-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ନୀଳଜୀ ଉପ୍ରା ବିଦ୍ୟାଳୟ ଠାରେ ମା ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ l

18-Sep-2025



ସିନାପାଲି (ଚିନ୍ତାମଣି ନେତାମ)
ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ନୀଳଜୀ ଗ୍ରାମ ପଂଚାୟତର ନୀଳଜୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ  କାର୍ଯ୍ୟକ୍ରମ  ଅନୁଷ୍ଠିତ ହୋଇଯାଇଛି  l ଏହି ଅବସରରେ ଆୟୋଜିତ  ସଭାକାର୍ଯ୍ୟ ରେ  ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର  ସଭାପତିତ୍ୱ କରିଥିବା ବେଳେ  ମୁଖ୍ୟ ଅତିଥି ଭାବରେ ନୀଳଜୀ ଉଚ୍ଚ ବିଦ୍ୟାଳୟର  ପୂର୍ବତନ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ  ମହେଶ କୁମାର ତିୱାରୀ,ବିଶିଷ୍ଟ ଅତିଥି ଭାବରେ ଅବସର ପ୍ରାପ୍ତ  ବନପାଳ  ଶ୍ରୀଯୁକ୍ତ ଷଡ଼ାନନ  ସୁନାନୀ, ମୁଖ୍ୟ ବକ୍ତା ଭାବରେ  ନୀଳଜୀ କ୍ଲଷ୍ଟରର ସି ଆର ସି ସି  ଶ୍ରୀଯୁକ୍ତ  ବାଲାଜୀ ସୁନାନୀ ଓ ସମ୍ମାନିତ  ଅତିଥି ଭାବରେ  ବିଦ୍ୟାଳୟ ପରିଚାଳନା କମିଟିର  ସଭାପତି ଶ୍ରୀଯୁକ୍ତ  ଶଙ୍କର ନିଆଲ  ଏବଂ  ବରିଷ୍ଟ ଶିକ୍ଷକ  ଶ୍ରୀଯୁକ୍ତ ସେବକ ରାମ ପାତ୍ର  ଯୋଗଦେଇଥିଲେ l   ଆଜି ଭାରତର ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ ତମ ଜନ୍ମ ଦିବସ ପାଳନ କରିବା ସହିତ  ଭାରତ ବର୍ଷର କୋଣ ଅନୁକୋଣରେ  ମା ଙ୍କ ନାମରେ  ଗଛଟିଏ  କାର୍ଯ୍ୟକ୍ରମ ଆୟୋଜନ  କରାଯାଉଛି  l     ଏହି ଅବସରରେ   ସରକାରୀ ବେସରକାରୀ ଅନୁଷ୍ଠାନ ଦ୍ୱାରା  ଭାରତ ସାରା  ବୃକ୍ଷ ରୋପଣ  କରାଯାଉଛି। ଜନ୍ମଦାତ୍ରୀ ମା ଠାରୁ  ଭୂମିଷ୍ଟ ହେଲା ପରେ ପ୍ରତ୍ୟେକ ଜୀବ ଜନ୍ତୁ  ଓ ମଣିଷ  ପ୍ରକୃତିର ଉଦ୍ଭିଦ ଉପରେ ନିର୍ଭରକରି  ବଞ୍ଚିଥାନ୍ତି l ଜନସଂଖ୍ୟା , କଲ କାରଖାନା ଓ ଯାନବାହାନ  ବୃଦ୍ଧି ଅନୁସାରେ ବୃକ୍ଷଲତା  ସୃଷ୍ଟି ହେଉନାହିଁ  ବରଂ  ବଣ ଜଙ୍ଗଲ  ଧୀରେ ଧୀରେ  ନଷ୍ଟ ହୋଇ ଯାଉଛି l ଯାହା ଫଳରେ ବାୟୁ ଓ ଜଳ ପରିବେଶ  ଦୂଷିତ ହେବା ଦ୍ୱାରା ମଣିଷ ରୋଗ କ୍ରାନ୍ତ ହୋଇ ଅସମୟରେ   ମୃତ୍ୟୁ ବରଣ କରୁଛି l ପୁଣି  ବନ୍ୟା,ବାତ୍ୟା  ଓ ଭୂମି କମ୍ପ ପରି  ପ୍ରାକୃତିକ ବିପର୍ଯ୍ୟ  ଘଟୁଛି । ତେଣୁ ଜିବଜଗତକୁ ରକ୍ଷା କରିବା ସକାଶେ ବୃକ୍ଷ ରୋପଣ ନିତାନ୍ତ ଆବଶ୍ୟକ l    ଅତିଥି ଗଣ ଏହି ବିଷୟ ଓ ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦିଙ୍କର  ଆଦର୍ଶ ନୀତି ଓ  ବିଶ୍ୱଶାନ୍ତି ତଥା  ସଦଭାବନା ପାଇଁ   ମହତ ପ୍ରତିଷ୍ଠା  ଉପରେ  ଛାତ୍ରଛାତ୍ରୀ ଙ୍କୁ  ଦିଗଦର୍ଶନ  ଦେଇଥିଲେ  l ବିଜ୍ଞାନ ଶିକ୍ଷକ  ଶ୍ରୀଯୁକ୍ତ ଦୀପକ ସା  ଅତିଥି ମାନଙ୍କୁ  ସ୍ୱାଗତ କରି  ସଭା କାର୍ଯ୍ୟ ସଂଯୋଜନା  କରିଥିଲେ l  ବିଦ୍ୟାଳୟ ର  ଛାତ୍ରଛାତ୍ରୀ ଗଣ  ବୃକ୍ଷର ଦାନ ସମ୍ପର୍କିତ  ପ୍ରାରମ୍ବିକ ସଂଗୀତ ଗାନ କରିଥିଲେ  l ସଭାଶେଷରେ  ସହ ଶିକ୍ଷକ ଶ୍ରୀ ପରମାନନ୍ଦ ମାଝୀ  ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ l ପରେ ଅତିଥି, ଶିକ୍ଷକ ଓ ଛାତ୍ରଛାତ୍ରୀ ଗଣ ବୃକ୍ଷ ଚାରାକୁ ପୂଜନ କରି ବିଦ୍ୟାଳୟ ପରିସରରେ   ରୋପଣ କରିଥିଲେ  l ଶିକ୍ଷକ ଶ୍ରୀ ରୁପେଶ କୁମାର ମେହେର ସହଯୋଗ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like