-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ବି ଏମ ଏସ ନୂଆପଡ଼ା ଦ୍ଵାରା ବୃକ୍ଷ ରୋପଣ ଓ ଶ୍ରମିକଙ୍କୁ ସମ୍ମାନ କାର୍ଯ୍ୟକ୍ରମ

17-Sep-2025



ନୂଆପଡ଼ା  (ରାମନାଥ ପଣ୍ଡା)
ଭାରତର ଯଶସ୍ଵୀ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ୭୫ ବର୍ଷ ପୂର୍ତ୍ତି ଅବସରରେ ସାରା ଭାରତ ବର୍ଷରେ 'ଏକ ପେଡ ମା କେ ନାମ ' କାର୍ଯ୍ୟକ୍ରମ ଅନୁଯାୟୀ ତଥା ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଅନୁରୋଧ କ୍ରମେ ନୂଆପଡ଼ା ଜିଲ୍ଲା ବ୍ୟାପୀ ଆଜି ବୃକ୍ଷ ରୋପଣ କାର୍ଯ୍ୟକ୍ରମ ହୋଇଥିବା ବେଳେ ଭାରତୀୟ ମଜଦୂର ସଂଘ ନୂଆପଡ଼ା ଜିଲ୍ଲା ସଭାପତି ପ୍ରଦୀପ କୁମାର ଦଣ୍ଡସେନାଙ୍କ ଆହ୍ଵାନ କ୍ରମେ ମଜଦୂର ସଂଘ ଜିଲ୍ଲା ଶାଖା ତରଫରୁ ଖରୀଆର ଅଗ୍ରସେନ ଭବନ ଠାରେ ବିଶ୍ଵକର୍ମା ଜୟନ୍ତୀ ଓ ଏକ ପେଡ ମା କେ ନାମ କାର୍ଯ୍ୟକ୍ରମ ପାଳିତ ହୋଇଥିଲା । ସଭାପତି ପ୍ରଦୀପ କୁମାର ଦଣ୍ଡସେନା, ଅର୍ଗାନାଇଜିଙ୍ଗ ପ୍ରେସିଡେଣ୍ଟ କୁଞ୍ଜ ବିହାରୀ କଟା,ସାଧାରଣ ସମ୍ପାଦକ ବାବୁଲାଲ ମାଝୀ, ଓଡ଼ିଶା କୃଷି ଗ୍ରାମୀଣ ମଜଦୂର ସଂଘ ସଭାପତି ଆକାଶ କଟା, ମିଡିଆ ସେଲ ରାମନାଥ ପଣ୍ଡା,ଉପ ସଭାପତି ବଳଧର କେତକୀ ପ୍ରମୁଖ ମଞ୍ଚାସିନ ରହିଥିଲେ ।  ଦାଦନରୁ ଫେରିଥିବା ପାଞ୍ଚ ଜଣ ଶ୍ରମିକଙ୍କୁ ପୁନର୍ବାର ଦାଦନ ନ ଯିବା ପାଇଁ ସଭାପତି ପ୍ରଦୀପ ଦଣ୍ଡସେନା ଶପଥ ପାଠ କରାଇଥିଲେ ଏବଂ କବିତା ମେହେର (ନିର୍ମାଣ ଶ୍ରମିକ), ଯୁଗେଶ୍ୱର ଲୁହାର (ଘର ମିସ୍ତ୍ରୀ),ଚୂଡ଼ାମଣି କ୍ଷେତ୍ରୀ (ବୈଦ୍ୟୁତିକ ମିସ୍ତ୍ରୀ),ବନମାଳୀ ନାଗ (କାର ପେଣ୍ଟର) ଓ ଚୂଡ଼ାମଣି ମାଳି (ନିର୍ମାଣ ଶ୍ରମିକ)ଙ୍କୁ ଉପଢ଼ୋକନ ଦେଇ ସମ୍ମାନିତ କରାଯାଇଥିଲା । ଆଗାମୀ ଦିନରେ ଶ୍ରମିକ ମାନଙ୍କୁ ନେଇ  ଜିଲ୍ଲାରେ ଏକ ବଡ ସମ୍ମିଳନୀ କରିବାକୁ ସଂଘ ସ୍ଥିର କରିଛି ।ଆଜି ଜିଲ୍ଲା ଉଦ୍ୟାନ କୃଷି ଉପ ନିର୍ଦ୍ଦେଶକ ହରେକୃଷ୍ଣ ଚାନ୍ଦ ହାଁସଦା ଙ୍କ ସହଯୋଗ କ୍ରମେ ଖରୀଆର ଉଦ୍ୟାନ କୃଷି ବିଭାଗ ତରଫରୁ ଆମ ସଂଘକୁ ଚାରା (ବୃକ୍ଷ) ଯୋଗାଇ ଦେଇଥିବାରୁ ତାଙ୍କୁ ଆମ ସଂଘ ଧନ୍ୟବାଦ୍ ଜଣାଇଛି।ବୃକ୍ଷ ରୋପଣ ପାଇଁ ସେକ୍ରେଟାରୀ  ରାଜକୁମାର ରାଉତ (ପର୍ଯ୍ୟାବରଣ ମଞ୍ଚ)ଙ୍କୁ ଟଙ୍କଧର ଭୋଇ ଓ ମଣ୍ଟୁ ରାଉତ ସହଯୋଗ କରିଥିଲେ ଏବଂ ସଂଘ କାର୍ଯ୍ୟ କର୍ତ୍ତାଙ୍କ ଦ୍ୱାରା ବୃକ୍ଷ ରୋପଣ କରାଯାଇଥିଲା ।କାର୍ଯ୍ୟକ୍ରମରେ ଉପେନ୍ଦ୍ର ଠେଲା, ରାଜ କୁମାର ରାଉତ,ପିଣ୍ଟୁ ହଂସ,ବିନୟ ରାଉତ,ଗୌତମ ଦଣ୍ଡସେନାଙ୍କ ସମେତ ବିଭିନ୍ନ ସଂଘର ସଭାପତି ଓ ସମ୍ପାଦକ ଉପସ୍ଥିତ ଥିଲେ । ରାମନାଥ ପଣ୍ଡା ମଞ୍ଚ ପରିଚାଳନା କରିଥିବାବେଳେ କୁଞ୍ଜ ବିହାରି କଟା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like