-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲରେ ମା ପାଇଁ ଗଛ ଟିଏ" କାର୍ଯ୍ୟକ୍ରମ: ୨୦୦ ଚାରା ରୋପଣ କରାଗଲା

18-Sep-2025



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ  ବିଦ୍ୟାଳୟ ମାୟାବର୍ହା ଠାରେ ପ୍ରଧାନଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ଅଧ୍ୟକ୍ଷତାରେ "ମାଁ ପାଇଁ ଗଛ ଟିଏ" କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିସର ତଥା ଖେଳପଡିଆ ରେ ବିଭିନ୍ନ କିସମର ପ୍ରାୟ ୨୦୦ ଟି ଚାରା ରୋପଣ କରାଯାଇଛି । ସୁବର୍ଣ୍ଣପୁର ଜିଲ୍ଲା ଜଙ୍ଗଲ ବିଭାଗ ଅନ୍ତର୍ଗତ ବିନିକା ରେଞ୍ଜ ର  ରେଞ୍ଜ ଅଫିସର ଡମ୍ବରୁଧର ପ୍ରଧାନ ମୁଖ୍ୟ ଅତିଥି ଓ ରାମପୁର ସେକ୍ସନ ର  ଫରେଷ୍ଟର ଜନ୍ମେଜୟ ମାଝୀ ସମ୍ମାନିତ ଅତିଥି ଭାବରେ ଯୋଗଦେଇ "ମା ପାଇଁ ଗଛ ଟିଏ " ର ପ୍ରାସଙ୍ଗିକତା  ବିଷୟରେ ମତ ପ୍ରକାଶ କରିଥିଲେ। ଏହି ଅବସରରେ ଅତିଥି ଓ ଶିକ୍ଷକ ବୃନ୍ଦ ଛାତ୍ରଛାତ୍ରୀ ମାନଙ୍କ ଗହଣରେ ସାମୁହିକ ଭାବେ ଚାରା ରୋପଣ କରିଥିଲେ।  କାର୍ଯ୍ୟକ୍ରମକୁ ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ପରିଚାଲନା କରିଥିବା ବେଳେ ଜେଆରସି କାଉନସିଲର ରାଜୁ ମେହେର ସଂଯୋଜନା କରିଥିଲେ। ଖେଳ ଶିକ୍ଷକ ଚିନ୍ମୟ ଦାସ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ମାୟାବର୍ହା କୃଷି ସମବାୟ ସମିତି ସଭାପତି ରାଧାକାନ୍ତ ଜୁଆଡି , ମା ତାରିଣୀ ସ୍ଵଂୟ ସହାୟକ ଗୋଷ୍ଠୀର ସଭାପତି ପ୍ରମୋଦିନି ଯୁଆଡ଼ି, ସମ୍ପାଦିକା ସବିତା ଖମାରୀ, କୋଷାଧ୍ୟକ୍ଷ ସବିତା ଖମାରୀ , ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରର  ଡାକ୍ତର ପୌରଭି କର୍ମୀ ତଥା ବିଦ୍ୟାଳୟ ର ସମସ୍ତ ଶିକ୍ଷକ, ମନୋଜ କୁମାର ପୂଜାରୀ , ସମ୍ପଦ ଖମାରୀ, ନନ୍ଦିଘୋଷ ବାରିକ, ସଞ୍ଜୀବ ପୁଝାରୀ, କିରଣ ପୁଟେଲ ଓ କର୍ମଚାରୀ  ମିନକେତନ ଦାସ, ବିଭୀଷଣ ଖମାରୀ,ସୁରଜ୍ ଖମାରୀ, ସମୀର କଠାର ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like