-+91-9937148622 |
prerana_bgr@rediffmail.com |
Monday 27th April 2026 |
R.N.I. Regd No. ODIODI/2010/46693
Breaking News
17-Sep-2025
(ସୁଦାମ ଦୀପ)
ବରଗଡ ଜ଼ିଲ୍ଲା ବରପାଲି ବ୍ଲକ ଆଗଲପୁର ମଣ୍ଡଳ ତରଫରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ 75 ତମ ଜନ୍ମଦିନ ଅବସରରେ ଏକ ପେଡ ମା କେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ପ୍ରଥମେ ଆଗଲପୁର ସତ୍ୟସାଇ ମନ୍ଦିର ଠାରେ ପ୍ରଦୀପ ପ୍ରଜ୍ବଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏହି ଅବସରରେ ବାରଗୁଡା ଗ୍ରାମ ପଂଚାୟତ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ, ଆଗଲପୁର ଡାକ୍ତରଖାନା ରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଆଗଲପୁର ମଣ୍ଡଳ ସଭାପତି ପ୍ରଦୀପ ପଧାନ, ମଣ୍ଡଳ ପ୍ରତିନିଧି ଗୋବିନ୍ଦ ଜୁଆଡ଼ି, ଗଣପତି ସାହୁ, ଶତ୍ରୁଘନ ରାଉତ, ଅଜିତ ରାୟ, ଯଶୋବନ୍ତ ରାଉତ ମାନସ ବାରିକ ପ୍ରମୁଖ ଉପସ୍ଥିତ ଥିଲେ l