-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||     

HOME   ଜିଲ୍ଲା

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଅଗ୍ନି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

17-Sep-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
 ରାଜ୍ୟ ସରକାରଙ୍କ ନିର୍ଦେଶ କ୍ରମେ ଆଜି ସୋନପୁର ଦମକଳ କେନ୍ଦ୍ରର ସହକାରୀ ଅଗ୍ନିଶମାଧିକାରୀ ଭବେନ୍ଦ୍ର ନାଥ ଦେଙ୍କ ନେତୃତ୍ବରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଠାରେ ଏକ ଅଗ୍ନି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ଶ୍ରୀ ଦେଙ୍କ ସହିତ ସୋନପୁର ଦମକଳ କେନ୍ଦ୍ରର ସହକାରୀ କେନ୍ଦ୍ରାଧିକାରୀ ଶତୃଘ୍ନ କିସାନ, ମୁଖ୍ୟ ଅଗ୍ନି ଯୋଦ୍ଧା ଭଜଳ ବେହେରା, ଗାଡି ଚାଳକ ଦିନେଶ କୁମାର ଦାସ, ଅଗ୍ନି ଯୋଦ୍ଧା ଗାଡି ଚାଳକ ଭୈରବନନ୍ଦ ନାଥ ରାଉତ, ଅଗ୍ନି ଯୋଦ୍ଧା ପଦ୍ମନାଭ ଭୋଇ, ଶିବପ୍ରସାଦ ବୁହୁକା, ଭୁଲେଶ୍ବର ହୁଏ, ଜ୍ୟୋତିଶ୍ବର ଜୁମ୍ଭାର, ହେମନ୍ତ ସା, ସୁଷଣେ ଭୁଏ, ହିମାଂଶୁ ବାରିକ ତତ୍ ସହିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସିକ୍ୟୁରିଟି ଅଫିସର ସଂଜୟ କୁମାର ଷଡ଼ଙ୍ଗୀ ଓ ତାଙ୍କର ସ‌ହକର୍ମି ମାନେ ଯୋଗଦାନ କରିଥିଲେ । ଅଗ୍ନି ନିରାପତ୍ତା ବିଷୟରେ ସଚେତନ କରିବା ସହିତ ଅଗ୍ନି ବିପର୍ଯୟ ସମୟରେ ଧନ ଜୀବନ କିଭଳି ରକ୍ଷା କରାଯାଇପାରିବ ତା ବିଷୟରେ ବିଭିନ୍ନ କୌଶଳମାନ ଶିକ୍ଷା ଦିଆଯାଇ ଥିଲା ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଲାଗିଥିବା ନିଆଁ ଲିଭା ଉପକରଣ ଗୁଡିକର ତଦାରଖ କରାଯାଇଥିଲା । ତଦାରଖରୁ ଜଣାଗଲା ଯେ, ନିଆଁ ଲିଭା ଉପକରଣ ଗୁଡିକ ଠିକ୍ ଭାବରେ କାମ କରୁ ନଥିବା ଜଣାପଡିଥିଲା l ନିଆଁଲିଭା ଉପକରଣ ଗୁଡିକୁ ଶିଘ୍ର ମରାମତି କରି କାର୍ଯ୍ୟକ୍ଷମ କରିବା ନିମନ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କର୍ତ୍ତୃପକ୍ଷଙ୍କୁ ଜଣାଇ ଦିଆଯାଇଥିବା ଶ୍ରୀ ଦେ ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026
  ଜିଲ୍ଲା  
ସିଲ୍ ହେଲା ବେଆଇନ ବାଲି ଘାଟ   28-Apr-2026
  ଜିଲ୍ଲା  
ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   28-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026

You Might Also Like