-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||     

HOME   ଜିଲ୍ଲା

ପ୍ରସିଦ୍ଧ କଲାସି ଯାତ୍ରା ସମନ୍ଧୀୟ ନେଇ କଲାସୀ କୁଠୀ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା

15-Sep-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ଅଞ୍ଚଳର ପ୍ରସିଦ୍ଧ ଶୈବପୀଠ ଚରଦା ସ୍ଥିତ ବାବା କପିଳେଶ୍ୱର ପୀଠରେ ହେବାକୁ ଯାଉଥିବା କଳାସି ଯାତ୍ରା  ଅବସରରେ ପ୍ରଭୁ ଶିବ ପାର୍ବତୀଙ୍କୁ ଦର୍ଶନ ଓ ଆଜ୍ଞାମାଲ ପାଇଁ ଆସିବାକୁ ଥିବା ବିଭିନ୍ନ କଲାସି କୁଠୀ ବରୁଆଙ୍କୁ କଲାସି ଶୋଭାଯାତ୍ରାରେ ସାମିଲ କମିଟି କର୍ମକର୍ତ୍ତା,ସେବାୟତ ବିଭିନ୍ନ ଗ୍ରାମ ପରିଦର୍ଶନ କରି ଆଲୋଚନା କରିଛନ୍ତି । ଏହି ଅବସରରେ ମନ୍ଦିର ଟ୍ରଷ୍ଟ ବୋର୍ଡ କମିଟି ସଭାପତି ଅଶୋକ ପୃଷ୍ଟିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବିନିକା ବ୍ଲକ ଅଧିନସ୍ତ ସେଲେଡି, ବାଉଁଶୁଣି,ଟୁଲୁଣ୍ଡୁପାଲି,ନନ୍ଦନମାଲ କୁ ଯାଇ କଲାସି ଯାତ୍ରା ସମନ୍ଧେ ଆଲୋଚନା କରିଥିଲେ।ଗାଁ ମାନଙ୍କରୁ ଆସୁଥିବା ଛତର ସହ ବରୁଆ ମାନଙ୍କୁ ସ୍ଵତନ୍ତ୍ର ଭାବେ ବରଣ କରିବା ସହିତ ମନ୍ଦିର ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯିବା ନେଇ ସ୍ଥିର ହୋଇଥିଲା । ସେହିପରି ପ୍ରତିବର୍ଷ ଯାତ୍ରା କୁ ଆସୁଥିବା ଡଭଲା,ଚଡେଇପଙ୍କ,ବାଲାରଙ୍ଗା, ଗୁଲୁଣ୍ଡା,ହଲକାଟିକିରା ପ୍ରଭୃତି ଗ୍ରାମ ମାନଙ୍କୁ ଯାଇ ସେଠାରେ କଲାସି କୁଠୀ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରାଯିବ ଏବଂ କଲାସି ଶୋଭାଯାତ୍ରାରେ ସାମିଲ ପାଇଁ ଅନୁରୋଧ କରାଯିବ ନିଷ୍ପତି ନିଆଯାଇଥିଲା।ସେହିପରି ଜିଲ୍ଲା ପ୍ରଶାସନ ଓ ମାନ୍ୟବର ବିଧାୟକଙ୍କ ସହିତ ମଧ୍ୟ ଏହି ଦିଗରେ ବିଶେଷ ଆଲୋଚନା କରାଯିବ ବୋଲି ବୈଠକରେ ସ୍ଥିର ହୋଇଥିବା କମିଟି ସଭାପତି ସୂଚନା ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026

You Might Also Like