-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ପାଳିତ ହେଲା ବିଶ୍ୱକର୍ମା ପୂଜା।

18-Sep-2025



ନବରଙ୍ଗପୁର  (ପ୍ରିୟଦର୍ଶିନୀ ପାତ୍ର)ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ବିଶ୍ୱକର୍ମା ପୂଜା। ଡାବୁଗାଁ ବ୍ଲକ କାର୍ଯ୍ୟାଳୟ ବିଦୂତ ବିଭାଗ, ମିସ୍ତ୍ରୀ ସଙ୍ଘ, ବିଭିନ୍ନ ଗେରେଜ ରେ ପାଳିତ ହେଲା ପବିତ୍ର ବିଶ୍ୱକର୍ମା ପୂଜା । ଦେବଶିଳ୍ପୀ ବିଶ୍ୱକର୍ମା ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୂଳଦେବତା । ଆଜି ଦେବଶିଳ୍ପୀଙ୍କ ପୂଜାକୁ ନେଇ ଓଡ଼ିଶାର ପୁରପଲ୍ଲୀ ଚଳଚଞ୍ଚଳ ହୋଇପଡିଛି । ପୁରାଣ ଓ ଶାସ୍ତ୍ର ଅନୁସାରେ ବିଶ୍ୱକର୍ମା ଭାଦ୍ରବ ମାସ କନ୍ୟା ସଂକ୍ରାନ୍ତିରେ ମର୍ତ୍ତ୍ୟମଣ୍ଡଳରେ ଆବିର୍ଭୂତ ହୋଇଥିଲେ । ସେଥିପାଇଁ ଏହି ଶୁଭ ଦିନରେ ବିଶ୍ୱକର୍ମାଙ୍କ ଚତୁର୍ଭୁଜ ମୂର୍ତ୍ତିକୁ ଆବାହନ କରାଯାଏ । ବିଶେଷ କରି ବିଭିନ୍ନ ଶିଳ୍ପ ଅନୁଷ୍ଠାନରେ ତାଙ୍କର ପୂଜାର୍ଚ୍ଚନା ବେଶ ଧୁମଧାମରେ କରାଯାଇଥାଏ । ସାରା ରାଜ୍ୟ ବିଶ୍ୱକର୍ମାଙ୍କ ପୂଜାକୁ ନେଇ ଚଳଚଞ୍ଚଳ ହୋଇଉଠିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like