-+91-9937148622 |

prerana_bgr@rediffmail.com |

  Sunday 21st June 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ବିକଶିତ ଭାରତ ଜି. ରାମଜୀ କାର୍ଯ୍ୟକ୍ରମ ଅନୁଷ୍ଠିତ    (20-Jun-2026)       ||      ଅମିତ ମେହେର ଙ୍କ ପାଇଁ କୁଲି ମେହେର ସମାଜ ଗର୍ବିତ    (20-Jun-2026)       ||      ବରିଷ୍ଠ ମୋହରି ଙ୍କ ପରଲୋକ   (20-Jun-2026)       ||      ବୋଡେ଼ନ ବ୍ଲକ ରେ ବିକାଶ ର ଧାରା ଓଡିଶା ସାରା ଚତୁର୍ଥ ଦିବସ   (20-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦ୍ଘାଟିତ   (20-Jun-2026)       ||      ଧର୍ମପରାୟଣା ମହିଳା କ୍ଷୀରୋଦ୍ରୀ ଯୋଶୀଙ୍କ ପରଲୋକ   (20-Jun-2026)       ||      *ସୁବର୍ଣ୍ଣପୁର ଠାରେ ସହରାଞ୍ଚଳ ଜନ ସଂପର୍କ ଓ ନାଗରିକ ଭାଗିଦାରୀ କାର୍ଯ୍ଯ କ୍ରମ*-   (20-Jun-2026)       ||      ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   (20-Jun-2026)       ||      ବଲାଙ୍ଗୀର ସହରର ବେହେରାପାଲି, କରଙ୍ଗାକଟା ଓ ନରସିଂ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ପରିଦର୍ଶନ କଲେ ଜିଲ୍ଲାପାଳ    (20-Jun-2026)       ||      ଶୀତଳ ଷଷ୍ଠୀରେ ମାନବସେବାର ଅନନ୍ୟ ଦୃଷ୍ଟାନ୍ତ: ଜିଲ୍ଲା ଜୁନିଅର ରେଡ଼କ୍ରସ ପକ୍ଷରୁ ହଜାର ହଜାର ଶ୍ରଦ୍ଧାଳୁଙ୍କୁ ଦହିପଣା ବଣ୍ଟନ    (20-Jun-2026)       ||      ଶିଶୁ ଶ୍ରମ ନିରାକରଣ ସଚେତନତା କାର୍ଯକ୍ରମ-୨୦୨୬ ଅନୁଷ୍ଠିତ   (20-Jun-2026)       ||      *ବାଘ ଛାଲ ଚାରା ଚାଲାଣ ବେଳେ ବାଘ ଛାଲ ସହ ଅମଳାଭାଟା ଚର୍ଚ୍ଚର ପାଷ୍ଟର ଗିରଫ...* ଡାବୁଗାଁ ବନ ବିଭାଗକୁ ବଡ଼ ସଫଲତା   (20-Jun-2026)       ||      ବିଜେଡି ନେତାଙ୍କ ଘରେ ଫୁଟିଲା ଗୁଳି, ଦୁବୃର୍ତ୍ତ ଫେରାର।   (20-Jun-2026)       ||      ଗାଧୋଇବାକୁ ଯାଇ ବୁଡ଼ି ଗଲେ ଯୁବକ ।   (20-Jun-2026)       ||      ରାଜ୍ୟ ସରକାର ଙ୍କ ୨ବର୍ଷ ପୂର୍ତ୍ତି ଉପଲକ୍ଷେ ସଫଳତା ର ବିବରଣୀ ଦେଲେ ମୁଖ୍ୟ ସଚେତକ   (20-Jun-2026)       ||      *ଡାବୁଗାଁରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ*   (20-Jun-2026)       ||      Km   (20-Jun-2026)       ||      ଧାନ ଚୋରି ଅଭିଯୋଗରେ ଦୁଇ ଜଣ ଅଟକ ,   (20-Jun-2026)       ||      *ପ୍ରତ୍ୟାବର୍ତ୍ତନ ଶୋଭାଯାତ୍ରା ରେ ବାହୁଡ଼ିଲେ ଯୁଗଳ ମୂର୍ତ୍ତି*-   (20-Jun-2026)       ||      ବରପାଲି ବ୍ଲକରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଞ୍ଚାୟତ ସ୍ତରୀୟ ସମ୍ମିଳନୀ ।   (20-Jun-2026)       ||     

HOME   ଜିଲ୍ଲା

ପ୍ରେରଣା ନ୍ୟୁଜ୍ ପୋର୍ଟାଲର ପଂଚମ ପ୍ରତିଷ୍ଠା ଦିବସ ପାଇଁ ସ୍କୁଲଛାତ୍ରଛାତ୍ରୀ ମାନଙ୍କ ବିଭିନ୍ନ ପ୍ରତିଯୋଗିତା 

18-Sep-2025



ବଲାଙ୍ଗୀର(ପ୍ରେରଣା ଖବର): ଆସନ୍ତା ଅକ୍ଟୋବର ୨ ତାରିଖ ପବିତ୍ର ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ପ୍ରେରଣା ନ୍ୟୁଜ୍ ପୋର୍ଟାଲର ପଂଚମ ସ୍ୱନକ୍ଷତ୍ର ଦିବସ  ସ୍ଥାନୀୟ ଟାଉନ୍ ବାଳିକା ଉଚ୍ଚବିଦ୍ୟାଳୟ ଠାରେ ଅନୁଷ୍ଠିତ ହେବା । ଏଥିପାଇଁ ଆଜି ସକାଳେ ପତିତପାବନ ଏକାଡେମୀ ଠାରେ ପ୍ରଥମରୁ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କୁ ନେଇ ତିନୋଟି ବିଭାଗରେ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପ୍ରେରଣାର ସଂପାଦକ ରଘୁ ନନ୍ଦନ ସିଂହଙ୍କ ପରିଚାଳନାରେ ଆୟୋଜିତ ଏହି 

ପ୍ରତିଯୋଗିତାରେ ବିଚାରକ ଭାବରେ ଚିତ୍ରଶିଳ୍ପୀ ସତ୍ୟ ସିଂଦେଓ, ବିକାଶ ଭେଲି ବିଦ୍ୟାଳୟର ପରିଚାଳନା ନିର୍ଦ୍ଦେଶକ ଅମ୍ବରିଶ କୁମାର ଦାଶ, ଶ୍ରୀଜୀ ବିଇଡି ଇନ୍‌ଷ୍ଟିଚ୍ୟୁଟର୍  ନିର୍ଦ୍ଦେଶିକା ସ୍ୱରୂପାରାଣୀ ଠାକୁର ଓ ଆକୁଳ ବେହେରା ଯୋଗ ଦେଇ କୃତୀ ପ୍ରତିଯୋଗୀ ମାନଙ୍କ ନାମ ଘୋଷଣ କରିଥିଲେ । ଏହି ପ୍ରତିଯୋଗିତlରେ ବଲାଙ୍ଗୀର ସହରର ବିଭିନ୍ନ ସ୍କୁଲର ଶତାଧିକ ଛାତ୍ରଛାତ୍ରୀ ଭାଗ ଦେଇଥିଲେ । ପ୍ରତିଯୋଗିତାକୁ ସଫଳ କରିବାରେ ସାମ୍ବାଦିକ ରାଧାକ୍ରିଷ୍ଣ ମିଶ୍ର, ପତିତପାବନ 

ଏକାଡେମୀର ପ୍ରଧାନଶିକ୍ଷୟିତ୍ରୀ ଅଂଶୁପା ଭୋଇଙ୍କ ସମେତ ଅନ୍ୟ ଶିକ୍ଷକଶିକ୍ଷୟିତ୍ରୀ ମାନେ ସହଯୋଗ କରିଥିଲେ । ସମସା୍‌ତ କୃତୀ ପ୍ରତିଯୋଗୀ ମାନଙ୍କୁ ଆସନ୍ତା ଅକ୍ଟୋବର ୨ ତାରିଖ  ସକାଳ ୧୧ ଟା ସମୟରେ ପ୍ରେରଣାର ନ୍ୟୁଜ୍ ପୋର୍ଟାଲର ପଂଚମ ପ୍ରତିଷ୍ଠା ଦିବସ ଅବସରରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର ଉତ୍ସବରେ ପୁରସ୍କୃତ କରାଯିବ ବୋଲି ପ୍ରେରଣା ସଂପାଦକ ରଘୁ ନନ୍ଦନ ସିଂହ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ବିକଶିତ ଭାରତ ଜି. ରାମଜୀ କାର୍ଯ୍ୟକ୍ରମ ଅନୁଷ୍ଠିତ   20-Jun-2026
  ଜିଲ୍ଲା  
ଅମିତ ମେହେର ଙ୍କ ପାଇଁ କୁଲି ମେହେର ସମାଜ ଗର୍ବିତ   20-Jun-2026
  ଜିଲ୍ଲା  
ବରିଷ୍ଠ ମୋହରି ଙ୍କ ପରଲୋକ   20-Jun-2026
  ଜିଲ୍ଲା  
ବୋଡେ଼ନ ବ୍ଲକ ରେ ବିକାଶ ର ଧାରା ଓଡିଶା ସାରା ଚତୁର୍ଥ ଦିବସ   20-Jun-2026
  ଖେଳ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦ୍ଘାଟିତ   20-Jun-2026
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷୀରୋଦ୍ରୀ ଯୋଶୀଙ୍କ ପରଲୋକ   20-Jun-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ସହରାଞ୍ଚଳ ଜନ ସଂପର୍କ ଓ ନାଗରିକ ଭାଗିଦାରୀ କାର୍ଯ୍ଯ କ୍ରମ*-   20-Jun-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   20-Jun-2026
  ଜିଲ୍ଲା  
ବଲାଙ୍ଗୀର ସହରର ବେହେରାପାଲି, କରଙ୍ଗାକଟା ଓ ନରସିଂ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ପରିଦର୍ଶନ କଲେ ଜିଲ୍ଲାପାଳ   20-Jun-2026
  ରାଜ୍ୟ  
ଶୀତଳ ଷଷ୍ଠୀରେ ମାନବସେବାର ଅନନ୍ୟ ଦୃଷ୍ଟାନ୍ତ: ଜିଲ୍ଲା ଜୁନିଅର ରେଡ଼କ୍ରସ ପକ୍ଷରୁ ହଜାର ହଜାର ଶ୍ରଦ୍ଧାଳୁଙ୍କୁ ଦହିପଣା ବଣ୍ଟନ   20-Jun-2026
  ଜିଲ୍ଲା  
ଶିଶୁ ଶ୍ରମ ନିରାକରଣ ସଚେତନତା କାର୍ଯକ୍ରମ-୨୦୨୬ ଅନୁଷ୍ଠିତ   20-Jun-2026
  ଜିଲ୍ଲା  
*ବାଘ ଛାଲ ଚାରା ଚାଲାଣ ବେଳେ ବାଘ ଛାଲ ସହ ଅମଳାଭାଟା ଚର୍ଚ୍ଚର ପାଷ୍ଟର ଗିରଫ...* ଡାବୁଗାଁ ବନ ବିଭାଗକୁ ବଡ଼ ସଫଲତା   20-Jun-2026

You Might Also Like