-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||      ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ    (29-Apr-2026)       ||      ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   (29-Apr-2026)       ||      ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||      ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   (29-Apr-2026)       ||      ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   (29-Apr-2026)       ||      ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    (29-Apr-2026)       ||      *ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   (29-Apr-2026)       ||      ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   (29-Apr-2026)       ||      ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   (29-Apr-2026)       ||      ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   (29-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର   (29-Apr-2026)       ||      ନାରୀଶକ୍ତି ବନ୍ଦନ ଅଧିନିୟମ ଶୀର୍ଷକ ଆଲୋଚନାଚକ୍ର   (29-Apr-2026)       ||      *ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   (29-Apr-2026)       ||      *ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   (29-Apr-2026)       ||      ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   (29-Apr-2026)       ||      ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   (29-Apr-2026)       ||      ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   (29-Apr-2026)       ||      ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    (29-Apr-2026)       ||      ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ    (29-Apr-2026)       ||     

HOME   ଜିଲ୍ଲା

କୋଶଲି ସାହିତ୍ୟ ସଂସ୍କୃତି ବିକାଶ ପରିଷଦର ନୁଆଁଖାଇ ଭେଟ ଉଛବ୍ ଅନୁଷ୍ଠିତ

15-Sep-2025



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ପତିତପାବନ ଏକାଡେମୀ ସଭାଗୃହରେ କୋଶଲି ସାହିତ୍ୟ ସଂସ୍କୃତି ବିକାଶ ପରିଷଦ ତରଫରୁ ନୁଆଁଖାଇ ଭେଟ ଉଛବ୍ ଅନୁଷ୍ଠିତ ହୋଇ ଜାଇଛି। ବିଶିଷ୍ଟ କୋସଲି ସଂଗଠକ ରଘୁନାଥ ବାବୁଙ୍କ ପୌରହିତ୍ୟରେ ଅନୁଷ୍ଠିତ  ଏହି ବୈଠକରେ କବିସୁଜିତ କୁମାର ସତପଥି ସଭାପତିତ୍ବ କରିବା ସହିତ ମଞ୍ଚପରିଚାଳନା କରିଥିଲ l ସଂଗଠନର ସଚିବ ମଧୁସୂଦନ ଦାସ ଓ କବି ସୁଶାନ୍ତ ବାଗ ଙ୍କ ଦିଗଦର୍ଶନ  ତଥା  ଟ୍ରଷ୍ଟି ପଦ୍ମଶ୍ରୀ ନରସିଂହ ପ୍ରସାଦ ଗୁରୁଙ୍କ  ମାର୍ଗଦର୍ଶନ ପାଇଁ ସଦସ୍ୟ ମାନଙ୍କ

ତରଫରୁ ସାମୁହିକ କୃତଜ୍ଞତା ଓ ଧନ୍ୟବାଦ ଦିଆଯାଇ ଥିଲା । ମଞ୍ଚରେ ଅତିଥି ଭାବରେ ସର୍ବଶ୍ରୀ ଡଃ. ଘାସିରାମ ମିଶ୍ର, ଡଃ. କୌତୁକ ପନ୍ଦର, କବି ନବୀନ ବିଶ୍ବବନ୍ଧୁ, କବି ଜ୍ୟୋତିପ୍ରକାଶ ଗଡ଼ତ୍ୟା ଓ କବି ରାଜେଶ ଦଣ୍ଡସେନା ମଞ୍ଚାସୀନ ଥିଲେ l ଏଇ ଅବସରରେ କବି ସଂକିର୍ତନ ମହାଲିଙ୍ଗ ଙ୍କ କୋସଲି କବିତା ସଙ୍କଳନ "ଭିନେ ସଁସାର" ଉନ୍ମୋଚିତ ହୋଇଥିଲା । ଏହି ଅବସରରେ ସଂଗଠକ ଶ୍ରୀମାନ ଆଶୁତୋଷ ମିଶ୍ର ଓ ପ୍ରଶାନ୍ତ କୁମାର ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l 
ଦ୍ବିତୀୟ ପର୍ଯ୍ୟାୟରେ ଏକ ବର୍ଣ୍ଣାଢ଼୍ୟ କୋସଲି କବିତା ଆସର କବି ସଚ୍ଚିଦାନନ୍ଦ ପଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇ ଥିଲା l  ବିଶିଷ୍ଟ କୋଶଲି'କବି ସୁଶାନ୍ତ ବାଗ, ନିର୍ମାଲ୍ୟ ସ୍ବାଇଁ, ପୁଷ୍ପାଞ୍ଜଳି ମେହେର, ସରସ୍ଵତୀ ମିଶ୍ର, ପୁସ୍ତମ ଜୁଆଡ଼ି ଓ

ଲୋକେଶ୍ବର ପାଣ୍ଡେ ମଞ୍ଚାସୀନ ହୋଇଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଠ ଟ୍ରଷ୍ଟ ସଦସ୍ୟ ଶରତ କୁମାର ହୋତା, କିଶୋର କୁମାର ପୁରୋହିତ, ବିରେନ୍ଦ୍ର କୁମାର ବନଛୋର୍, ଆଶୁତୋଷ ମିଶ୍ର, ଶ୍ରୀପାଳ ପଣ୍ଡା, ନବକିଶୋର ବେହେରା, ତପସ୍ଵିନୀ ପଶାୟତ, ଅଭିଜିତ ଫରିକାର, କୁମାରୀ କବିତା ଝାଙ୍କର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ !


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    29-Apr-2026
  ରାଜ୍ୟ  
ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ   29-Apr-2026
  ରାଜ୍ୟ  
ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   29-Apr-2026
  ଜିଲ୍ଲା  
ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   29-Apr-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   29-Apr-2026
  ଜିଲ୍ଲା  
ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   29-Apr-2026
  ଜିଲ୍ଲା  
ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    29-Apr-2026
  ଜିଲ୍ଲା  
*ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   29-Apr-2026
  ଦେଶ ବିଦେଶ  
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   29-Apr-2026
  ରାଜ୍ୟ  
ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   29-Apr-2026
  ଜିଲ୍ଲା  
ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   29-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର   29-Apr-2026

You Might Also Like