-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବିନିକାରେ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ ଅବସରରେ ବିଭିନ୍ନ ଅନୁଷ୍ଠାନ ତରଫରୁ ବୃକ୍ଷ ରୋପଣ

17-Sep-2025



ବିନିକା(ହିମାଂଶୁ ଶେଖର ପୁଟେଲ)ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୫ ବର୍ଷରେ ପଦାର୍ପଣ କରିଛନ୍ତି ।ତାଙ୍କ ଜନ୍ମଦିନ ପାଳନ ପରିପ୍ରେକ୍ଷୀରେ ଏକ ପେଡ ମା କେ ନାମ ଅର୍ଥାତ ମାଁ ପାଇଁ ଗଛ ଟିଏ କାର୍ଯ୍ୟକ୍ରମ  ପଲ୍ଲୀ ଠାରୁ ସହର ଯାଏ ବିନିକା ର ବିଭିନ୍ନ ଅନୁଷ୍ଠାନ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଥିଲା। ଏହି ବୃକ୍ଷ ରୋପଣ ସକାଶେ ବନଖଣ୍ଡ ଅଧିକାରୀ  ଡ଼ମ୍ବରୁଧର ପଧାନ ଓ ତାଙ୍କ ଷ୍ଟାଫ ବିଭିନ୍ନ ସଂସ୍ଥା କୁ ଚାରା ଯୋଗାଇ ଦେଇଥିଲେ । ବିନିକା ତାରାପୁରଗଡ଼ ଠାରେ ଭୀମଭୋଇ ସେବା ଫାଉଣ୍ଡେସନ, ଏନଏସି  କର୍ତୁପକ୍ଷ,ବିଜେପି କାର୍ଯ୍ୟକର୍ତ୍ତା ଙ୍କ ମିଳିତ ଉଦ୍ୟମରେ ୧୦୮ଟି ଗଛ ରୋପଣ କରାଯାଇଛି।ସେହିପରି ସିଦ୍ଧାର୍ଥ ଡିଗ୍ରୀ କଲେଜ ଓ ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ସ୍ଥାନୀୟ ଗରୁଡ଼ କ୍ୟାମ୍ପସ ପରିସରରେ ପୃଥକ ପୃଥକ ଭାବେ ବୃକ୍ଷ ରୋପଣ କରାଯାଇଛି।ଅନ୍ୟ ପକ୍ଷରେ ଉପ ଡାକଘର,ପୋଲିସ ଷ୍ଟେସନ,ମହିଳା ଜୁନିଅର କଲେଜ,ବିଭିନ୍ନ ଶିକ୍ଷାନୁଷ୍ଠାନ,ସ୍ୱେଚ୍ଛାସେବୀ ଅନୁଷ୍ଠାନ,ଅଙ୍ଗନୱାଡ଼ି କେନ୍ଦ୍ର ମାନଙ୍କରେ ମାଁ ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଟିତ ହୋଇ ଯାଇଛି।ତେବେ ଏଠାରେ ପ୍ରଶ୍ନ ଉଠୁଛି ପରିବେଶର ହିତ ପାଇଁ ଅଜସ୍ର ଟଙ୍କା ଖର୍ଚ୍ଚ କରାଯାଇ ବ୍ୟାପକ ଭାବରେ ବୃକ୍ଷ ରୋପଣ କରାଯାଉଛି ସତ ହେଲେ ଚାରା ରୋପଣ ଦିନଠାରୁ ୬ମାସରୁ ଏକ ବର୍ଷ ପର୍ଯ୍ୟନ୍ତ ଗଛର ଯତ୍ନ ନିଆଗଲେ କଳୁଷିତ ପରିବେଶର ସୁଧାର ଆସି ପାରିବ ଏବଂ ଉକ୍ତ କାର୍ଯ୍ୟକ୍ରମର ସୁଫଳ ମିଳି ପାରିବ ବୋଲି ସଚେତନ ନାଗରିକ ମହଲରେ ମତ ପ୍ରକାଶ ପାଇଛି।ହେଲେ ଚାରା ରୋପଣ ପରେ ତାହା ବଞ୍ଚିଲା କି ନାହିଁ କେହି ବି ଧ୍ୟାନ ଦେଉ ନଥିବାରୁ ବୃକ୍ଷ ରୋପଣ କେବଳ ଭେଳିକି ବୋଲି ସାଧାରଣରେ ଆଲୋଚନା ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like