-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   (20-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||     

HOME   ଜିଲ୍ଲା

ଡେଙ୍ଗ ବିଦ୍ୟାଳୟରେ ବିଶ୍ଵ ଓଜନ ଦିବସ ପାଳିତ

17-Sep-2025



ବଲାଙ୍ଗୀର , ତା.୧୭/୦୯ (ପ୍ରେରଣା ଖବର):- ବଲାଙ୍ଗୀର ଜିଲ୍ଲା ସଇଁତଳା ବ୍ଲକ ଅନ୍ତର୍ଗତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଡେଙ୍ଗରେ ବିଶ୍ୱ ଓଜୋନ ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ରାମ ନାରାୟଣ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ଅତିଥି ଭାବେ ସଇଁତଳା ବ୍ଲକର ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ନରେନ୍ଦ୍ର ସାହୁ ଓ ସମ୍ମାନିତ ଅତିଥି ଭାବରେ ବିଦ୍ୟାଳୟ ପରିଚାଳନା କମିଟିର ପୂର୍ବତନ ଅଧ୍ୟକ୍ଷ ମହେନ୍ଦ୍ର ରଣା ଯୋଗ ଦେଇଥିଲେ। ଶିକ୍ଷକ କୃପାସିନ୍ଧୁ ମିଶ୍ର କାର୍ଯ୍ୟକ୍ରମକୁ ପରିଚାଳନା କରି ଚଳିତ ବର୍ଷର ଉଦ୍ଦେଶ୍ୟ "ବିଶ୍ଵସ୍ତରୀୟ କାର୍ଯ୍ୟ ପାଇଁ ବିଜ୍ଞାନ"ବିଷୟରେ ଅବଗତ କରିଥିଲେ ।ସଭାରେ ଶିକ୍ଷୟିତ୍ରୀ ଗାୟତ୍ରୀ ବାରିକ, ଶିକ୍ଷକ ଲିଙ୍ଗରାଜ ନନ୍ଦ, ଦୀପକ ସେନ ଧରୁଆ, ଦେବେଶ ହୋତା, ମନରଞ୍ଜନ ପରିଡ଼ା ଦିବସର ଗୁରୁତ୍ୱ ଉପରେ ମତ ରଖିଥିଲେ । ଏହି ଅବସରରେ ଓଜୋନ ସ୍ତରର ସୁରକ୍ଷା ଉପରେ ଚିତ୍ରାଙ୍କନ ଓ କୁଇଜ୍ ପ୍ରତିଯୋଗିତା କରାଯାଇ କୃତି ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମରେ ଶିକ୍ଷକ ସୁଦର୍ଶନ ଦାଶ, ସମୀର ସେଠି, ବୃନ୍ଦାବନ ଭୂଏ, ହିମାଂଶୁ ବିଶ୍ଵାଳ, ଅବିନାଶ ଭୋଇ, ଶିକ୍ଷୟିତ୍ରୀ ତପସ୍ଵିନୀ ପଟେଲ, କାନ୍ତି ଭୋଇ, ଦ୍ରୌପଦୀ ଭୋଇ, ଶିବାନୀ ମଲ୍ଲିକ ପ୍ରମୁଖ ସାହାଯ୍ୟ କରିଥିଲେ । ଶେଷରେ ଛାତ୍ରୀ ଆରୁଷୀ ପଧାନ ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   20-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026

You Might Also Like