-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଜିଲ୍ଲା

ଶଗଡ ଉପରେ ମାଡିଗଲା ହାଇଓ୍ୱା, ୪ ବଳଦ ମୃତ

28-Jan-2021



ବଲାଙ୍ଗୀର,(ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା  ପାଟଣାଗଡ଼ ରାସ୍ତା ଧୁବଲପଡ଼ା ନିକଟରେ ଗୁରୁବାର  ଭୋର୍‌ ସକାଳୁ ୩ଟି ଶଗଡ଼ ଗାଡ଼ି ଉପରେ ଏକ ହାଇୱା ଚଢ଼ି ଯାଇଛି । ଏଥିରେ  ଘଟଣା ସ୍ଥଳରେ ୪ ବଳଦର ମୃତ୍ୟୁ ହେବା ସହ ୩ ଜଣ ବ୍ୟକ୍ତି ଗୁରୁତର ଥିବା ଜଣାପଡ଼ିଛି ।

ସୂଚନାନୁସାରେ, କିଛି ବ୍ୟକ୍ତି ଭଇଁଷା ଗାଁରୁ ଧୁବଲପଡ଼ାକୁ ପାଳ ନେବା ପାଇଁ ଶଗଡ଼ ଧରି ଆସୁଥିଲେ । ସେହି ସମୟରେ ବଲାଙ୍ଗିର ପଟୁ ପାଟଣାଗଡ଼ ଆଡ଼କୁ ଦୃତ ଗତିରେରେ ଯାଉଥିବା ଏକ ହାଇୱା ଗାଡ଼ି (ଓଡ଼ି-୦୩ଜି-୪୭୯୯) ଶଗଡ଼ଗୁଡ଼ିକ ଉପରେ ଚଢ଼ି ଯାଇଥିଲା । ଫଳରେ ଘଟଣା ସ୍ଥଳରେ ୩ ଶଗଡ଼ରେ ଯୋଖା ହୋଇଥିବା ୪ ବଳଦଙ୍କ ମୃତ୍ୟୁ ହୋଇଯାଇଥିବା ବେଳେ ଶଗଡ଼ରେ ଥିବା ଭଇଁଷା ଗାଁର ଶେଷଦେବ ପଟେଲ, କୃଷ୍ଣନିଧି ସାହୁ ଓ ଦିଲୁ ଭୁଏ ଗୁରୁତର ହୋଇଛନ୍ତି ।
ଆହତମାନଙ୍କୁ ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରିଆଯାଇଛି l ଦୁର୍ଘଟଣା ଘଟାଇ ହାଇୱା ଡ୍ରାଇଭର ଗାଡ଼ି ଛାଡ଼ି ଫେରାର୍‌ ହୋଇଯାଇଛି । ଅନ୍ୟପଟେ ସ୍ଥାନୀୟ ଲୋକେ ଏହି ଘଟଣାରେ ଉତ୍ୟକ୍ତ ହୋଇ ରାସ୍ତା ରୋକ୍ କରିଥିବା ଯୋଗୁଁ ବଲାଙ୍ଗିର -ପାଟଣାଗଡ଼  ରାସ୍ତାରେ ଗମନାଗମନ ବାଧାପ୍ରାପ୍ତ କିଛି ସମୟ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like