-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||     

HOME   ଜିଲ୍ଲା

ଅମରପାଲି ହାଇସ୍କୁଲ ରେ ବିଶ୍ଵ ଓଜୋନ ଦିବସ ପାଳନ

16-Sep-2025



ବୀରମହାରାଜପୁର,(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ମଙ୍ଗଳବାର ଅପରାହ୍ନରେ ବିଶ୍ଵ ଓଜୋନ ଦିବସ  ପାଳନ ହୋଇଯାଇଛି। ବିଜ୍ଞାନ ଶିକ୍ଷକ ସମ୍ବିତ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବହଳପଦର କ୍ଲଷ୍ଟର ର ସିଆରସିସି କମ୍ଭୁଧର ପ୍ରଧାନ , ସ୍କୁଲର ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ପଣ୍ଡା, ପୀତାମ୍ବର ସାହୁ,ସ୍କୁଲ ପରିଚାଳନା କମିଟିର ସଦସ୍ୟ କାର୍ତ୍ତିକ ପ୍ରଧାନ,ଶିକ୍ଷକ ପଦ୍ମନାଭ ପ୍ରଧାନ,ବ୍ରହ୍ମାନନ୍ଦ ପ୍ରଧାନ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ଅତିଥିମାନେ ନିଜ ବକ୍ତବ୍ୟରେ ଓଜୋନ ସ୍ତର ର କାର୍ଯ୍ୟ ,ଏହାର ପ୍ରଭାବ ଏବଂ ଏହି ଦିବସ ପାଳନ ର ତାତ୍ପର୍ଯ୍ୟ ବିଷୟରେ ମତବ୍ୟକ୍ତ କରିବା ସହିତ ପରିବେଶ ରେ ସନ୍ତୁଳନ ରଖିବାପାଇଁ ବୃକ୍ଷ ରୋପଣ ର ଆବଶ୍ୟକତା ରହିଛି ବୋଲି କହିଥିଲେ। ଏହି ଅବସର ରେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ଶେଷରେ ଶିକ୍ଷକ କହ୍ନେଇ ଚରଣ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନା ରେ ନଟବର ରଣା, ନଟିଆ ଚରଣ ସାହୁ,ଜଗନ୍ନାଥ ସାହୁ ଓ ଗୋବର୍ଦ୍ଧନ ନାଏକ ପ୍ରମୁଖ ସହଯୋଗ କରିଥିଲେ। କାର୍ଯ୍ୟକ୍ରମ ରେ ସ୍କୁଲର ସମସ୍ତ ଛାତ୍ରିଛାତ୍ର ଅଂଶ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026

You Might Also Like

                   
  ଜିଲ୍ଲା  

Qwert

   
  ଜିଲ୍ଲା  

Jk