-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଡେଲାଙ୍ଗ ବ୍ଲକ ରେ ଜ଼ିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିରରେ ସମୁଦାୟ ୧୪୧ ଗୋଟି ଅଭିଯୋଗର ପଂଜିକରଣ

16-Sep-2025



(ପ୍ରେରଣା ଖବର)
ଡେଲାଙ୍ଗ ବ୍ଲକ ସମ୍ମିଳନୀ କକ୍ଷ ପରିସରରେ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିରରେ ସମୁଦାୟ ୧୪୧ ଗୋଟି ଅଭିଯୋଗର ପଂଜିକରଣ ହୋଇଥିଲା | ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା, ଏସପି ପ୍ରତୀକ ସିଂ, ଉପଜିଲ୍ଲାପାଳ ରାଜ କିଶୋର ଜେନା, ଏଡିଏମ ଶରତ ଚନ୍ଦ୍ର ବେହେରା, ସିଡିଏମଓ ଅକ୍ଷୟ କୁମାର ଶତପଥୀ, ଡେପୁଟି କଲେକ୍ଟର ମନୀଷା ଷଡ଼ଙ୍ଗୀ,ଭାରପ୍ରାପ୍ତ ଅଭିଯୋଗ ଶୁଣାଣି ଅଧିକାରୀ ପଞ୍ଚାନନ ପରିଜା, ବ୍ଲକ ଉପାଧ୍ୟକ୍ଷ ଦୁର୍ବାସା ନିଶଙ୍କ, ବିଡ଼ିଓ କ୍ଷିତିଶ ବେହେରା, ତହସିଲଦାର ଦେବୀ ପ୍ରସାଦ ଆଚାର୍ଯ୍ୟ, ଏସଡିପିଓ ଦେବାଶିଷ ମିଶ୍ର,ଆଇଆଇସି ଶ୍ୟାମଘନ ବାରିକ, ସହାୟକ ନିର୍ବାହୀ ଯନ୍ତ୍ରୀ ସୁବ୍ରତ କୁମାର ବାରିକ, ହେଡ଼ କ୍ଲର୍କ ଆଶିଷ କୁମାର ପାତ୍ର, ଡିଈଓ ଦୀପକ କୁମାର ପାଢ଼ୀ ସମସ୍ତ ବ୍ଲକ ସ୍ତରୀୟ ଏବଂ ଜ଼ିଲ୍ଲା ସ୍ତରୀୟ ଅଧିକାରୀ ଯୁଗ୍ମ ଜନ ଶୁଣାଣୀ ଶିବିରରେ ଉପସ୍ଥିତ ରହି ଆସିଥିବା ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ | ଆଜି ଆସିଥିବା ୧୪୧ ଅଭିଯୋଗ ମଧ୍ୟରୁ ୧୦୬ ଗୋଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଥିବା ବେଳେ ୩୫ ଗୋଟି ଅଭିଯୋଗ ଗୋଷ୍ଠୀ ଭିତ୍ତିକ ରହିଥିଲା  ଓ ୧୫ ଅଭିଯୋଗର ତତ୍କାଳ ସମାଧାନ କରା ଯାଇଥିଲା lସମସ୍ତ ଅଭିଯୋଗ  ଜିଲ୍ଲାପାଳ ଗ୍ରହଣ କରିବା ପରେ  ଅଭିଯୋଗ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ଦରଖାସ୍ତ ଗୁଡିକ ପ୍ରଦାନ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like