-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

କଳିଙ୍ଗା ଘାଟିରେ ଭୂ-ସ୍ଖଳନ ଘଟଣା: ମରାମତି କାମ ପରିଦର୍ଶନ କଲେ କନ୍ଧମାଳ ଜିଲାପାଳ

18-Sep-2025



କନ୍ଧମାଳ,:(ସୁଶୀଳ କୁମାର ପାଣିଗ୍ରାହୀ):  କନ୍ଧମାଳ ଜିଲା ଦେଇ ଯାଇଥିବା ୧୫୭ ନମ୍ବର ଜାତୀୟ ରାଜପଥ କଳିଙ୍ଗା ଘାଟିରେ ୧୬ ତାରିଖ ମଙ୍ଗଳବାର ଅପରାହ୍ନ ସମୟରେ ଲଗାଣ ବର୍ଷାରେ ଭୂସ୍ଖଳନ ଯୋଗୁ ରାସ୍ତା ସମ୍ପୂର୍ଣ୍ଣ ଧୋଇ ହୋଇ ୪୦/୫୦ ଫୁଟର ବିରାଟ ଖାଲ ହୋଇଛି। ବୁଧବାର ଠାରୁ ଜାତୀୟ ରାଜପଥ ବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କଲା ପରେ କାମ ଆରମ୍ଭ ହୋଇଛି। କନ୍ଧମାଳ ଜିଲାବାସୀଙ୍କ ପାଇଁ ଏହି ଘାଟି ରାସ୍ତାଟି ଜୀବନ ଜୀବିକା ହୋଇଥିବା ବେଳେ ବର୍ତ୍ତମାନ ପ୍ରାକୃତିକ ବିପର୍ଯ୍ୟୟରେ ଗଞ୍ଜାମ ଜିଲା ସହ କନ୍ଧମାଳ ଜିଲା ବିଚ୍ଛିନ୍ନ ହୋଇଛି। ଘଟଣା ଘଟିବାର ୪୨ ଘଣ୍ଟା ପରେ ଗୁରୁବାର ମଧ୍ୟାହ୍ନ ରେ କନ୍ଧମାଳ ଜିଲାପାଳ ବେଦଭୂଷଣ କଳିଙ୍ଗାଘାଟିର ଭୂସ୍ଖଳନ ହୋଇଥିବା ସ୍ଥାନରେ ପହଞ୍ଚି ଜାତୀୟ ରାଜପଥ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ଚଳିତବର୍ଷ ଅଧିକ ବର୍ଷା ହୋଇଥିବାବେଳେ ଲଗାଣ ବର୍ଷା ଯୋଗୁ ଏପରି ଭୂସ୍ଖଳନ ହୋଇଥିବା ବେଳେ ସୌଭାଗ୍ୟ ବଶତଃ ଧନ ଜୀବନ କ୍ଷତି ହୋଇନାହିଁ। ବର୍ତ୍ତମାନ ବ୍ରହ୍ମପୁର ଯିବା ପାଇଁ ବିକଳ୍ପ ରାସ୍ତା ଭାବେ ଟିକାବାଲି, ଚକାପାଦ ରାସ୍ତାକୁ ବ୍ୟବହାର କରାଯିବ। ଯଥା ସମ୍ଭବ ଚେଷ୍ଟା କରି ପାଣିପାଗ ଓ ବର୍ଷା ପରିସ୍ଥିତିକୁ ଅନୁଧ୍ୟାନ କରି ୭ରୁ ୧୦ ଦିନ ମଧ୍ୟରେ ଗାଡ଼ିମୋଟର ଯାତାୟାତ ପାଇଁ ପ୍ରଥମେ ଅସ୍ଥାୟୀ ରାସ୍ତା ନିର୍ମାଣ କରାଯିବ। ପରେ ସ୍ଥାୟୀ ରାସ୍ତା କାମ ପରିସ୍ଥିତି ଅନୁକୂଳ ଦେଖି କରାଯିବ। ଏହି ଘାଟି ରାସ୍ତା ନିର୍ମାଣ ନିମନ୍ତେ ଏନ୍‌ଏଚ୍‌ ବିଭାଗ ଅଧିକାରୀଙ୍କୁ ଯେଉଁ ସବୁ ଅନୁମତିର ଆବଶ୍ୟକ ସେ ସବୁକୁ ପ୍ରଶାସନ ତରଫରୁ ପ୍ରଦାନ କରାଯିବ ବୋଲି ଜିଲାପାଳ କହିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like