-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ବଡଟିକା ପଞ୍ଚାୟତ ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ

15-Sep-2025



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ବଡ଼ଟିକା ଗ୍ରାମ ପଞ୍ଚାୟତ ସଭା ଗୃହରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା l ଜିପିଓ ଶ୍ରୀ ସୌଭାଗ୍ୟ ପଧାନ ଙ୍କ ତତ୍ତ୍ଵାବଧାନରେ ଆଜିର ଜନ ଶୁଣାଣୀ ଶିବିର ପରିଚାଳିତ ହୋଇଥିଲା l ଆଜିର ଶିବିର ରେ ମୁଖ୍ୟଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ମହାପାତ୍ର କୁଲଦୀପ ମହାନ୍ତି, ଆଗଲପୁର ସ୍ବାସ୍ଥ୍ୟ  କେନ୍ଦ୍ର ଅଧିକାରୀ ଧୀରେନ୍ଦ୍ର ମେହେର ଓ ଅଙ୍ଗନୱାଡ଼ି ସୁପର ଭାଇଜର୍ ଶ୍ରୀମତୀ  ସତ୍ୟବତୀ ମିଶ୍ର  ଅତିଥି ଭାବେ ଯୋଗଦେଇ ଥିଲେ l ଏହି ଅଭିଯୋଗ କେନ୍ଦ୍ର ରେ ସମୁଦାୟ  15  ଟି ଦରଖାସ୍ତ ପଞ୍ଜିକରଣ ହୋଇଥିଲା l ଏହି ଶିବିର ମୁଖ୍ୟତଃ  ଫସଲ ବୀମା, ଶିକ୍ଷକ ନିଯୁକ୍ତି, ଆବାସ ଗୃହ, ମରୁଡି,ମନରେଗା, ଭତ୍ତା ରାସନ କାର୍ଡ,  ଅନ୍ତଦ୍ୱୟ, କାର୍ଡ,ଭତ୍ତା ,ଉପରେ ଅଭିଯୋଗ ଆସିଥିଲା l ବ୍ଲକ ର ଆଲୋକ ରଂଜନ ମିଶ୍ର , ସୁନିଲ ସାହୁ ,ସୁଶାନ୍ତ ମହାକୁର , ଧୁବଳ କିଶୋର ମଲ୍ଲିକ , ସୌଭାଗ୍ୟ ପଧାନ , ଅଂଶୁମାନ ବାବୁ, ଜେଇ ଦୁର୍ଗା ପ୍ରସାଦ ମିଶ୍ର  ,ସି ଆର୍ ସି ସି ଓ ଅଭି ସାହୁ ଉପସ୍ଥିତ ଥିଲେ। Iଗ୍ରାମ ପଞ୍ଚାୟତ ର  ସରପଞ୍ଚ ଶ୍ରୀ ଉଦୟ ନାଏକ୍,, ଏ ଡି ଇ ଓ , ଶ୍ରୀ ବିମ୍ବାଧର କର୍ତ୍ତି, , ପ୍ରମୁଖ ଉପସ୍ଥିତ ରହି ଶିବିର କୁ ସହଯୋଗ କରିଥିଲେ ।  ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ କିଶୋର ଭୁଏ ମଧ୍ୟ ଉପସ୍ଥିତ ରହି ପୂର୍ଣ୍ଣ ସହଯୋଗ କରିଥିଲେ l ଏହାସହ ଉଦ୍ୟାନ ବିଭାଗ , ପଶୁ ବିଭାଗ, ରାଜସ୍ବ ବିଭାଗ, ମତ୍ସ୍ୟ ବିଭାଗ ର ସହଯୋଗୀ ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ଥିଲେ। ଲୋଇସିଂହା ଥାନାରୁ ଶ୍ରୀ ସୁମନ୍ତ ପଧାବ୍ ମଧ୍ୟ ଆସି ଶାନ୍ତି ଶୃଙ୍ଖଳା ରକ୍ଷା ଦାୟିତ୍ୱରେ ଥିଲେ l ଆଜିର ଜନ ଶୁଣାଣୀ ଶିବିର ରେ ସର୍ବମୋଟ 15  ଟି ଅଭିଯୋଗ ପଞ୍ଜିକରଣ ହୋଇଥିବା ପଞ୍ଜିକରଣ ଅଧିକାରୀ ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like