-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ମନୋରଞ୍ଜନ

ମଣ୍ଡପକୁ ବାଇକରେ ଦମଦାର୍ ଏଣ୍ଟ୍ରି ମାରିଲେ ବରୁଣ: ଭାଇରାଲ୍ ହେଉଛି ଫଟୋ

28-Jan-2021



ମୁମ୍ବାଇ - ପ୍ରେରଣା ଖବର ବ୍ୟୁରୋ) : ବଲିଉଡ ଅଭିନେତା ବରୁଣ ଧୱନ ଓ ନତାଶା ଦଲାଲ ଜାନୁଆରୀ ୨୪ ତାରିଖରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ମହାରାଷ୍ଟ୍ର ଆଲିବଗର ଏକ ହୋଟେଲରେ ଉଭୟଙ୍କ ବିବାହ ସମ୍ପନ୍ନ ହୋଇଛି। ବଲିଉଡର ଏହି ବିବାହ ସମାରୋହରେ ଉଭୟ ପରିବାର ଓ ନିକଟ ସମ୍ପର୍କୀୟ ସାମିଲ ହୋଇଥିଲେ। କରୋନା ମହାମାରୀ ଯୋଗୁଁ ଅଧିକ ଅତିଥିଙ୍କୁ ନିମନ୍ତ୍ରଣ କରାଯାଇନଥିଲା। ପରିବାର ଓ ନିକଟ ସମ୍ପର୍କୀୟଙ୍କ ଛଡା ବଲିଉଡର କିଛି ଜଣାଶୁଣା ସେଲିବ୍ରିଟି ବିବାହ ସମାରୋହରେ ସାମିଲ ହୋଇଥିଲେ। କରଣ ଜୋହର, ମନୀଷ ମଲହୋତ୍ରା, ଅର୍ଜୁନ କପୁର, ସିଦ୍ଧାର୍ଥ ମଲହୋତ୍ରା ଆଦି ବିବାହରେ ସାମିଲ ହୋଇଥିଲେ। ବର୍ତ୍ତମାନ ବରୁଣ ନତାଶାଙ୍କ ବାହାଘର ଫଟୋ ଓ ଭିଡିଓ ଭାଇରାଲ ହେଉଛି।

ବରୁଣ ଧୱନଙ୍କ ବାହାଘରର ଏକ ଫଟୋ ବର୍ତ୍ତମାନ ଖୁବ ଭାଇରାଲ ହେଉଛି। ବାହାଘର ପାଇଁ ବରୁଣଙ୍କ ଦମଦାର ଏଣ୍ଟ୍ରି ଫଟୋ ସୋସିଆଲ ମିଡ଼ିଆରେ ଭାଇରାଲ ହୋଇଛି ଯେଉଁଥିରେ ସେ ବାହାଘର ପାଇଁ ବାଇକରେ ଏଣ୍ଟ୍ରି କରିଥିଲେ। ବରୁଣଙ୍କ ପ୍ରଶଂସକ ତାଙ୍କର ଏହି ଅନ୍ଦାଜକୁ ଖୁବ ପସନ୍ଦ କରିଛନ୍ତି। ଫଟୋରେ ବରୁଣ ବର ବେଶରେ ବାଇକରେ ବିବାହ ମଣ୍ଡପକୁ ଆସୁଥିବା ଦେଖିବାକୁ ମିଳିଛି। ବରୁଣଙ୍କ ସହ ବାଇକ ପଛପଟେ ଏକ ଶିଶୁ ବି ବସିଛି। ବରୁଣଙ୍କ ଏହି ଫଟୋ ସୋସିଆଲ ମିଡ଼ିଆରେ ବହୁତ ଭାଇରାଲ ହେଉଛି।

ବରୁଣ ଧୱନ ନିଜେ ନିଜ ସୋସିଆଲ ମିଡ଼ିଆ ଆକାଉଣ୍ଟରେ ବାହାଘରର କିଛି ଫଟୋ ସେୟାର କରିଛନ୍ତି। ବାହାଘର ସାରିବା ପରେ ବରୁଣ ଧୱନ ପତ୍ନୀ ନତାଶା ଦଲାଲଙ୍କୁ ନେଇ ମୁମ୍ବାଇ ଫେରି ଆସିଛନ୍ତି। ମୁମ୍ବାଇ ଫେରି ସେ ସୁଟିଂ ବି ଆରମ୍ଭ କରିଦେଇଛନ୍ତି। ଫେବୃଆରୀ ୨ ତାରିଖରେ ମୁମ୍ବାଇରେ ବରୁଣ-ନତାଶାଙ୍କ ବାହାଘର ରିସେପ୍ସନ ଅଛି। ଏହି ରୟାଲ ରିସେପ୍ସନ ପାର୍ଟିରେ ବଲିଉଡ ସେଲିବ୍ରିଟି ସାମିଲ ହେବେ ବୋଲି ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm