-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   (29-Apr-2026)       ||      ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    (29-Apr-2026)       ||      ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ    (29-Apr-2026)       ||      ଗୋସେବା ଶିବିର   (29-Apr-2026)       ||      ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ    (29-Apr-2026)       ||      କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||     

HOME   ଜିଲ୍ଲା

ସିଂହିଯୁବା ହାଇସ୍କୁଲ ରେ ହିନ୍ଦୀ ଦିବସ ପାଳିତ

16-Sep-2025



ସିଂହିଯୁବା, ତା ୧୬/୯(ପ୍ରେରଣା ଖବର):ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଅନ୍ତର୍ଗତ ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ ଶିଂହିଯୁବା ଠାରେ ପ୍ରଧାନ ଶିକ୍ଷକ ହେମନ୍ତ ମେଶୁଆ ଙ୍କ ସଭାପତିତ୍ବ ରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ ହୋଇଯାଇଛି । ଗଣିତ ଶିକ୍ଷକ ତଥା ବରିଷ୍ଠ ଶିକ୍ଷକ ଅନିଲ କୁମାର ସେଠୀ ସଭା କୁ ସଂଯୋଜନା କରିଥିଲେ । ସଭାରେ ହିନ୍ଦୀ ଶିକ୍ଷକ ବିଜୟ କୁମାର ବେହେରା ସ୍ୱାଗତ ଭାଷଣ ପ୍ରଦାନ କରିବା ସହ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ଏବଂ ସେ ପ୍ରତ୍ୟେକ ସମୁଦାୟ ନିଜର ଭାଷା କୁ ନିଜର ଗର୍ବ ପରିଚୟ ଭାବ ରେ ଦେଖିଥାଏ ବୋଲି କହିବା ସହ ହିନ୍ଦୀ ଭାଷା ଆମ ଦେଶର ସଂସ୍କୃତି ଓ ସଂସ୍କାର ର ପ୍ରତିବିମ୍ବ ଅଟେ ବୋଲି କହିଥିଲେ ।ସରକାରୀ ଉଚ୍ଚ ବିଦ୍ୟାଳୟ ସମ୍ଳେଇଚୁଆଁ ର କାର୍ଯ୍ୟରତ ହିନ୍ଦୀ ଶିକ୍ଷୟତ୍ରୀ ସୀମା ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ହିନ୍ଦୀ ଦିବସ ର ମହତ୍ତ୍ଵ ବିଷୟ ରେ ନିଜ ବକ୍ତବ୍ୟ ରଖିବା ସହ ହିନ୍ଦୀ ଆମ ସଂସ୍କୃତି ର ଜୀବନ ଧାରା ବୋଲି କହିଥିଲେ ।ସମ୍ମାନିତ ଅତିଥି ଭାବରେ ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ ର ପୂର୍ବତନ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରେମ ରାଜ ପତି ଯୋଗ ଦେଇ ହିନ୍ଦୀ ର ଇତିହାସ ବିଷୟ ରେ ତଥ୍ୟ ପ୍ରଦାନ କରିଥିଲେ ।

ଛାତ୍ର ଛାତ୍ରୀ ଙ୍କ ମଧ୍ୟ ରୁ ରିମଝିମ୍ , ଯଶୋବନ୍ତି , ଶିଳ୍ପୀ , ଶିବାନୀ , ଅଂଶିକା ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ ।ପରିଶେଷରେ ଶିକ୍ଷକ ଅନିଲ କୁମାର ସେଠୀ ଏଇ ଅବସର ରେ ସମସ୍ତଙ୍କୁ ଧନ୍ୟବାଦ୍ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମ କୁ ସଦାନନ୍ଦ ପାଢୀ, ବିଜୟ କୁମାର ମିସ୍ତ୍ରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   29-Apr-2026
  ଜିଲ୍ଲା  
ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    29-Apr-2026
  ରାଜ୍ୟ  
ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ   29-Apr-2026
  ଜିଲ୍ଲା  
ଗୋସେବା ଶିବିର   29-Apr-2026
  ଜିଲ୍ଲା  
ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ   29-Apr-2026
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026

You Might Also Like