-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ମାୟାବର୍ହା ରେ ହିନ୍ଦୀ ଦିବସ ପାଳିତ

16-Sep-2025



ଡୁଙ୍ଗୁରିପାଲି, ତା ୧୬/୯(ପ୍ରେରଣା ଖବର) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ  ବିଦ୍ୟାଳୟ ମାୟାବର୍ହ୍।ଠାରେ ପ୍ରଧାନଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ବରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ ହୋଇଯାଇଛି । ବିଜ୍ଞାନ ଶିକ୍ଷକ ତଥା ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ସଭାକୁ ସଂଯୋଜନା କରିଥିଲେ। ସଭାରେ  ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ ସ୍ବାଗତ ଭାଷଣ ପ୍ରଦାନ କରିବା ସହ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ ବାବୁପାଲିର ପୂର୍ବତନ ହିନ୍ଦୀ ଶିକ୍ଷକ ପଙ୍କଜ କୁମାର ମେହେର ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ହିନ୍ଦୀ କେବଳ ଆମ ଭାଷା ନୁହେଁ ଆମ ସଂସ୍କୃତି ବୋଲି ମତ ପ୍ରକାଶ କରିଥିଲେ। ବଦକର୍ଲେ ଉଚ୍ଚ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ପ୍ରଧାନ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି ହିନ୍ଦୀର ଇତିହାସ ବିଷୟ ରେ ତଥ୍ୟ ପ୍ରଦାନ କରିଥିଲେ। ଅନ୍ୟତମ ଅତିଥି ସମ୍ପଦ ଖମାରୀ ହିନ୍ଦୀ କେବଳ ରାଷ୍ଟ୍ରୀୟ ଭାଷା ନୁହେଁ ଏହା ପ୍ରତ୍ୟେକ ଭାରତୀୟଙ୍କ ହୃଦ୍ ସ୍ପନ୍ଦନ ବୋଲି ମତ ବ୍ୟକ୍ତ କରିଥିଲେ।   ଶିକ୍ଷକ  ମନୋଜ କୁମାର ପୂଜାରୀ, ରାଜୁ ମେହେର, ସ୍ନିଗ୍ଧା ପ୍ରଧାନ , ନିକିତା ଦୀପ, କିରଣ କୁମାର ପଟେଲ ସଭାରେ ଉପସ୍ଥିତ ରହି  ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ।

ଖେଳ  ଶିକ୍ଷକ ଚିନ୍ମୟ କୁମାର ଦାସ  ଏହି ଅବସରରେ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ।  ଛାତ୍ର ଛାତ୍ରୀଙ୍କ ମଧ୍ୟରୁ ପୂଜାରାଣୀ ପ୍ରୀତି, ଆୟୁଶି, ମଞ୍ଜୁ, ଆକାଶ, ଶ୍ରୀତମ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ। ଛାତ୍ରୀ ଶ୍ରିମୟୀ ଓ ଜାଗୃତି ସ୍ବାଗତ ସଙ୍ଗୀତ ପରିବେଷଣ କରିଥିବା ବେଳେ କାର୍ଯ୍ୟକ୍ରମକୁ  ମୀନକେତନ ଦାସ, ବିଭୀଷଣ ଖମାରୀ, ସୁରଜ୍ ଖମାରୀ , ସମୀର କାଠର, ସୋଭାଗିନି ସାହୁ, ସୂର୍ଯ୍ୟକାନ୍ତି କାଣ୍ଡ ପ୍ରଭୁତି   ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like