-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଜୋନ ସ୍ତରୀୟ ଖୋକୋ,କବାଡି ଖେଳାଳି ଚୟନ

16-Sep-2025



ବୀରମହାରାଜପୁର,(ବିନୋଦ ପାଣ୍ଡେ ‌)
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଆଜି ‌ଜୋନ ସ୍ତରୀୟ ଖୋକୋ ଓ କବାଡି ଖେଳାଳି ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଅମରପାଲି ହାଇସ୍କୁଲର ଖେଳ ଶିକ୍ଷକ କହ୍ନେଇ ଚରଣ ପ୍ରଧାନ ଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଉଦ୍ଘାଟନୀ ଉତ୍ସବରେ ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍ଘାଟନ କରିଥିଲେ। ଏହି ପ୍ରତିଯୋଗିତାରେ ବହଳପଦର, ଦୁର୍ଜନତୈଳା, ଲୁତୁରପଙ୍କ, କେନଝିରିଆପାଲି, ଖଣ୍ଡହତା ଓ ମୁର୍ଷୁଣ୍ଢି ପଞ୍ଚାୟତର ପ୍ରାୟ ୧୦ ଟି ସ୍କୁଲରୁ ୧୧୫ ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ। ଏଥିରେ ୧୭ ବର୍ଷରୁ କମ ଓ ୧୪ ବର୍ଷରୁ କମ ଉଭୟ ବାଳିକା ଓ ବାଳକ ବର୍ଷର ଖୋକୋ ଏବଂ କବାଡି ପ୍ରତିପୋଗିତ ହୋଇଥିଲା। ଉଭୟ ବାଳିକା ଓ ବାଳକ ବର୍ଗର କବଡିରୁ ୩୮ ଜଣ ଓ ଖୋକୋ ରୁ ୩୯ ଜଣ ସମୁଦାୟ ୭୭ ଜଣ ପ୍ରତିଯୋଗୀ ଚୟନ ହୋଇ ବ୍ଲକ ସ୍ତରୀୟ ପ୍ରତିଯୋଗୀତା ରେ ଅଂଶ ଗ୍ରହଣ କରିବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଆସନ୍ତା ଗୁରୁବାର ଦିନ ବ୍ଲକ ର ପିତାମହୁଲ ହାଇ ସ୍କୁଲରେ ହେବାକୁ ଥିବା  ବ୍ଲକ ସ୍ତରୀୟ ଖୋକୋ ଏବଂ କବାଡି ଖେଳାଳି ଚୟନ ଶିବିରେ ଚୟନ ହୋଇଥିବା ୭୭ ପ୍ରତିଯୋଗୀ ଅଂଶ ଗ୍ରହଣ କରିବେ। ଅମରପାଲି ହାଇସ୍କୁଲ ର ଖେଳ ପଡ଼ିଆରେ ଅନୁଷ୍ଠିତ ହୋଇଥିବା ଉକ୍ତ ଜୋନ ସ୍ତରୀୟ କବାଡି ଓ ଖୋକୋ ଖେଳାଳି ଚୟନ ଶିବିର ରେ ସ୍ଥାନୀୟ ହାଇସ୍କୁଲ ର ଖେଳ ଶିକ୍ଷକ କହ୍ନେଇ ଚରଣ ପ୍ରଧାନ ସମେତ କେନଝିରିଆପାଲି ହାଇସ୍କୁଲର ଖେଳ ଶିକ୍ଷକ ସୁରେନ୍ଦ୍ର କୁମାର ପ୍ରଧାନ, ଲୁତୁରପଙ୍କ ହାଇସ୍କୁଲର ଖେଳ ଶିକ୍ଷକ ଶକ୍ତି ସାମନ୍ତରାୟ, ସ୍ଥାନୀୟ ୟୁପି ସ୍କୁଲ ର ଖେଳ ଶିକ୍ଷୟିତ୍ରୀ ଆନନ୍ଦୀନୀ ପ୍ରଧାନ, ମୁର୍ଷୁଣ୍ଢି ହାଇସ୍କୁଲର ଖେଳ ଶିକ୍ଷକ ଶ୍ରୀକାନ୍ତ ନାଏକ, ବିପ୍ର ଚରଣ ପେରା,ଶେଷଦେବ ପ୍ରଧାନ,ନଳରାଜ ମେହେର  ଖେଳ ଗୁଡ଼ିକ ପରିଚାଳନା କରିଥିଲେ। ଅମରପାଲି ହାଇସ୍କୁଲର ସମସ୍ତ ଶିକ୍ଷକ, କର୍ମଚାରୀ ସମତେ ବିଭିନ୍ନ ସ୍କୁଲରୁ ଆସିଥିବା ଶିକ୍ଷକମାନେ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like