-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞ ର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||     

HOME   ଜିଲ୍ଲା

Jk

17-Sep-2025



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ 'ମାଆ ପାଇଁ ଗଛଟିଏ କାର୍ଯ୍ୟକ୍ରମ' ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ଡକ୍ଟର କୌତୁକ ପନ୍ଦରଙ୍କ ତତ୍ତ୍ବାବଧାନରେ ମହାବିଦ୍ୟାଳୟର ପରିସରରେ  ସମସ୍ତ ଅଧ୍ୟାପକ ଅଧ୍ୟାପିକା ଏବଂ ଛାତ୍ରଛାତ୍ରୀ ଶତାଧିକ ବୃକ୍ଷରୋପଣ କରିଥିଲେ। ଅଧ୍ୟକ୍ଷ ଡକ୍ଟର ପନ୍ଦର ଉଦବୋଧନ ଦେଇ କହିଥିଲେ 'ବୃକ୍ଷ ହେଉଛି ମଣିଷର ସର୍ବଶ୍ରେଷ୍ଠ ବନ୍ଧୁ '। କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନାର କାର୍ଯ୍ୟକାରୀ ଅଧିକାରୀ ଡକ୍ଟର ରମଣୀ ନାଏକ ଏବଂ ବଲାଙ୍ଗୀର ଜିଲ୍ଲାର ଯୁବ ରେଡକ୍ରସର ଆବାହକ ସଂପାଦିକା ବନ୍ଦନା ବାର ପରିଚାଳନା କରିବା ସହିତ ବୃକ୍ଷରୋପଣର ମହାତ୍ମ୍ୟ ସଂପର୍କରେ ଅବଗତ କରିଥିଲେ। ମାଆ ପାଇଁ ବୃକ୍ଷଟିଏ, ପ୍ରକୃତି ସୁରକ୍ଷା ଜୀବନ ରକ୍ଷା ଭଳି ସ୍ଳୋଗାନ ପରିସର ପ୍ରକମ୍ପିତ ହୋଇଉଠିଥିଲା। ଏଥିରେ ମହାବିଦ୍ୟାଳୟର ସହକାରୀ ପ୍ରଫେସର ଡକ୍ଟର ଶ୍ରୀକାନ୍ତ କୁମାର ବାରିକ, ଶ୍ରୀଯୁକ୍ତ ହୃଷୀକେଶ ଦାସ, ଡକ୍ଟର ମଧୁସ୍ମିତା ମିଶ୍ର, ମେଘନାଦ ସାହୁ, ଆଶୀର୍ବାଦ ସାହୁ, ସୁମନ୍ତ ରଣା, ଚନ୍ଦନ ପୁହାଣ, କମଳାକାନ୍ତ କରାଳିଙ୍କ ସମେତ ସମସ୍ତ ଅଧ୍ୟାପକ ଅଧ୍ୟାପିକା ସକ୍ରିୟ ଅଂଶଗ୍ରହଣ କରି କାର୍ଯ୍ୟକ୍ରମକୁ ସଫଳମଣ୍ଡିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞ ର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026
  ଜିଲ୍ଲା  
ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ   27-Apr-2026
  ଜିଲ୍ଲା  
କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   27-Apr-2026
  ଜିଲ୍ଲା  
ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   27-Apr-2026
  ଜିଲ୍ଲା  
ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   27-Apr-2026

You Might Also Like