-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁର ସୈନିକ ସ୍କୁଲ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

17-Sep-2025



 

ସମ୍ବଲପୁର- (ସଂଜୀବ ପାଣିଗ୍ରାହୀ) 

 

ଆଜି ପୂର୍ବାହ୍ନ ସମ୍ବଲପୁର ସୈନିକ ସ୍କୁଲ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।ଉକ୍ତ କାର୍ଯ୍ୟକ୍ରମ ରେ ମାନ୍ୟବର କେନ୍ଦ୍ରୀୟ ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମାନ୍ୟବର ପଞ୍ଚାୟତିରାଜ ଓ ପାନୀୟଜଳ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ, ଓଡିଶା ସରକାର ଶ୍ରୀ ରବିନାରାୟଣ ନାୟକ, ସମ୍ବଲପୁର ଜିଲ୍ଲାପାଳ ଶ୍ରୀ ସିଦ୍ଧେଶ୍ୱର ବଳିରାମ୍ ବୋନ୍ଦର(ଭା .ପ୍ର.ସେ), ଆରକ୍ଷୀ ଅଧିକ୍ଷକ ଶ୍ରୀ ମୁକେଶ ଭମୂ( ଭା. ପୋ. ସେ),ସମ୍ବଲପୁର ମହାନଗର ନିଗମ ର ଆରକ୍ଷୀ ଅଧିକ୍ଷକ ଶ୍ରୀ ରେହାନ କ୍ଷତ୍ରି(ଭା. ପ୍ର. ସେ), ପୂର୍ବତନ ବିଧାୟକ ଶ୍ରୀ ନାଉରୀ ନାୟକ, ମାନ୍ୟବର ବିଧାୟକ ସମ୍ବଲପୁର ଶ୍ରୀ ଜୟନାରାୟଣ ମିଶ୍ର ଙ୍କ ଲୋକପ୍ରତିନିଧି ଶୁଭଶ୍ରୀ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

 

ମାନ୍ୟବର କେନ୍ଦ୍ରୀୟ ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସମ୍ବଲପୁର ସୈନିକ ସ୍କୁଲ ପରିସରରେ ଆୟୋଜିତ କାର୍ଯ୍ୟକ୍ରମ ରେ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ରମୋଦୀ ଙ୍କ ୭୫ ତମ ଜନ୍ମଦିନ ପାଳନ ଅବସରରେ ବୃକ୍ଷରୋପଣ ପାଇଁ ସମସ୍ତଙ୍କୁ ଆହ୍ଵାନ ଦେଇଥିଲେ।ସେ କହିଥିଲେ ପୃଥିବୀ ମା’ କୁ ସେତିକି ଭଲପାଇବା ଦରକାର, ଯେତିକି ଆମ ଜନ୍ମଦାତ୍ରୀ ମା’ କୁ ଭଲ ପାଇବା ଦେଇଥାଉ, ସେତିକି ସୁରକ୍ଷା ଦବା ଦରକାର, ଯେତିକି ଆମେ ଆମ ମା କୁ ସୁରକ୍ଷା ପ୍ରଦାନ କରୁ। ସେଥିପାଇଁ ଧରିତ୍ରୀ ମା’ କୁ ସୁରକ୍ଷା ପ୍ରଦାନ କରିବା ଆମର ଦାୟିତ୍ଵ। ତେଣୁ ଆଜି ଠୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଙ୍କ ୭୫ ତମ ଜନ୍ମଦିନ ଅବସରରେ  ମହାତ୍ମାଗାନ୍ଧି ଓ ଲାଳବାହାଦୁର ଶାସ୍ତ୍ରୀ ଙ୍କ ଜନ୍ମ ଦିନ-ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ସେବା ପକ୍ଷ ପାଳନ କରିବା ଯେଉଁ ପକ୍ଷ ରେ ଆମେ ଗଛ ଲଗାଇ ଧରିତ୍ରୀ ମା’  ର ସେବା କରିବା ବୋଲି ଶ୍ରୀ ପ୍ରଧାନ କହିଥିଲେ।ଏହି ଅଭିଯାନ ଅଧୀନରେ ସମ୍ବଲପୁର ରେ ପ୍ରାୟ ୪.୫ ଲକ୍ଷ ଗଛ କେବଳ ସମ୍ବଲପୁର ରେ ଲାଗାଯିବା ବୋଲି ସୂଚନା ଦେଇଥିଲେ।

 

ମାନ୍ୟବର ପଞ୍ଚାୟତିରାଜ ଓ ପାନୀୟଜଳ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ, ଓଡିଶା ସରକାର ଶ୍ରୀ ରବିନାରାୟଣ ନାୟକ ଯୋଗଦେଇ କହିଥିଲେ ମାନବ ଜୀବନ ନୁହେଁ କେବଳ ବର୍ଷ ମାସ ଦିନ ଦଣ୍ଡ, କର୍ମେ ଯିଏ ନର, କର୍ମ ଏକା ତାର ଜୀବନର ମାନ ଦଣ୍ଡ, ଯାହାର ପୁରା ଜୀବନ ରାଷ୍ଟ୍ର ସେବା,ରାଷ୍ଟ୍ର ଭକ୍ତି, ର ସାର୍ଥକ ପ୍ରତୀକ, ଆଧୁନିକ ଭାରତ ର ବିଶ୍ଵକର୍ମା,ରାଜନୈତିକ ତ୍ୟାଗ ଓ ତପସ୍ୟା ର ମୂର୍ତ୍ତିମନ୍ତ ପ୍ରତୀକ ଆମ ସମସ୍ତଙ୍କ ପ୍ରିୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ରମୋଦୀ ଙ୍କ ୭୫ ତମ ଜନ୍ମଦିନ ଉପାଲକ୍ଷେ ଏକତ୍ରିତ ହୋଇ ବୃକ୍ଷ ରୋପଣ କରିବା, କାରଣ ବୃକ୍ଷ ହି ମାନବ ଜୀବନ ର ପ୍ରକୃତି ର ଆଶୀର୍ବାଦ ବୋଲି କହିଥିଲେ।ଏହି ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ସାରା ଓଡିଶାରେ ୭୫ ଲକ୍ଷ ବୃକ୍ଷ ରୋପଣ କରାଯିବ,ସେଥିରୁ ପଞ୍ଚାୟତିରାଜ ଓ ପାନୀୟଜଳ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷ ରୁ ୩୮ ଲକ୍ଷ ଗଛ ଲଗାଇବାର ଦାୟିତ୍ଵ ବହନ କରିଛି ବୋଲି ସେ ସୂଚନା ଦେଇଥିଲେ।ପ୍ରତ୍ଯେକ ପଞ୍ଚାୟତରେ ୫୦୦ ବୃକ୍ଷ ରୋପଣ କରାଯିବ ବୋଲି ମାନ୍ୟବର ମନ୍ତ୍ରୀ ପ୍ରକାଶ କରିଥିଲେ।ମା’ ପାଇଁ ଗଛଟିଏ ଅଭିଯାନ କୁ ଆଗକୁ ବଢାଇ ପରିବେଶ ପ୍ରଦୂଷଣ କୁ ରୋକିବା ପାଇଁ ଚେଷ୍ଟା କରିବାକୁ ସେ ଉଦ୍ବୋଧନ ଦେଇଥିଲେ।

 

ସୂଚନା ଅନୁଯାୟୀ ଆଜି ସୈନିକ ସ୍କୁଲ ରେ ୨୫୦୦ ଟି ବୃକ୍ଷ ରୋପଣ କରାଗଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like