-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||      ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   (05-May-2026)       ||      *ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||     

HOME   ଜିଲ୍ଲା

ରାଜରାସ୍ତାରେ ଚାଷୀ : ମଣ୍ଡିରୁ ଧାନ ନଉଠିବା ପ୍ରତିବାଦରେ ରାସ୍ତାରୋକ, ଯାତାୟତ ଠପ୍

28-Jan-2021



ଗୋଲାମୁଣ୍ଡା(ପ୍ରେରଣା ଖବର)  ରାଜରାସ୍ତାରେ ଚାଷୀ l ମଣ୍ଡିରୁ ଧାନ ନଉଠିବା ପ୍ରତିବାଦରେ ଚାଷୀଙ୍କ ପକ୍ଷରୁ ରାସ୍ତା ରୋକ କରାଯାଇଛି । କଳାହାଣ୍ଡି ଜିଲ୍ଲା  ଗୋଲାମୁଣ୍ଡା ବ୍ଲକ୍ ତୁମୁରା ମଣ୍ଡିର  ଚାଷୀଙ୍କ ପକ୍ଷରୁ  ଧର୍ମଗଡ଼-ଗୋଲାମୁଣ୍ଡା-ସିନାପାଲି ମୁଖ୍ୟ ରାସ୍ତା ଅବରୋଧ କରାଯାଇଛି । ରାସ୍ତାରେ ଧାନବସ୍ତା ରଖି ଅବରୋଧ କରିଛନ୍ତି ଚାଷୀ ।ତୁମୁରା ମଣ୍ଡିରେ ଆଠ ଗୋଟି ପଞ୍ଚାୟତର ଚାଷୀ ନିର୍ଭର କରନ୍ତି l ଚଳିତ ଖରିଫ ଋତୁରେ ସରକାର ଗତ ନଭେମ୍ବର ମାସରୁ ଧାନ କ୍ରୟ ଆରମ୍ଭ କରି ଥିବା ବେଳେ ବର୍ତମାନ ସୁଦ୍ଧା ଲକ୍ଷ ଧାର୍ଯ୍ୟ ଠାରୁ ୨୦ ପ୍ରତିଶତ ଅଧିକ ଧାନ କ୍ରୟ କରିଥିଛନ୍ତି । କିନ୍ତୁ ଆଜି ବି ଅନେକ ମଣ୍ଡିରେ ଚାଷୀଙ୍କ ପରିଶ୍ରମ ଉପାର୍ଜିତ ଅମଳ ଧାନ ବିକ୍ରି ହୋଇ ନପାରି ମଣ୍ଡିରେ ପଡି ରହିଛି । ଯାହାଫଳରେ ଶୀତ କାକରରେ ପଡିରହିଛନ୍ତି  ଚାଷୀ ସମବାୟ ସମିତି କର୍ମଚାରିଙ୍କ ଦ୍ୱାରା ହଇରାଣର ଶିକାର ହୋଇ ବାଧ୍ୟ ହୋଇ ଆଜି ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିଛନ୍ତି ଚାଷୀ l  ଆନ୍ଦୋଳନ ଲାଗି ରାସ୍ତାରେ ଯାତାୟାତ ଠପ୍ ହୋଇ ପଡ଼ିଛି l ଘଟଣା ସ୍ଥଳରେ ଗୋଲାମୁଣ୍ଡା ତହସିଲଦାର ସର୍ବେଶ୍ୱର ଜାଲ, ରାଜସ୍ବନୀରକ୍ଷକ  ସୁଧାଂଶୁ ପଣ୍ଡା ,ଗୋଳାମୁଣ୍ଡା ଥାନାଧିକାରୀ ଯୁଗଳ ଶବର ଓ ପୋଲିସ କର୍ମଚାରୀ ପହଞ୍ଚି ଚାଷୀଙ୍କୁ ବୁଝାସୁଝା ଆରମ୍ଭ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026
  ଜିଲ୍ଲା  
ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   05-May-2026
  ଜିଲ୍ଲା  
ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   05-May-2026
  ଜିଲ୍ଲା  
କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   05-May-2026
  ଜିଲ୍ଲା  
ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   05-May-2026

You Might Also Like