-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳକୁ ଉପଖଣ୍ଡ,ଏନଏସି ଓ ସବଜେଲ ଦାବି ୧୯ରେ ବାର ଘଣ୍ଟିଆ କଣ୍ଟାମାଳ ବନ୍ଦ

17-Sep-2025



କଣ୍ଟାମାଳ, (ଜୟ କୁମାର ମହାରଣା)
 କଣ୍ଟାମାଳ କୁ ସବଡ଼ିଭିଜନ,ଏନଏସି ମାନ୍ୟତା ଦାବି ସହ ଏକ ସବଜେଲ ପ୍ରତିଷ୍ଠା ଦାବିରେ କଣ୍ଟାମାଳ ସଚେତନ ନାଗରିକ ମଞ୍ଚ ପକ୍ଷରୁ ଆସନ୍ତା ୧୯ତାରିଖ ଶୁକ୍ରବାର ଦିନ ସକାଳ ୬ଘଣ୍ଟା ଠାରୁ ସଂଧ୍ୟା ୬ଘଣ୍ଟା ପର୍ଯ୍ୟନ୍ତ ବାର ଘଣ୍ଟିଆ କଣ୍ଟାମାଳ ବନ୍ଦ ଡାକରା ନେଇ କଣ୍ଟାମାଳ ଓକିଲ ସଂଘ ସଭାପତି ଦୂତିଆ ଚରଣ ସାହୁ ଙ୍କ ଅଧ୍ୟକ୍ଷତାରେ କଣ୍ଟାମାଳ ବାର ଆସୋସିଏସନ ଠାରେ ଅନୁଷ୍ଠିତ ଏକ ବୈଠକରେ ନିଷ୍ପତ୍ତି ହୋଇଛି  l  ବୈଠକରେ ଓକିଲ ସଂଘ,ବଣିକ ସଂଘ, ବରିଷ୍ଠ ନାଗରିକ, ଅବସରପ୍ରାପ୍ତ କର୍ମଚାରୀ ସଂଘ ସମେତ ଅଂଚଳର ସଚେତନ ନାଗରିକ ଏବଂ ବିଭିନ୍ନ ସଂଗଠନ ର ସଦସ୍ୟ ଯୋଗଦେଇଥିଲେ  l   ବୌଦ୍ଧ ଜିଲ୍ଲାର ସର୍ବାଧିକ ପଞ୍ଚାୟତ ଓ ଲୋକସଂଖ୍ୟା ଥିବା କଣ୍ଟାମାଳ ବ୍ଲକ କୁ ସବଡ଼ିଭିଜନ ଓ ଏନ୍ଏସି ମାନ୍ୟତା ସହ ଏକ ସବଜେଲ ପ୍ରତିଷ୍ଠା ପାଇଁ ଦୀର୍ଘ ଦିନରୁ ଦାବି ହୋଇ ଆସୁଛି l ସମସ୍ତ ପାରିପାର୍ଶ୍ଵିକ ଦୃଷ୍ଟିରୁ ସବଡ଼ିଭିଜନ, ନୂତନ ଏନଏସି ଓ ସବଜେଲ ନିମନ୍ତେ ଜିଲ୍ଲାର କଣ୍ଟାମାଳ ହିଁ ଏକମାତ୍ର ଦାବିଦାର ରହିଆସିଛି  l  ନୂତନ ଏନଏସି ପାଇଁ ଆବଶ୍ୟକ ସମସ୍ତ ଭିତ୍ତିଭୂମିକୁ ଦୃଷ୍ଟିରେ ରଖି କଣ୍ଟାମାଳ ଓକିଲ ସଂଘ ଓ ଜନସାଧାରଣ ବିଭିନ୍ନ ସମୟରେ ଆନ୍ଦୋଳନ ମାଧ୍ୟମରେ ସରକାରଙ୍କ ନିକଟରେ ଦାବି ରଖି ଆସିଛନ୍ତି  ।  ରାଜ୍ୟରେ ନୂଆ ଏନଏସି ପାଇଁ ଗତ  ଅଗଷ୍ଟ ୩୧ତାରିଖରେ ଡ୍ରାଫ୍ଟ ନୋଟିସ ପ୍ରକାଶ ପାଇଥିଲା। ଏଥିରେ ୧୦ ଜିଲାରେ ୧୬ଏନ୍‌ଏସି ଓ ୩ଜିଲ୍ଲାରେ ୭ଟି ଏନଏସି କୁ ମ୍ୟୁନିସିପାଲିଟି ଗଠନ ହେବା ନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଥିଲା। ହେଲେ ଏହି ବିଜ୍ଞପ୍ତିରେ ବୌଦ୍ଧ ଜିଲ୍ଲାର କଣ୍ଟାମାଳର  କୌଣସି ନାମ ନ ଥିଲା, ଯାହାକୁ ନେଇ କଣ୍ଟାମାଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା। ଯାହାକୁନେଇ କଣ୍ଟାମାଳ ସଚେତନ ନାଗରିକ ମଞ୍ଚ ପକ୍ଷରୁ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଦାବି ପତ୍ର ଗତ ୪ସେପ୍ଟେମ୍ବର ୨୦୨୫ରେ ପ୍ରଦାନ କରାଯାଇଥିଲା   l  ଦାବି ପୂରଣ ସମ୍ପର୍କରେ ସରକାରଙ୍କ ଟାଳଟୁଳ ନୀତି ଯୋଗୁଁ କଣ୍ଟାମାଳ ସଚେତନ ନାଗରିକ ମଞ୍ଚ ବାର ଘଣ୍ଟିଆ କଣ୍ଟାମାଳ ବନ୍ଦ ଡାକରା  ସହ ଆନ୍ଦୋଳନକୁ ଓହ୍ଲାଇଛି   l


News Comment




Photo in News

Advertisment
Lastest News
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026

You Might Also Like