ ସୀମା ଧାର୍ଯ୍ୟ ହୋଇଅଛି।  ଆସନ୍ତା ୦୭.୧୦୨୫  ସୁଦ୍ଧା ଦାବୀ ଦାବୀ ଓ ଆପତ୍ତି ସମାଧାନ ହେବ।  ଚିଠା ଭୋଟାଲିକ ମୁତାବକ  ୨ ଲକ୍ଷ ୪୮ ହଜାର ୨୫୬ ଜଣ ମତଦାତା ରହିଛନ୍ତି। ସେଥି ମଧ୍ୟରୁ  ୧ ଲକ୍ଷ ୨୨ ହଜାର ୧୦୩ ଜଣ ପୁରୁଷ ଭୋଟର ରହିଥିବା ବେଳେ ୧ ଲକ୍ଷ ୨୬ ହଜାର ୧୩୨ ଜଣ ମହିଳା ଭୋଟର ରହିଛନ୍ତି। ତୃତୀୟ ଲିଙ୍ଗ ଭୋଟର ୨୧ ଜଣ ଥିବା ତାଲିକା ରେ ଉଲ୍ଲେଖ ରହିଅଛି। ଚିଠା ଭୋଟ ତାଲିକା ପ୍ରକାଶନ ବେଳେ ଅତିରିକ୍ତ ଜିଲ୍ଲାପାଳ ତଥା ନୂଆପଡ଼ା ବିଧାନସଭା ରିଟନିଙ୍ଗି ଅଧିକାରୀ ସୁବାଷ ଚନ୍ଦ୍ର ରଇତ୍, ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026

You Might Also Like