-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ରାମପୁର ରେ ରାଜ୍ୟ ର ପ୍ରଥମ ଡିଜିଟାଲ ଗ୍ରିଡ ସବ୍ ଷ୍ଟେସନ ଉଦଘାଟିତ

17-Sep-2025



ଆଗଲପୁର, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ରାମପୁର ଠାରେ ରାଜ୍ୟର ପ୍ରଥମ ଡିଜିଟାଲ ଗ୍ରୀଡ୍ ସବଷ୍ଟେସନ ଉଦଘାଟିତ ହୋଇଯାଇଛି l ଏହାଯୋଗୁଁ ବ୍ଲକ ର 107 ଟି ଗ୍ରାମ ଓ 18 ଗୋଟି ଗ୍ରାମ ପଞ୍ଚାୟତ ର ଲୋକ ଉପକୃତ ହୋଇପାରିବେ l ଆଜିର ଏହି ଉତ୍ସବ ରେ ଓଡ଼ିଶା ର ଉପ ମୁଖ୍ୟ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବଲାଙ୍ଗୀର ସାଂସଦ ସଂଗୀତା କୁମାରୀ ସିଂହଦେଓ , ଜିଲ୍ଲାପାଲ ଗୌରବ ଶିବାଜି ଇସଲୱାର , ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ , ସି ଏମ ଡି ଓପିଟି ସି ଏଲ ଭାସ୍କର ଜ୍ୟୋତି ଶର୍ମା , ଡାଇରେକ୍ଟର ଓପିଟସିଲ୍ ପ୍ରଦୀପ କୁମାର ଦାସ ମଂଚାସୀନ ଅତିଥି ଭାବେ ଯୋଗଦେଇ ଥିଲେ ।ଏହି ସବ୍ ଷ୍ଟେସନ 133 କେ ଭି ଲାଇନ୍ ରୁ 2 ଟି ଟାୱାର ସମୃକ୍ତ ଅଛି ଓ 15 ଏକର ଜମି ଉପରେ ନିର୍ମିତ ହୋଇଛି ।ଏହି ଗ୍ରିଡ୍ ସବ୍ ଷ୍ଟେସନ ଆଗଲପୁର , ସାଲେଭଟା, ଚେରୁପାଲି , ଲୋଇସିଂହା , ଯୋଗୀସର୍ଡl , ଭରସୂଜା ,  ଓ ଭଦ୍ରା ଅଞ୍ଚଳ ର ଲୋକେ ଉପକୃତ ହେବେ ବୋଲି ବିଭାଗୀୟ କତୃପକ୍ଷ ଙ୍କ ଠାରୁ ପ୍ରକାଶ l ଏହାସହ ବିଦ୍ୟୁତ ଯୋଗାଣ , କମ୍ ବ୍ରେକ ଡାଉନ୍ ଓ ଭଲ ଭୋଳଟେଜ  ପ୍ରୋଫାଇଲ୍ ଦେଇ ପାରିବ ବୋଲି ବିଭାଗୀୟ ସୁତ୍ରରୁ ପ୍ରକାଶ l

ଏହି ଉଦଘାଟ ନି ଉତ୍ସବ ରେ ସୌଭାଗ୍ୟ ରଂଜନ ସାମଲ ମଞ୍ଚ ପରିଚାଳନା କରିଥିଲେ l ଏହି ନିର୍ମାଣରେ  ଜି  ଏମ -ସଚ୍ଚିଦାନନ୍ଦ ପଣ୍ଡା , ଡି ଜି ଏମ - ଅରବିନ୍ଦ ସେଠ , ଏସ ଡି ଓ ସଞ୍ଜୀବ କୁମାର ଭେଂଗ୍ର।, ମ୍ୟାନେଜର ସୌଭାଗ୍ୟ ରଂଜନ ସାମଲ , ଡେପୁଟି ମ୍ୟାନେଜର ପ୍ରତାପ କୁମାର ନନ୍ଦ , ଏ ସିଷ୍ଟାଣ୍ଡ ମ୍ୟାନେଜର ରାଜୁ ଓରାମ , ଏସିଷ୍ଟାଣ୍ଟ ମ୍ୟାନେଜର ଭବାନୀ ଶଙ୍କର କିଶା ନ , ଏସିଷ୍ଟା ନ ଟେକ୍ନି ନିଶିସିଏନ  ଶଶିକାନ୍ତ ବେହେରା , ଡି ଏ ଅମିତ୍ କୁମାର ପଟ୍ଟନାୟକ ଙ୍କ ସହଯୋଗ ର ଅବଦାନ ଯୋଗୁ ଅତି କମ୍ ସମୟ ମଧ୍ୟରେ ଗ୍ରିଟ ନିର୍ମାଣ ହୋଇ ଥିବା ବିଭାଗୀୟ ଉଚ୍ଚ କତୃପକ୍ଷ ମଞ୍ଚ ରେ କୃତଜ୍ଞତା ଜ୍ଞାପନ କରିଥିଲେ l ଆଜିର ଉଦ୍ଘାଟନୀ ଉତ୍ସବ ରେ ଆଗଲପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି ମଧ୍ୟ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like