-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାରେ ଭୁଶୁଡୁଛି ବିଜେଡିର ଗଡ* *ବିଜେପିରେ ଯୋଗଦେଲେ ତରଭା ବ୍ଲକର ବହୁ ସମିତି ସଭ୍ୟ ଓ ସରପଞ୍ଚ*

16-Sep-2025



ସୁବର୍ଣ୍ଣପୁର,( ମନୋରଞ୍ଜନ ତ୍ରିପାଠୀ)
ଓଡ଼ିଶାରେ ବଦଳିଛି ସରକାର ଆସ୍ତେ ଆସ୍ତେ ବଦଳୁଛି ରାଜନୈତିକ ସମୀକରଣ l ବିଜେଡି ର ହେଭି ୱେଟ୍ ନେତାଙ୍କ ଗଡ କୁହାଯାଉଥିବା ବବି ଦାସ ଙ୍କ ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀ ଠୁ ଧରି ନିରଞ୍ଜନ ପୂଜାରୀଙ୍କ ସୁବର୍ଣ୍ଣପୁର ନିର୍ବାଚନ ମଣ୍ଡଳୀ ତଥା ତରଭା ବ୍ଲକରେ ଭୁଶୁଡୁଛି ବିଜେଡିର ଗଡ l ଜିଲ୍ଲାରେ ବିଜେଡି ତଥା ସ୍ଥାନୀୟ ବିଧାୟକ ନିରଞ୍ଜନ ପୂଜାରୀଙ୍କ ଗଡ଼ କୁହାଯାଉଥିବା ତରଭା ବ୍ଲକରେ ବିଜେଡିରୁ ସାମୂହିକ ଭାବେ ଇସ୍ତଫା ଦେଇଛନ୍ତି ୨୦ ରୁ ଉର୍ଦ୍ଧ୍ବ ସମିତି ସଭ୍ୟ, ସରପଞ୍ଚ ଓ ପ୍ୟାକସ୍ ସଭାପତି l ଏହି ଅଞ୍ଚଳରୁ ଶ୍ରୀ ପୂଜାରୀ ସର୍ବାଧିକ ଭୋଟ ପାଇ ଲଗାତର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି l ସୁବର୍ଣ୍ଣପୁର ଜିଲ୍ଲା ବିଜେଡି ସଭାପତି ତଥା ବିଧାୟକ ଙ୍କ ଅନୁଗତ ସରୋଜ କମ୍ପ ତରଭା ପଞ୍ଚାୟତ ସମିତି ଅଧକ୍ଷ ଥିବାବେଳେ ସାମୂହିକ ଦଳ ଛାଡିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି l ଲୋକ ପ୍ରତିନିଧି ମାନେ ସାମୂହିକ ଇସ୍ତଫା ଦେବା ସହ ସାଂସଦ ଙ୍କ ବ୍ଲକ ପ୍ରତିନିଧି ବିମଳ ଚନ୍ଦ୍ର ମିଶ୍ର ଓ ପ୍ରତିନିଧି ସାନନ୍ଦ ମେହେରଙ୍କ ସଂଯୋଜନାରେ ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂଦେଓ ଙ୍କୁ ତାଙ୍କ ବଲାଙ୍ଗୀର ସ୍ଥିତ ବାସଭବନ ରେ ସାକ୍ଷାତ କରି ବିଜେପିରେ ସାମିଲ ହୋଇଛନ୍ତି ସମସ୍ତ ସମିତି ସଭ୍ୟ ଓ ସରପଞ୍ଚ l ନୂତନ ଭାବେ ବିଜେପି ରେ ଯୋଗ ଦେଇଥିବା ଲୋକ ପ୍ରତିନିଧି ମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିତୀ ଆଦର୍ଶ ରେ ଅନୁପ୍ରାଣିତ ହୋଇ ତଥା ବିକଶିତ ଭାରତ ଆହ୍ୱାନକୁ ସମର୍ଥନ ସହ ଜନହିତକର ନୀତି ଏବଂ ନିର୍ଣ୍ଣାୟକ ନେତୃତ୍ୱ ପ୍ରତି ସେମାନଙ୍କର ବିଶ୍ୱାସ ସହ ଅଭିବୃଦ୍ଧି ପ୍ରତି ବିଜେପିର ପ୍ରତିବଦ୍ଧତା ଉପରେ ଲୋକଙ୍କ ବିଶ୍ୱାସ ପାଇଁ ଯୋଗ ଦେଇଥିବା ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like