-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   (20-Jun-2026)       ||      କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ    (20-Jun-2026)       ||      ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   (20-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||     

HOME   ଜିଲ୍ଲା

ସପ୍ତଦୀପା ସାହିତ୍ୟ ସଂସଦର ୧୨୪ ତମ ଭ୍ରାମ୍ୟମାଣ ସାରସ୍ଵତ ସମାରୋହ

17-Sep-2025



ବୀରମହାରାଜପୁର,(ବିନୋଦ ପାଣ୍ଡେ):ସପ୍ତଦୀପା ସାହିତ୍ୟ ସଂସଦର ୧୨୪ ତମ ଭ୍ରାମ୍ୟମାଣ ସାରସ୍ଵତ ସମାରୋହ ଗୋପାଳ ରାଇସ୍ ମିଲ୍ ବାଙ୍କବିଜା ଠାରେ ବୁଧବାର ଅନୁଷ୍ଠିତ ହୋଇଯାଇଅଛି ।ଡକ୍ଟର ଆର୍ତ୍ତତ୍ରାଣ ବାବୁଙ୍କ ଆବାହନ କ୍ରମେ ସଂସଦର ସଭାପତି ଡକ୍ଟର ଦ୍ବିତୀକୃଷ୍ଣ ପଣ୍ଡାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି ସମାରୋ‌ରେ ଯୋଗ ଗୁରୁ ଗୋରଖନାଥ ସାହୁ ମୁଖ୍ୟ ଅତିଥି, ଶିକ୍ଷାବିତ ଯୋଗୀନ୍ଦ୍ର ପଣ୍ଡା ସମ୍ମାନିତ ବକ୍ତା, ଡକ୍ଟର ସନ୍ତୋଷ ପାଢ଼ୀ ଏବଂ ଡକ୍ଟର ନିରଞ୍ଜନ ପଣ୍ଡା ସମ୍ମାନିତ ଅତିଥି ଭାବେ ଯୋଗଦେଇ ସାରସ୍ଵତ ବାର୍ତ୍ତା ପ୍ରଦାନ କରିଥିଲେ। ପ୍ରାରମ୍ଭରେ ମଞ୍ଜୁଶ୍ରୀ ବାବୁ ବାସନ୍ତୀ ସଂଗୀତ ଗାନ କରି ସମସ୍ତଙ୍କୁ ସ୍ବାଗତ କରିଥିଲେ ।ଆବାହକ ଡକ୍ଟର ଆର୍ତ୍ତତ୍ରାଣ ବାବୁ ସମାରୋହ ର ପ୍ରାକ୍‌ କଥନ ସହିତ ଆନୁଷ୍ଠାନିକ ଭାବେ ସ୍ବାଗତ କରିଥିଲେ।ପରେ ପରେ ତନ୍ମୟବାଳା ମିଶ୍ର ଓ ନିବେଦିତା ପାଢ଼ୀଙ୍କ ସଂଯୋଜନା ରେ କବି କବିତା ରାଣୀ ଝାଙ୍କର, ରଞ୍ଜନ କୁମାର ସା, ରୋଶନ୍ କୁମାର ସାହୁ,କରୁଣାକର ଖଣ୍ଟୁଆଳ,ଅଶୋକ ଚନ୍ଦନ,ଡକ୍ଟର ଶୁଭେନ୍ଦୁ ମେହେର, ପ୍ରହଲ୍ଲାଦ ନାଏକ, ରାଜଶ୍ରୀ ବାବୁ, ଦିପ୍ତିରେଖା ବାବୁ, ବର୍ଷା ବେହେରା, ଯଶୋଦା ପାତ୍ର, ପୂଜା ବେହେରା ପ୍ରମୁଖ ସ୍ବରଚିତ କବିତା ଆବୃତ୍ତି କରିଥିଲେ ।ଡକ୍ଟର ରାଧେଶ୍ୟାମ ମିଶ୍ର ସଭା ସଂଯୋଜନା କରିଥିବାବେଳେ ପ୍ରଦୀପ ପୁରୋହିତ ଧନ୍ୟବାଦ ଅର୍ପଣ କରିଥିଲେ।ରାଇସ୍‌ମିଲ୍‌ର ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   20-Jun-2026
  ଜିଲ୍ଲା  
କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ   20-Jun-2026
  ଜିଲ୍ଲା  
ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   20-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026

You Might Also Like