-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ସୁରେଶ୍ଵରୀ ମନ୍ଦିରରେ ନବଦିନାତ୍ମକ ଚଣ୍ଡୀଯଜ୍ଞ ପାଇଁ ସାମ୍ୱାଦିକ ସମ୍ମିଳନୀ ଅନୁଷ୍ଠିତ

15-Sep-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ର ଇଷ୍ଟଦେବୀ ମା ସୁରେଶ୍ଵରୀଙ୍କ ମନ୍ଦିର ଯଜ୍ଞ ମଣ୍ଡପରେ ବିଶ୍ୱର କଲ୍ୟାଣ ତଥା ସୁବର୍ଣ୍ଣପୁର ଜିଲ୍ଲାର ସର୍ବାଙ୍ଗୀନ ବିକାଶ ପାଇଁ ଅନୁଷ୍ଟିତ ହେବାକୁ ଥିବା ନବଦିନାତ୍ମକ ଚଣ୍ଡୀଯଜ୍ଞ ପାଇଁ ଆଜି ସନ୍ଧ୍ୟାରେ ଏକ ସାମ୍ୱାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି l ସେପ୍ଟେମ୍ବର ୧୯ ତାରିଖ ରୁ ଅକ୍ଟୋବର ୨ ତାରିଖ ଯାଏ   ହେବାକୁ ଥିବା ଏହି ଚଣ୍ଡୀଯଜ୍ଞରେ ୧୯ ତାରିଖ ଶୁକ୍ରବାର ଶୁଭସ୍ତମ୍ଭ ସ୍ଥାପନ, ୨୦ ତାରିଖ ଅଷ୍ଟ ବିଷ୍ଣୁ, ଅଷ୍ଟ ଶମ୍ଭୁ, ଅଷ୍ଟ ଚଣ୍ଡୀ, ଅଷ୍ଟ ହନୁମାନ ଙ୍କୁ ନିମନ୍ତ୍ରଣ, ୨୧ ତାରିଖ ରେ କଳସ ଯାତ୍ରା ଏବଂ ୨୨ ତାରିଖ ସୋମବାର ରୁ ୨ ତାରିଖ ଗୁରୁବାର ପର୍ଯ୍ୟନ୍ତ ଚଣ୍ଡୀ ପାଠ ଓ ଘୃତନାର୍ଦ୍ଧ ଅନୁଷ୍ଠିତ ହେବା ସହ ସନ୍ଧିପୂଜା, କୁମାରୀପୂଜା, ଅପରାଜିତା ପୂଜା ଓ ପ୍ରତ୍ୟହ ମା ଙ୍କ ନୂତନ ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ l ପ୍ରତ୍ୟହ ମାଙ୍କ ଦ୍ୱାର ଫିଟା ନୀତି, ମଙ୍ଗଳ ଆଳତି, ସୂର୍ଯ୍ୟ ପୂଜା, ଷୋଡ଼ଶ ପୂଜା ଚଣ୍ଡୀସ୍ତୋତ୍ର ପଠନ ସହ ଶ୍ରୀ ଶ୍ରୀ ସପ୍ତଶତୀ ଚଣ୍ଡୀଯଜ୍ଞ  ଅନୁଷ୍ଟିତ ହେବ ବୋଲି ମା ଙ୍କ ସୁରେଶ୍ଵରୀ ଯଜ୍ଞ କମିଟି ପକ୍ଷରୁ ସୁଚନା ମିଳିଛି l ମା ଙ୍କ ପରମ ଭକ୍ତ ତଥା କଲିକତା ହାଇକୋର୍ଟର ପ୍ରାକ୍ତନ ବିଚାରପତି ଶ୍ରୀ ଚିତ୍ତ ରଞ୍ଜନ ଦାଶଙ୍କ ପରାମର୍ଶ କ୍ରମେ ଅନୁଷ୍ଟିତ ଏହି ସମ୍ମିଳନୀରେ ବୈକୁଣ୍ଠ ଶତପଥି, ପ୍ରଦୀପ ପୁରୋହିତ, ସତ୍ୟନାରାୟଣ ତ୍ରିପାଠୀ, ଶ୍ରୀବତ୍ସ ମଲ୍ଲିକ ଓ ମୂଖ୍ୟ ପଣ୍ଡିତ କାଳୀଚରଣ ମିଶ୍ର ପ୍ରମୁଖ ସମସ୍ତ ସୂଚନା ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like