-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||     

HOME   ଜିଲ୍ଲା

ଆଜି ବଲାଙ୍ଗୀରରେ 97 କରୋନା ପଜିଟିଭ ଚିହ୍ନଟ, ବଲାଙ୍ଗୀର ପୌରାଞ୍ଚଳରୁ 3 7 ସଂକ୍ରମିତ

10-Oct-2020



ବଲାଙ୍ଗୀର ,୧୦/୧୦: ଆଜି ବଲାଙ୍ଗୀର ଜିଲ୍ଲାରେ 97ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ବଲାଙ୍ଗୀର ପୌରାଞ୍ଚଳରେ 37 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଆଗଲପୁର ବ୍ଲକ ଅନ୍ତର୍ଗତ ରୋତରେ ୧, , କୁଟାସିଂହା-୩, ଏବଂ ବଲାଙ୍ଗୀର ସଦର ବ୍ଲକର ମାଧପାଲି-୧, ଭୁଣ୍ଡିମୁହାଣ-୭, ତୁଷୁରାବାହାଲ-୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବେଲପଡା ବ୍ଲକର ତେନ୍ତେଲମୁଣ୍ଡା-୧, କପାଣି- ୧, ମଧ୍ୟପୁର-୧, ଦେବଓଗାଁ ବ୍ଲକର କୁତୁର୍ଲା-୧, ସିଂଘନମୁଣ୍ଡା-୧, ଉପରଝର-୫ ଜଣ ଚିହ୍ନଟ ହୋଇଛନ୍ତି । ଗୁଡଭେଲା ବ୍ଲକର ଘୁନାରେ ୧ଜଣତୁଷୁରା ଏନ୍‌ଏସିରେ ୩ଜଣ ଏବଂ କଣ୍ଟାବାଞ୍ଜି ଏନ୍‌ଏସିର ୱାର୍ଡ ନଂ-୧ ରେ ୧ଜଣ,  ୱାର୍ଡ ନଂ-୨ ରେ ୧ଜଣ, ୱାର୍ଡ ନଂ-୯,  ୱାର୍ଡ ନଂ-୪ ଓ  ୱାର୍ଡ ନଂ-୬ ରେ ୧ଜଣ ତଥା  ୱାର୍ଡ ନଂ-୩ ରେ ୨ଜଣ ଚିହ୍ନଟ ହୋଇଛନ୍ତି । ଠିକ ସେହିପରି ଲୋଇସିଂହା ବ୍ଲକର କୁସଙ୍ଗରେ ୪ଜଣ, ପାଟଣାଗଡ଼ ବ୍ଲକର ବଣେଇମୁନ୍‌ଡାରେ ୧ଜଣ, ଲରମ୍ଭାରେ ୧, ଘସିଏନରେ ୨ ଜଣ ଚିହ୍ନଟ ହୋଇଛନ୍ତି । ପୁଇଁତଲା ବ୍ଲକର ସାଉନ୍ତପୁରରେ ୧, ଆଠଗାଁରେ ୧, ସାଇଁତଲା ବ୍ଲକର ସଇଁତଳାରେ ୨, ଝାଙ୍କଡୁଙ୍ଗରିରେ ୧, ଘୁନସରରେ ୧, ଟିଟିଲାଗଡ଼ ବ୍ଲକର ବାନ୍ଦୁପଲାରେ ୧,  ୱାର୍ଡ ନଂ-୧ରେ ୧.  ୱାର୍ଡ ନଂ-୨ରେ ୪,  ୱାର୍ଡ ନଂ-୮ ରେ ୩,  ୱାର୍ଡ ନଂ-୧୪ରେ ୧ ଓ  ୱାର୍ଡ ନଂ-୧୫ରେ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ତୁରେକେଲା ବ୍ଲକର କୁଇବାହାଲରେ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ବଲାଙ୍ଗିର ମୁନିସିପାଲିଟିରେ ଚିହ୍ନଟ ହୋଇଥିବା ୩୮ଜଣ କରୋନା ପଜିଟିଭଙ୍କ ମଧ୍ୟରେ  ୱାର୍ଡ ନଂ-୧ରୁ ୨,  ୱାର୍ଡ ନଂ-୨ ରୁ ୬ଜଣ,  ୱାର୍ଡ ନଂ-୫ରୁ ୨ଜଣ,  ୱାର୍ଡ ନଂ-୬, ୭ ଓ ୯ରୁ ୨ଜଣ ଲେଖାଏଁ,  ୱାର୍ଡ ନଂ-୧୧ରୁ ୩ଜଣ,  ୱାର୍ଡ ନଂ-୧୨ରୁ ୪ଜଣ,  ୱାର୍ଡ ନଂ-୧୫ରୁ ୨ଜଣ,  ୱାର୍ଡ ନଂ-୧୮ରୁ ୪ଜଣ,  ୱାର୍ଡ ନଂ-୧୯ରୁ ୧ଜଣମ  ୱାର୍ଡ ନଂ-୨ଠରୁ ୪ଜଣ ଓ  ୱାର୍ଡ ନଂ-୨୧ରୁ ୩ଜଣ କରୋନା ପଜିଟିଭ  ଚିହ୍ନଟ ହୋଇଥିବା ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ପ୍ରକାଶ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   24-Jun-2026
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026

You Might Also Like