-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଖରସେଲ ଗ୍ରାମପଞ୍ଚାୟତରେ ମା ପାଇଁ ଗଛଟିଏ ।

18-Sep-2025



ସିନାପାଲି (ଚିନ୍ତାମଣି ନେତାମ)
ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଖରସେଲ ଗ୍ରାମ ପଂଚାୟତ ସରପଞ୍ଚ ଶ୍ରୀଯୁକ୍ତ ବୀରେନ୍ଦ୍ରକୁମାର ଖମାରୀ ଓ କାର୍ଯ୍ୟନିର୍ବାହୀ ଅଧିକାରୀ ଲବ ବାରିକଙ୍କ ନେତୃତ୍ୱରେ ମା ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଆଜି ଭାରତର ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ବର୍ଷ ପୂର୍ତ୍ତି ଅବସରରେ ଭାରତ ବର୍ଷର କୋଣ ଅନୁକୋଣରେ ଜନ୍ମଦିନକୁ ପାଳନ କରିବା ସହିତ ମା ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ପ୍ରତ୍ୟେକ ସରକାରୀ ବେସରକାରୀ ଅନୁଷ୍ଠାନରେ କାର୍ଯ୍ୟକ୍ରମ ମାନ କରାଯାଉଛି। ଜନ୍ମଦାତ୍ରୀ ମା ଏକ ହୋଇଥିଲେ ମଧ୍ୟ ଭୂମିଷ୍ଟ ହେଲା ପରେ ପ୍ରତ୍ୟେକ ଜୀବ ଜନ୍ତୁ ପ୍ରକୃତି ଉପରେ ସଦାସର୍ବଦା ନିର୍ଭରଶିଳ ରହିଥାଏ। ଜନସଂଖ୍ୟା ବୃଦ୍ଧି ସକାଶେ ଜନସଂଖ୍ୟା ଅନୁପାତରେ ବୃକ୍ଷଲତା ତଥା ପ୍ରକୃତି ନଷ୍ଟ ହେଉଥିବା ଯୋଗୁଁ ଦୂଷିତ ଜଳବାୟୁ ଦ୍ୱାରା ମଣିଷ ଅସମୟରେ ବିଭିନ୍ନ ପ୍ରକାର ଦୁରାରୋଗ୍ୟରେ ପୀଡ଼ିତ ହୋଇ ଅସମୟରେ ନିଜର ଅମୂଲ୍ୟ ଜୀବନ ଠାରୁ ଦୂରେଇ ଯାଉଛି। ତତ୍ ସହିତ ଋତୁ ଅନୁସାରେ ପ୍ରକୃତି ଦୂରେଇ ଯାଇ ନାନାଦି ବିପର୍ଯ୍ୟସ୍ତ ପରିସ୍ଥିତି ସୃଷ୍ଟି ହେଉଛି। ତେଣୁ ଜିବଜଗତକୁ ରକ୍ଷା କରିବା ସକାଶେ ଗଛର ନିତାନ୍ତ ଆବଶ୍ୟକ ହେତୁ ଆଜି ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ କ୍ରମେ ମା ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ହାତକୁ ନେଇ କାର୍ଯ୍ୟକାରୀ କରାଯାଉଛି। ଏହି ଅବସରରେ ଆଜି ଖରସେଲ ଗ୍ରାମପଞ୍ଚାୟତ ତରଫରୁ ୫ଶହ ବିଭିନ୍ନ ପ୍ରକାର ବୃକ୍ଷ ରୋପଣ କରାଯାଇଛି। ଏହି ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ   ଜି, ଆର, ଏସ  ଶ୍ରୀଯୁକ୍ତ  ଗୋପାଳ ଦାସ ,  ଏମବିକେ, ସମସ୍ତ ୱାର୍ଡ଼ ସଭ୍ୟ,  ଗାଁ ସାଥି  ମକର ପୁଞ୍ଜି, ତୁଳସି ଭୋଇ, ଥବିର ନିଆଲ,ଓ ଯୋଗାଣ ସହାୟକ ମଧୁ ସା,, ପଂଚାୟତ ପିଅନ ସମସ୍ତେ  ଅଂଶ ଗ୍ରହଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like