-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ନଗରବନ ଠାରେ "ଏକ ପେଡ ମା କେ ନାମ" କାର୍ଯ୍ୟକ୍ରମର ଉଦଘାଟନ କଲେ - ଜିଲ୍ଲାପାଳ*

17-Sep-2025



ସୁବର୍ଣ୍ଣପୁର,( ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ କଳାପଥର ସ୍ଥିତ ନଗରବନ ମେଗା ପ୍ରକଳ୍ପ ଠାରେ ଏକ ପେଡ ମା କି ନାମ କାର୍ଯ୍ୟକ୍ରମ ଶୁଭ ଉଦଘାଟନ କରାଯାଇଛି l ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ଜନ୍ମ ଦିନ ଅବସରରେ ଆଜି ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପରାଜ ସାହୁ ମୂଖ୍ୟ ଅତିଥି ଭାବେ ଯୋଗଦେଇ ଶୁଭ ଉଦଘାଟନ କରିଥିଲେ l ଗାଁ ସହର ସମସ୍ତେ ସବୁଠି ଗଛ ଲଗାଇବା ସହ ଏହାର ଯତ୍ନ ନେବା ସହ ପରିବେଶ ସୁରକ୍ଷା କରିବାକୁ ବାର୍ତ୍ତା ରଖି ଗ୍ରୀନ ସୁବର୍ଣ୍ଣପୁର କ୍ଳିନ ସୁବର୍ଣ୍ଣପୁର ର ବାର୍ତ୍ତା ପହଞ୍ଚାଇଥିଲେ l ଏବଂ ଆଜି ଆମେ ଜିଲ୍ଲାରେ ଦୁଇଲକ୍ଷ ରୁ ଉର୍ଦ୍ଧ୍ବ ଚାରା ରୋପଣ ର ଲକ୍ଷ୍ୟ  ରଖାଯାଇଥିବା ବିଷୟ ମିଡ଼ିଆକୁ ସୂଚନା ଦେଇଥିଲେ l ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝି, ଅଞ୍ଜଳିନା ପଧାନ, ଡିଏଫଓ ମଦନ ଲାଲ୍ ଶର୍ମା, ସିଡିଇଓ ଅଶ୍ବିନୀ ମେହେର ଯୋଗ ଦେଇଥିବା ବେଳେ ନିମନ୍ତ୍ରିତ ଅତିଥି ଭାବେ ସମାଜସେବୀ ଗୋବିନ୍ଦ ମହାରଣା, ଏନସିସି ଲ୍ୟାଫ୍ଟନେଣ୍ଟ ଆଶିଷ ଅଗ୍ରୱାଲ, ମନୋରଞ୍ଜନ ତ୍ରିପାଠୀ, ଯୁବନେତା ସ୍ଵରପ ପାତ୍ର, ସାମ୍ବାଦିକ ସନ୍ତୋଷ ମିଶ୍ର, ଯୋଗ ଦେଇ ଏହି କାର୍ଯ୍ୟକ୍ରମରେ ସାମିଲ ଥିଲେ l ଡିଏଫ୍ଓ ମଦନ ଲାଲ୍ ଶର୍ମା ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନ ରେ ରେଞ୍ଜର ସୁବାସ ମହାପାତ୍ର, ଫରେଷ୍ଟର ଭକ୍ତବନ୍ଧୁ ମିଶ୍ରଙ୍କ ସଂଯୋଜନାରେ ଏହି କାର୍ଯ୍ୟକ୍ରମ ଆୟୋଜିତ କରାଯାଇଥିଲା l ସାରା ରାଜ୍ୟରେ ଆଜି ୭୫ଲକ୍ଷ ବୃକ୍ଷ ରୋପଣ କରାଯାଉ ଥିବାବେଳେ ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ସରକାରୀ ବେସରକାରୀ କାର୍ଯ୍ୟାଳୟ, ସ୍ଵୟଂ ସହାୟକ ଗ୍ରୁପ , ବ୍ୟବସାୟୀ ଅନୁଷ୍ଠାନ, ଶିଳ୍ପ ଅନୁଷ୍ଠାନ ମାନଙ୍କରେ ସାମୁହିକ ଚାରା ରୋପଣ କରାଯାଇଛି ବୋଲି ଡିଏଫ୍ଓ ଶ୍ରୀ ଶର୍ମା ପ୍ରକାଶ କରିଥିଲେ l ବିଶେଷ କରି ଜିଲ୍ଲା ପୋଲିସ ପକ୍ଷରୁ ଆଜି ୧୦ ହଜାର ଚାରା ରୋପଣ କରାଯାଇଛି ବୋଲି ମଧ୍ୟ ଶ୍ରୀ ଶର୍ମା କହିଥିଲେ l ବନ ବିଭାଗ କର୍ମଚାରୀଙ୍କ ସମେତ ସୋନପୁର କଲେଜ, ଏନସିସି କ୍ୟାଡେଟ, ସ୍ଵଚ୍ଛ ଭାରତ ଓ ବିଭିନ୍ନ ସ୍ଵେଚ୍ଛାସେବୀ ଅନୁଷ୍ଠାନ ର କର୍ମକର୍ତ୍ତା ଏଥିରେ ସହଯୋଗ କରିଥିଲେ l ପ୍ରକାଶ ଥାଉ କି ଆଜି ଦେବ ଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା ସାରା ଭାରତରେ ଚାଲିଥିବା ବେଳେ ସେହିପରି ଭାରତ ର ନୂତନ ବିଶ୍ୱକର୍ମା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ମଧ୍ଯ ଜନ୍ମ ଜୟନ୍ତୀ ପାଳନ କରାଯାଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like