-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ରାଜ୍ୟ

ସାହିତ୍ୟ ଅକାଦେମିର କାର୍ଯ୍ୟକ୍ରମରେ ଆମେରିକୀୟ କବି: କବିତାର ଭାଷା ବିଶ୍ୱର ସବୁ ମଣିଷ ବୁଝିପାରନ୍ତି: ବବ୍ ହଲମ୍ୟାନ⁸

18-Sep-2025



କୋଲକାତା(ପ୍ରେରଣା ଖବର): ସାହିତ୍ୟ ଅକାଦେମି କୋଲକାତା ପ୍ରେକ୍ଷାଳୟରେ ଏକ ସ୍ୱତନ୍ତ୍ର କବିତା ପାଠ ଏବଂ ଆଲୋଚନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିଥି ଭାବରେ ଯୋଗ ଦେଇଥିଲେ ବିଶିଷ୍ଟ ଆମେରିକୀୟ କବି ବବ ହଲମ୍ୟାନ୍ । କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ଏବଂ ଅତିଥି ପରିଚୟ ପ୍ରଦାନ କରିଥିଲେ ସାହିତ୍ୟ ଅକାଦେମି କୋଲ୍କାତା କାର୍ଯ୍ୟଳୟର ଭାରପ୍ରାପ୍ତ ଅଧିକାରୀ  କ୍ଷେତ୍ରବାସୀ ନାଏକ ଏବଂ ସଭାପତିତ୍ୱ କରିଥିଲେ ବିଶିଷ୍ଟ ବଙ୍ଗଳା କବି ସୁବୋଧ ସରକାର । ଶ୍ରୀ ସରକାର କହିଥିଲେ ଯେ ବବ ହଲମାନ ହେଉଛନ୍ତି ଜଣେ ଭିନ୍ନ ଧରଣର ମାନବବାଦୀ ସ୍ରଷ୍ଟା । ତାଙ୍କ କବିତାରେ ସେ ମାନବିକତାର ଜୟଗାନ କରିଥାନ୍ତି । ତାଙ୍କର ୨୨ଟି କବିତା ସଙ୍କଳନ ପ୍ରକାଶିତ । ସେ ମଧ୍ୟ ଏକାଧିକ ସଫଳ ଚଳଚ୍ଚିତ୍ର ନିର୍ମାଣ କରିଛନ୍ତି । ସେ ନିଜକୁ ଉନ୍ମୁକ୍ତ ରଖିଥାନ୍ତି ସମଗ୍ର ବିଶ୍ୱ ସହ ବାର୍ତ୍ତାଳାପ କରିବାକୁ । ତାଙ୍କ କବିତା ଯେତିିକି ସରଳ ସେତିକି ପ୍ରଭାବଶାଳୀ । ଆମେରିକା ସମେତ ବିଶ୍ୱର ବିଭିନ୍ନ ସ୍ଥାନରେ ତାଙ୍କର କବିତା ପରିବେଷିତ ହୋଇଛି ଏବଂ ଉଚ୍ଚ ପ୍ରଶଂସିତ ହୋଇଛି । ବବ ହଲମାନ ତାଙ୍କ କବିତାର ଯାତ୍ରା ଏବଂ କଥନ ଶୈଳୀର କବିତା ସମ୍ପର୍କରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ । ସେ କହିଥିଲେ ଯେ,

କବିତାଟିଏ ଲେଖିଦେଲା ପରେ ତାହା ଚୂଡ଼ାନ୍ତ ହୋଇଯାଲ ନାହିଁ । ବରଂ, ଥରକୁ ଥର ପଢ଼ିବା ସମୟରେ ସୁଦ୍ଧା ତାହାର ରୂପ ପରିବର୍ତ୍ତନ ହେଉଥାଏ । କବିତା ଲେଖିବା ଏବଂ ପରିବେଷଣ କରିବା ମୋ ପାଇଁ ଏକ ନିରନ୍ତର ପ୍ରକ୍ରିୟା । ଏଥିସହିତ ସେ ବହୁଚର୍ଚ୍ଚିତ କବିତା ଡାଇନୋସର ଏବଂ ୧୯୯୦ ପାଠ କରିଥିଲେ । ଶେଷରେ ଉପସ୍ଥିତ ଶ୍ରୋତାମାନଙ୍କର ବିଭିନ୍ନ ପ୍ରଶ୍ନର ସେ ଉତ୍ତର ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ବଙ୍ଗଳା, ଓଡ଼ିଆ ଏବଂ ଅହମିୟା ଭାଷାର ବହୁ ଲେଖକ ଲେଖିକା ଏବଂ ସାହିତ୍ୟପ୍ରେମୀ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like